Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭୋପାଳରେ ହେବ ‘ଇଣ୍ଡିଆ’ ମେଣ୍ଟର ପ୍ରଥମ ରାଲି, ସମନ୍ୱୟ କମିଟି ବୈଠକରେ ବଡ ନିଷ୍ପତ୍ତି
ବିଶେଷ ଖବର

ଭୋପାଳରେ ହେବ ‘ଇଣ୍ଡିଆ’ ମେଣ୍ଟର ପ୍ରଥମ ରାଲି, ସମନ୍ୱୟ କମିଟି ବୈଠକରେ ବଡ ନିଷ୍ପତ୍ତି

September 13, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ‘ଇଣ୍ଡିଆ’ ମେଣ୍ଟର ପ୍ରଥମ ରାଲି ଭୋପାଳରେ ଅନୁଷ୍ଠିତ ହେବ। ଶରଦ ପାୱାରଙ୍କ ନୂଆଦିଲ୍ଲୀ ଆବାସରେ ଅନୁଷ୍ଠିତ ସମନ୍ୱୟ କମିଟିର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଚଳିତ ବର୍ଷ ଶେଷରେ ମଧ୍ୟପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଶରଦ ପାୱାରଙ୍କ ବ୍ୟତୀତ କଂଗ୍ରେସର କେସି ଭେନୁଗୋପାଲ, ଡିଏମକେର ଟିଆର ବାଲୁ, ରାଷ୍ଟ୍ରିୟ ଜନତା ଦଳର ତେଜସ୍ୱୀ ଯାଦବ, ଜନତା ଦଳ (ୟୁନାଇଟେଡ) ର ସଞ୍ଜୟ ଝା, ଆମ୍ ଆଦମୀ ପାର୍ଟିର ରାଘବ ଚଢା, ଶିବସେନା (ୟୁବିଟି) ସଞ୍ଜୟ ରାଉତ, ଏନସିର ଓମାର ଅବଦୁଲ୍ଲା, ପିପୁଲ୍ସ ଡେମୋକ୍ରାଟିକ୍ ପାର୍ଟି (ପିଡିପି) ର ମେହବୁବା ମୁଫତି ଏବଂ ଅନ୍ୟ କେତେକ ନେତା ଏଥିରେ ସାମିଲ ହୋଇଛନ୍ତି। ନିକଟରେ ମୁମ୍ବାଇରେ ‘ଇଣ୍ଡିଆ’ ମେଣ୍ଟର ସହଯୋଗୀ ଦଳର ନେତାଙ୍କ ବୈଠକରେ ୧୪ ଜଣିଆ ସମନ୍ୱୟ କମିଟି ଗଠନ କରାଯାଇ ମେଣ୍ଟର ଭବିଷ୍ୟତ କାର୍ଯ୍ୟକ୍ରମ ବିଷୟରେ ଆଲୋଚନା କରାଯାଇଥିଲା।

ଏହି ବୈଠକ ପରେ କଂଗ୍ରେସର ସାଧାରଣ ସମ୍ପାଦକ କେ ଭେନୁଗୋପାଲ କହିଛନ୍ତି ଯେ, ଦେଶର ବିଭିନ୍ନ ସ୍ଥାନରେ ମିଳିତ ଜନ ସମାବେଶ କରିବାକୁ କମିଟି ନିଷ୍ପତ୍ତି ନେଇଛି। ଅକ୍ଟୋବର ପ୍ରଥମ ସପ୍ତାହରେ ଭୋପାଳରେ ମୂଲ୍ୟ ବୃଦ୍ଧି, ବେକାରୀ ଏବଂ ଦୁର୍ନୀତି ପ୍ରସଙ୍ଗରେ ପ୍ରଥମ ମିଳିତ ଜନ ସମାବେଶ ଅନୁଷ୍ଠିତ ହେବ। ଏହା ସହଆସନ ବଣ୍ଟନ ନିଷ୍ପତ୍ତି ପ୍ରକ୍ରିୟା ଆରମ୍ଭ କରିବାକୁ ସମନ୍ୱୟ କମିଟି ନିଷ୍ପତ୍ତି ନେଇଛି। ସଦସ୍ୟ ଦଳ ଆଲୋଚନା କରିବେ ଏବଂ ଯଥାଶୀଘ୍ର ନିଷ୍ପତ୍ତି ନିଆଯିବ।

ଭୋପାଳ ଶରଦ ପାୱାର ସମନ୍ୱୟ କମିଟି ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026

ପ୍ରତି ୬ ଦିନରେ ୧ ଲକ୍ଷ ପରିବାରଙ୍କୁ ଯୋଡ଼ୁଛି ‘ପିଏମ୍ ସୂର୍ଯ୍ୟ ଘର: ମାଗଣା ବିଜୁଳି ଯୋଜନା’

August 5, 2026

ବେଦାନ୍ତ ଝାରସୁଗୁଡାକୁ ଝଟକା, ବେଆଇନି ଭାବେ ଭୂତଳ ଜଳ ବ୍ୟବହାର ନେଇ ନୋଟିସ କଲା CGWB

August 5, 2026

ଆଜିଠାରୁ ଭୁବନେଶ୍ୱରରେ ବ୍ରିକ୍ସ ଶିକ୍ଷା ମନ୍ତ୍ରୀମାନଙ୍କ ତ୍ରୟୋଦଶ ବୈଠକ

August 5, 2026
Latest News

ହଟ୍ଟଗୋଳ ମଧ୍ୟରେ ଏହି ପ୍ରମୁଖ ବିଲ୍ ପାସ୍ କଲେ ସୀତାରମଣ: ୩ ମିନିଟରେ କିପରି ହେଲା ସମ୍ଭବ?

August 5, 2026

RBI MPC 2026: ରେପୋ ରେଟ୍‌ରେ କୌଣସି ପରିବର୍ତ୍ତନ ନାହିଁ, ହୋମ୍ ଲୋନ୍ ଓ କାର୍ ଲୋନ୍ EMI ରହିବ ପୂର୍ବଭଳି

August 5, 2026

ଜନ୍ତର ମନ୍ତରରେ ଷଡ଼ଯନ୍ତ୍ର ରଚିଥିଲା ପାକିସ୍ତାନ?: ଏକ ISI ମଡ୍ୟୁଲର ନଅ ସଦସ୍ୟ ଗିରଫ

August 5, 2026

ବୈପାରିଗୁଡ଼ାରେ ବିଲୁଆ ଆତଙ୍କ

August 5, 2026

ଉତ୍ତର ପ୍ରଦେଶ ନିର୍ବାଚନ ପୂର୍ବରୁ ଏସପିର ବଡ଼ ରଣନୀତି

August 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.