Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସୁନ୍ଦରଗଡରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୮୬.୨୫ କୋଟି ଟଙ୍କା ମଞ୍ଜୁର
ବିଶେଷ ଖବର

ସୁନ୍ଦରଗଡରେ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୩୮୬.୨୫ କୋଟି ଟଙ୍କା ମଞ୍ଜୁର

November 17, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁନ୍ଦରଗଡ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି। ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ଏହି ପ୍ରକଳ୍ପ ଦୁଇଟି ହେଉଛି – ଇବ୍‌ ନଦୀରେ ଭଷ୍ମା ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଓ ସପେଇ ନଦୀରେ ଫୁଲବାରୀ ନଦୀଗର୍ଭ ଜଳାଶୟ ପ୍ରକଳ୍ପ। ଭଷ୍ମା ପ୍ରକଳ୍ପ ପାଇଁ  ମୁଖ୍ୟମନ୍ତ୍ରୀ ୨୬୨.୫୦ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ ଫୁଲବାରୀ ପ୍ରକଳ୍ପ ପାଇଁ ୧୨୩.୭୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୫-ଟି ଅଧ୍ୟକ୍ଷ ଭି.କେ. ପାଣ୍ଡିଆନ ସୁନ୍ଦରଗଡ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ଦୁଇଟି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।

ଏହାଦ୍ବାରା ପାଞ୍ଚଟି ବ୍ଲକ୍‌ର ଲୋକ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ  ବିଶେଷ ସହାୟକ ହେବ। ଭଷ୍ମା ପ୍ରକଳ୍ପ ଦ୍ବାରା ଟାଙ୍ଗରାପଲି, ସୁନ୍ଦରଗଡ ଓ ଝାରସୁଗୁଡା ବ୍ଲକ୍‌ରେ ଜନସାଧାରଣ ଉପକୃତ ହେବା ବେଳେ, ଫୁଲବାରୀ ପ୍ରକଳ୍ପ ଦ୍ବାରା ବଡଗାଁ ଓ ବାମରା ବ୍ଲକ୍‌ର ଜନସାଧାରଣ ଉପକାର ପାଇବେ।

ଇବ୍ ନଦୀ ନଦୀଗର୍ଭ ଜଳାଶୟ ପ୍ରକଳ୍ପ ନବୀନ ପଟ୍ଟନାୟକ ଭିକେ ପାଣ୍ଡିଆନ ସୁନ୍ଦରଗଡ଼ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଭିବି-ଜି ରାମ ଜି ଆଇନ କାର୍ଯ୍ୟାନ୍ୱୟନ ପାଇଁ ରାଜ୍ୟଗୁଡ଼ିକର ପ୍ରସ୍ତୁତି ସମୀକ୍ଷା କଲେ ଗ୍ରାମୀଣ ବିକାଶ ସଚିବ

May 24, 2026

ମୋହନକୁ ଚିଠି ଲେଖିଲେ ନବୀନ

May 23, 2026

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ଆମେରିକା ବିଦେଶ ମନ୍ତ୍ରୀ

May 23, 2026

ଭାରତକୁ ଟ୍ରମ୍ଫ ଏକ ବିଶେଷ ଉପହାର ପ୍ରଦାନ କରିଛନ୍ତି!’: ଆମେରିକା ବୈଦେଶିକ ମନ୍ତ୍ରୀ

May 23, 2026
Latest News

ପେଟ୍ରୋଲ ଦର ହାଇଦ୍ରାବାଦରେ ସର୍ବାଧିକ ଏବଂ ଦିଲ୍ଲୀରେ ସର୍ବନିମ୍ନ। ରାଜ୍ୟ ମଧ୍ୟରେ ଦର କାହିଁକି ଭିନ୍ନ

May 24, 2026

ନୌତପା ସମୟରେ ନିଜର ଧ୍ୟାନ କିପରି ରଖିବେ, ଜାଣନ୍ତୁ

May 24, 2026

ଏଫଆଇଜି ତାସକେଣ୍ଟ ବିଶ୍ୱ ଚ୍ୟାଲେଞ୍ଜ କପ: ପ୍ରଣତି ନାୟକଙ୍କୁ ରୌପ୍ୟ ପଦକ

May 24, 2026

CJP କୁ ନେଇ ପ୍ରଶାନ୍ତ କିଶୋର କଣ କହିଲେ

May 24, 2026

ଭିବି-ଜି ରାମ ଜି ଆଇନ କାର୍ଯ୍ୟାନ୍ୱୟନ ପାଇଁ ରାଜ୍ୟଗୁଡ଼ିକର ପ୍ରସ୍ତୁତି ସମୀକ୍ଷା କଲେ ଗ୍ରାମୀଣ ବିକାଶ ସଚିବ

May 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.