Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଅକ୍ଟୋବର ୧୩ରେ ନବମ ଜି-୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ଅକ୍ଟୋବର ୧୩ରେ ନବମ ଜି-୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ

October 12, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୧୩, ୨୦୨୩ ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଯଶୋଭୂମିଠାରେ ନବମ ଜି-୨୦ ସଂସଦୀୟ ବାଚସ୍ପତି ସମ୍ମିଳନୀ (ପି୨୦)କୁ ଉଦଘାଟନ କରିବେ। ଭାରତର ଜି-୨୦ ଅଧ୍ୟକ୍ଷତାର ବ୍ୟାପକ ଢାଞ୍ଚା ରେ ଭାରତୀୟ ସଂସଦ ଏହି ଶିଖର ସମ୍ମିଳନୀ ଆୟୋଜନ କରୁଛି।

ଭାରତର ଜି-୨୦ ଅଧ୍ୟକ୍ଷତାର ବିଷୟବସ୍ତୁ ଅନୁଯାୟୀ, ନବମ ପି୨୦ ଶିଖର ସମ୍ମିଳନୀର ବିଷୟବସ୍ତୁ ହେଉଛି “ଗୋଟିଏ ପୃଥିବୀ, ଗୋଟିଏ ପରିବାର, ଗୋଟିଏ ଭବିଷ୍ୟତ ପାଇଁ ସଂସଦ” । ଏହି କାର୍ଯ୍ୟକ୍ରମରେ ଜି-୨୦ ସଦସ୍ୟ ଏବଂ ଆମନ୍ତ୍ରିତ ଦେଶର ସଂସଦର ବାଚସ୍ପତିମାନେ ଯୋଗଦେବେ। ସେପ୍ଟେମ୍ବର ୯-୧୦, ୨୦୨୩ରେ ନୂଆଦିଲ୍ଲୀ ଜି-୨୦ ନେତୃତ୍ବ ସମ୍ମିଳନୀରେ ଆଫ୍ରିକୀୟ ସଂଘ ଜି-୨୦ର ସଦସ୍ୟ ହେବା ପରେ ପ୍ରଥମ ଥର ପାଇଁ ପାନ୍-ଆଫ୍ରିକା ସଂସଦ ପି-୨୦ ଶିଖର ସମ୍ମିଳନୀରେ ଅଂଶଗ୍ରହଣ କରିବ।

ଏହି ପି-୨୦ ଶିଖର ସମ୍ମିଳନୀରେ ବିଷୟବସ୍ତୁଗତ ଅଧିବେଶନରେ ନିମ୍ନଲିଖିତ ଚାରିଟି ବିଷୟ ଉପରେ ଧ୍ୟାନ ଦିଆଯିବ – ସାର୍ବଜନୀନ ଡିଜିଟାଲ ପ୍ଲାଟଫର୍ମ ମାଧ୍ୟମରେ ଲୋକଙ୍କ ଜୀବନରେ ପରିବର୍ତ୍ତନ; ମହିଳାଙ୍କ ନେତୃତ୍ବ ଭିତ୍ତିକ ବିକାଶ; ଏସଡିଜିକୁ ତ୍ୱରାନ୍ୱିତ କରିବା; ଏବଂ ଦୀର୍ଘସ୍ଥାୟୀ ଶକ୍ତି ରୂପାନ୍ତରଣ।

ପ୍ରକୃତି ସହ ସମନ୍ୱୟ ରକ୍ଷା କରି ସବୁଜ ଏବଂ ସ୍ଥାୟୀ ଭବିଷ୍ୟତ ଦିଗରେ ପଦକ୍ଷେପ ଉପରେ ଆଲୋଚନା କରିବା ପାଇଁ ୧୨ ଅକ୍ଟୋବର ୨୦୨୩ରେ ମିଶନ ଲାଇଫ୍ (ପରିବେଶ ପାଇଁ ଜୀବନଶୈଳୀ) ଉପରେ ଏକ ପ୍ରାକ୍ ଶିଖର ସଂସଦୀୟ ଫୋରମ୍ ମଧ୍ୟ ଅନୁଷ୍ଠିତ ହେବ।

ଜି-୨୦ ନରେନ୍ଦ୍ର ମୋଦୀ ସଂସଦୀୟ ବାଚସ୍ପତି ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ନେଇ ଯାଆ..ରେ ମେଘ ମୋତେ..ଗୀତର ଗାୟିକା ଏସ ଜାନକୀ ଆଉ ନାହାଁନ୍ତି, ୮୮ ବର୍ଷ ବୟସରେ ପରଲୋକ

July 12, 2026

ଭାରତ-ନ୍ୟୁଜିଲ୍ୟାଣ୍ଡ ମିଳିତ ବିବୃତ୍ତି

July 12, 2026

୧୬୦୨ ଦିନ ପରେ ଭାରତର ଶେଷ ହେଲା ରାଜତ୍ଵ: ପଞ୍ଚମ ଟି-୨୦ ଜିତି ବିଶ୍ଵର ନଂ-୧ ହେଲା ଇଂଲଣ୍ଡ

July 12, 2026

“ଆମ ଦଳକୁ ବିଭାଜିତ କରିବାକୁ ଚେଷ୍ଟା, ବିଧାୟକଙ୍କୁ ୩୦ କୋଟି ଅଫର”: ଓମାର ଅବଦୁଲ୍ଲାଙ୍କ ଦାବି

July 11, 2026
Latest News

ନେଇ ଯାଆ..ରେ ମେଘ ମୋତେ..ଗୀତର ଗାୟିକା ଏସ ଜାନକୀ ଆଉ ନାହାଁନ୍ତି, ୮୮ ବର୍ଷ ବୟସରେ ପରଲୋକ

July 12, 2026

ଶ୍ରେଷ୍ଠତା ସଂପର୍କରେ ଜାଣିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ବତାଇଛନ୍ତି ପାଞ୍ଚୋଟି ପ୍ରସଂଗ

July 12, 2026

ସରକାରଙ୍କ ବିଭିନ୍ନ ସଫଳତାର ଗାଥାକୁ ନେଇ ପ୍ରକାଶିତ ଦୁଇଟି ବିଶେଷ ପୁସ୍ତକ ବାଣ୍ଟିଲେ ଉପ ମୁଖ୍ୟମନ୍ତ୍ରୀ

July 12, 2026

ଡିଜିଟାଲ ବ୍ୟବସାୟ ଜରିଆରେ ଗ୍ରାମୀଣ ଜୀବିକାକୁ ସୁଦୃଢ଼ କରୁଛି ଇ-ସରସ ଅନଲାଇନ୍‌ ବଜାର ଓ ମେଳା

July 12, 2026

ଭାରତ-ନ୍ୟୁଜିଲ୍ୟାଣ୍ଡ ମିଳିତ ବିବୃତ୍ତି

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.