Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»କଟକବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୂଜା ଧମକା, ନିଆଯିବନି ଗ୍ରାଉଣ୍ଡ ରେଣ୍ଟ
ବିଶେଷ ଖବର

କଟକବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୂଜା ଧମକା, ନିଆଯିବନି ଗ୍ରାଉଣ୍ଡ ରେଣ୍ଟ

October 8, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
କଟକବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ପୂଜା ଧମକା, ନିଆଯିବନି ଗ୍ରାଉଣ୍ଡ ରେଣ୍ଟ

ଭୁବନେଶ୍ବର: ଚଳିତ ବର୍ଷ ପାର୍ବଣ ସମୟରେ କଟକ ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ ଅନୁରୋଧ କ୍ରମେ ଜନସାଧାରଣଙ୍କ ସାଂସ୍କୃତିକ ଓ ଆଧ୍ୟାତ୍ମିକ ଭାବନାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି ।

ଏହା ଦ୍ୱାରା କଟକ ମହାନଗର ନିଗମ ଅଞ୍ଚଳରେ ପାର୍ବଣ ଋତୁ ସମୟରେ ସରକାରୀ ଜାଗାରେ ସାମୟିକ ଭାବରେ ଆୟୋଜିତ ହେଉଥିବା ବିଭିନ୍ନ ପୂଜା ଉତ୍ସବ ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ ଆଦାୟ କରାଯିବ ନାହିଁ ।

ଚଳିତ ବର୍ଷ ଆଗାମୀ ଦିନରେ ଦୂର୍ଗା ପୂଜା, କାଳୀ ପୂଜା, ଲକ୍ଷ୍ମୀ ପୂଜା ଓ କାର୍ତ୍ତିକେଶ୍ୱର ପୂଜା ଆଦି ଅନେକ ପୂଜା ଅନୁଷ୍ଠିତ ହେବାର ଅଛି। ଏସବୁ ପୂଜା ପାଇଁ କୌଣସି ଗ୍ରାଉଣ୍ଡ ରେଣ୍ଟ କଟକ ମହାନିଗମ ପକ୍ଷରୁ ଆଦାୟ କରାଯିବ ନାହିଁ।

DurgaPuja ଦଶହରା ଦୁର୍ଗାପୂଜା
Share. Facebook Twitter LinkedIn Email WhatsApp Copy Link

Related Posts

ବଜେଟ ଅଧିବେଶନରେ ସଂସଦର ଉଭୟ ଗୃହରେ ୯ଟି ବିଲ୍ ପାସ୍

April 19, 2026

ସାରା ଭାରତରେ ୮୫ଟି ପ୍ରେକ୍ଷାଳୟରେ ମୁକ୍ତିଲାଭ କଲା ଓଡ଼ିଆ ଚଳଚ୍ଚିତ୍ର ବିନ୍ଦୁସାଗର

April 19, 2026

୧୯ରୁ ୨୪ ପ୍ରବଳ ଗ୍ରୀଷ୍ମଲହରୀ: ସ୍କୁଲ ଛୁଟି ଘୋଷଣା

April 19, 2026

ନିର୍ମାଣ ହେବ ହିଟ୍ ୱେଭ୍ ଆଶ୍ରୟସ୍ଥଳୀ

April 18, 2026
Latest News

ପବିତ୍ର ଅକ୍ଷୟ ତୃତୀୟାର ମାହାତ୍ମ୍ୟ

April 19, 2026

ଉତ୍ତର ପ୍ରଦେଶ ଏବଂ ଆନ୍ଧ୍ର ପ୍ରଦେଶର ଦୁଇଟି ମଲ୍ଟି-ଟ୍ରାକିଂ ପ୍ରକଳ୍ପକୁ କ୍ୟାବିନେଟ୍ ଅନୁମୋଦନ

April 19, 2026

ଖରିଫ ଫସଲ ପ୍ରସ୍ତୁତି ସମୀକ୍ଷା କଲେ କେନ୍ଦ୍ର କୃଷି ମନ୍ତ୍ରୀ

April 19, 2026

ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା-III କୁ ମାର୍ଚ୍ଚ ୨୦୨୮ ପର୍ଯ୍ୟନ୍ତ ଜାରି ରଖିବାକୁ କ୍ୟାବିନେଟ୍‌ ଅନୁମୋଦନ

April 19, 2026

ବଜେଟ ଅଧିବେଶନରେ ସଂସଦର ଉଭୟ ଗୃହରେ ୯ଟି ବିଲ୍ ପାସ୍

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.