Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଋଷ-ୟୁକ୍ରେନ ଯୁଦ୍ଧ ଉପରେ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ସମର୍ଥନ କଲେ ପୂର୍ବତନ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ଋଷ-ୟୁକ୍ରେନ ଯୁଦ୍ଧ ଉପରେ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟକୁ ସମର୍ଥନ କଲେ ପୂର୍ବତନ ପ୍ରଧାନମନ୍ତ୍ରୀ

September 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଋଷ-ୟୁକ୍ରେନ ଯୁଦ୍ଧରେ କେନ୍ଦ୍ର ସରକାରଙ୍କ ଆଭିମୁଖ୍ୟ ସମ୍ପର୍କରେ ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ କହିଛନ୍ତି ଯେ, ଶାନ୍ତି ପାଇଁ ନିବେଦନ କରିବାବେଳେ ଭାରତ ନିଜର ସାର୍ବଭୌମତ୍ଵ ତଥା ଅର୍ଥନୈତିକ ସ୍ୱାର୍ଥକୁ ପ୍ରଥମ ସ୍ଥାନରେ ରଖି ଠିକ୍ କାର୍ଯ୍ୟ କରିଛି।” ମନମୋହନ ସିଂ ଜି -୨୦ ବୈଠକ ପୂର୍ବରୁ ଇଣ୍ଡିଆନ ଏକ୍ସପ୍ରେସକୁ ଦେଇଥିବା ଏକ ସାକ୍ଷାତକାରରେ ଏହା କହିଛନ୍ତି, ଯେଉଁଥି ପାଇଁ ଆଜି ବିଶ୍ୱ ନେତାମାନେ ଦିଲ୍ଲୀରେ ଏକାଠି ହେଉଛନ୍ତି। ଏହା ସହିତ ଘରୋଇ ରାଜନୀତିରେ ବୈଦେଶିକ ନୀତି ବ୍ୟବହାର ନକରିବାକୁ ସେ ଚେତାବନୀ ଦେଇଛନ୍ତି।

ଜି -୨୦ ରାତ୍ରୀ ଭୋଜନ ପାଇଁ ମନମୋହନ ସିଂଙ୍କୁ ନିମନ୍ତ୍ରଣ କରାଯାଇଅଛି:

ସୂଚନାନୁସାରେ ୨୦୦୪ ରୁ ୨୦୧୪ ମଧ୍ୟରେ କଂଗ୍ରେସ ନେତୃତ୍ୱାଧୀନ ୟୁପିଏର ଦୁଇଟି କାର୍ଯ୍ୟକାଳ ମଧ୍ୟରେ ପ୍ରଧାନମନ୍ତ୍ରୀ ଥିବା ମନମୋହନ ସିଂ ଶନିବାର ଜି -୨୦ ରାତ୍ରୀ ଭୋଜନକୁ ନିମନ୍ତ୍ରିତ ହୋଇଥିବା ଅନ୍ୟତମ ନେତା। ଭାରତର ଜି -୨୦ ଅଧ୍ୟକ୍ଷତା ବିଷୟରେ ଇଣ୍ଡିଆନ ଏକ୍ସପ୍ରେସକୁ ସୂଚନା ଦେଇ ଡଃ ମନମୋହନ ସିଂ କହିଛନ୍ତି ଯେ, ତାଙ୍କ ସମୟ ତୁଳନାରେ ଘରୋଇ ରାଜନୀତି ଅପେକ୍ଷା ବୈଦେଶିକ ନୀତି ଅଧିକ ଗୁରୁତ୍ୱପୂର୍ଣ୍ଣ ହୋଇଛି। ଦଳୀୟ ରାଜନୀତିରେ କୂଟନୀତି ବ୍ୟବହାର କରୁଥିବାବେଳେ ସଂଯମତା କରିବା ଜରୁରୀ ବୋଲି ସେ କହିଛନ୍ତି।

ଋଷ-ୟୁକ୍ରେନ ଯୁଦ୍ଧ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ
Share. Facebook Twitter LinkedIn Email WhatsApp Copy Link

Related Posts

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

LAC ପ୍ରସଙ୍ଗରେ ଚୀନକୁ ଜବାବ ଦେଲେ ଡୋଭାଲ!: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 26, 2026

ଦେଶବ୍ୟାପୀ ଋତୁକାଳୀନ ଇନ୍‌ଫ୍ଲୁଏଞ୍ଜା ସ୍ଥିତି ଉପରେ କେନ୍ଦ୍ର ସରକାରଙ୍କ କଡ଼ା ନଜର

August 26, 2026

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

August 25, 2026
Latest News

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026

ଜସପ୍ରିତ ବୁମରାହଙ୍କ ରାଜତ୍ୱ ଶେଷ: ଏବେ ଏହି ଖେଳାଳି ହେଲେ ନମ୍ବର-୧ ଟେଷ୍ଟ ବୋଲର

August 26, 2026

ସରକାରଙ୍କୁ CJP ର ଚେତାବନୀ: ସେପ୍ଟେମ୍ବର ୫ରେ ଶାନ୍ତିପୂର୍ଣ୍ଣ ଶୋଭାଯାତ୍ରା

August 26, 2026

ଏସୀୟ କ୍ରୀଡ଼ା ପାଇଁ କ୍ରିକେଟ୍ ସୂଚୀ ଜାରି: ଜାଣନ୍ତୁ କେବେ ଖେଳିବ ଟିମ୍ ଇଣ୍ଡିଆ?

August 26, 2026

୫୦ ହଜାର ଝିଅଙ୍କୁ ମିଳିବ ସ୍କୁଟି: ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ଼ ଘୋଷଣା

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.