Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»‘ସଂକଳ୍ପ ସପ୍ତାହ’ ନାମକ ଏକ ଅନନ୍ୟ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

‘ସଂକଳ୍ପ ସପ୍ତାହ’ ନାମକ ଏକ ଅନନ୍ୟ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ

September 29, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୩୦, ୨୦୨୩ ସକାଳ ପ୍ରାୟ ୧୦ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ‘ସଂକଳ୍ପ ସପ୍ତାହ’ ନାମକ ଦେଶର ଆକାଂକ୍ଷୀ ବ୍ଲକଗୁଡ଼ିକ ପାଇଁ ଏକ ଅନନ୍ୟ ସପ୍ତାହବ୍ୟାପୀ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ।

ଆକାଂକ୍ଷୀ ବ୍ଲକ ପ୍ରୋଗ୍ରାମ (ଏବିପି)ର ପ୍ରଭାବଶାଳୀ କାର୍ଯ୍ୟକାରିତା ସହ ‘ସଂକଳ୍ପ ସପ୍ତାହ’ ଜଡ଼ିତ। ଜାନୁଆରୀ ୭, ୨୦୨୩ରେ ପ୍ରଧାନମନ୍ତ୍ରୀ ଦେଶବ୍ୟାପୀ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ନାଗରିକମାନଙ୍କ ଜୀବନଧାରଣର ମାନ ବୃଦ୍ଧି ପାଇଁ ବ୍ଲକସ୍ତରରେ ପ୍ରଶାସନରେ ଉନ୍ନତି ଆଣିବା ଏହାର ଲକ୍ଷ୍ୟ। ଦେଶର ୩୨୯ଟି ଜିଲ୍ଲାର ୫୦୦ଟି ଆକାଂକ୍ଷୀ ବ୍ଲକରେ ଏହା କାର୍ଯ୍ୟକାରୀ ହେଉଛି। ଆକାଂକ୍ଷୀ ବ୍ଲକ କାର୍ଯ୍ୟକ୍ରମକୁ କାର୍ଯ୍ୟକାରୀ କରିବା ଏବଂ ପ୍ରଭାବଶାଳୀ ବ୍ଲକ ବିକାଶ ରଣନୀତି ପ୍ରସ୍ତୁତ କରିବା ପାଇଁ ସମଗ୍ର ଦେଶରେ ଗ୍ରାମ ଓ ବ୍ଲକ୍ ସ୍ତରରେ ଚିନ୍ତନ ଶିବିର ଆୟୋଜନ କରାଯାଇଥିଲା। ‘ସଂକଳ୍ପ ସପ୍ତାହ’ ହେଉଛି ଏହି ଚିନ୍ତନ ଶିବିରର ଏକ ସମାପ୍ତି।

ସମସ୍ତ ୫୦୦ ଆକାଂକ୍ଷୀ ବ୍ଲକରେ ‘ସଂକଳ୍ପ ସପ୍ତାହ’ ପାଳନ କରାଯିବ। ଅକ୍ଟୋବର ୩ରୁ ଅକ୍ଟୋବର ୯, ୨୦୨୩ ପର୍ଯ୍ୟନ୍ତ ପ୍ରତିଦିନ ‘ସଂକଳ୍ପ ସପ୍ତାହ’ରେ ଏକ ନିର୍ଦ୍ଦିଷ୍ଟ ବିକାଶ ବିଷୟବସ୍ତୁକୁ ସମର୍ପିତ କରାଯାଇଛି, ଯାହା ଉପରେ ସମସ୍ତ ଆକାଂକ୍ଷୀ ବ୍ଲକକାର୍ଯ୍ୟ କରିବେ। ପ୍ରଥମ ଛଅ ଦିନର ବିଷୟବସ୍ତୁ ଗୁଡ଼ିକ ହେଲା ‘ସମ୍ପୂର୍ଣ୍ଣ ସ୍ୱାସ୍ଥ୍ୟ’, ‘ସୁପୋଷିତ ପରିବାର’, ‘ସ୍ୱଚ୍ଛତା’, ‘କୃଷି’, ‘ଶିକ୍ଷା’ ଏବଂ ‘ସମୃଦ୍ଧି ଦିବସ’। ସପ୍ତାହର ଶେଷ ଦିନ ଅର୍ଥାତ୍ ଅକ୍ଟୋବର ୯, ୨୦୨୩ ‘ସଂକଳ୍ପ ସପ୍ତାହ – ସମାବେଶ ସମାରୋହ’ ଭାବରେ ସମଗ୍ର ସପ୍ତାହରେ ହୋଇଥିବା କାର୍ଯ୍ୟର ଉତ୍ସବ ହେବ।

ଉଦଘାଟନୀ କାର୍ଯ୍ୟକ୍ରମରେ ଭାରତ ମଣ୍ଡପରେ ଦେଶର ପ୍ରାୟ ୩ ହଜାର ପଞ୍ଚାୟତ ଓ ବ୍ଲକସ୍ତରୀୟ ଜନପ୍ରତିନିଧି ଓ କର୍ମକର୍ତ୍ତା ଯୋଗଦେବେ। ଏଥିସହ ବ୍ଲକ ଓ ପଞ୍ଚାୟତ ସ୍ତରୀୟ କର୍ମକର୍ତ୍ତା, କୃଷକ ଓ ଅନ୍ୟାନ୍ୟ ବର୍ଗର ବ୍ୟକ୍ତିଙ୍କୁ ମିଶାଇ ପ୍ରାୟ ୨ ଲକ୍ଷ ଲୋକ ଭର୍ଚୁଆଲ ମାଧ୍ୟମରେ ଏହି କାର୍ଯ୍ୟକ୍ରମରେ ଯୋଗଦେବେ।

'ସଂକଳ୍ପ ସପ୍ତାହ' ଆକାଂକ୍ଷୀ ବ୍ଲକ ନରେନ୍ଦ୍ର ମୋଦୀ ଭାରତ ମଣ୍ଡପମ୍‌
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରେ ବାଧା ଦେବ ବର୍ଷା?: ଜାଣନ୍ତୁ ପାଣିପାଗ ଅପଡେଟ୍‌

February 22, 2026

ନୂଆଦିଲ୍ଲୀ ଘୋଷଣା ଗୃହୀତ ହେବା ସହ ସମ୍ପନ୍ନ ହେଲା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬

February 22, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026
Latest News

Road Accident: ଝାରସୁଗୁଡାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, ୫ ପୋଲିସ ମୃତ, ୩ ଜଣ ଗୁରୁତର

February 22, 2026

ମାତ୍ର ୨୦ ମିନିଟ୍ ଚାଲିଲା ଅଭିଷେକ ଶର୍ମାଙ୍କ ଅଭ୍ୟାସ: ଗମ୍ଭୀର ଏବଂ ସୂର୍ଯ୍ୟଙ୍କ ବଢିଲା ଚିନ୍ତା

February 22, 2026

ଭାରତ ବିରୁଦ୍ଧରେ ଆତଙ୍କବାଦୀ ଷଡ଼ଯନ୍ତ୍ର?: ତାମିଲନାଡୁରୁ ଛଅ ସନ୍ଦିଗ୍ଧଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ

February 22, 2026

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମ୍ୟାଚରେ ବାଧା ଦେବ ବର୍ଷା?: ଜାଣନ୍ତୁ ପାଣିପାଗ ଅପଡେଟ୍‌

February 22, 2026

ଥାଇଲାଣ୍ଡରେ ଫସିଥିବା ୬ ଓଡ଼ିଆ ଯୁବକଙ୍କ ମଧ୍ୟରୁ ୪ ଫେରିଲେ ଓଡ଼ିଶା

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.