Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମନ୍ଦିର ଓ ଐତିହ୍ୟ ସ୍ଥଳ ରୂପାନ୍ତର କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଓଡିଶା ମନ୍ଦିର ସେବାୟତ ସଂଘ
ବିଶେଷ ଖବର

ମନ୍ଦିର ଓ ଐତିହ୍ୟ ସ୍ଥଳ ରୂପାନ୍ତର କାମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଓଡିଶା ମନ୍ଦିର ସେବାୟତ ସଂଘ

November 25, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଓଡ଼ିଶା ମନ୍ଦିର ସେବାୟତ ସଙ୍ଘର ସଦସ୍ୟ ମାନେ ୫-ଟି ଅଧ୍ୟକ୍ଷ ଭି କେ ପାଣ୍ଡିଆନ୍ ଙ୍କୁ ନବୀନ ନିବାସରେ ଭେଟି ଥିଲେ। ୫-ଟି ଉପକ୍ରମରେ ରାଜ୍ୟର ବିଭିନ୍ନ ମନ୍ଦିର ଓ ଐତିହ୍ୟ ସ୍ଥଳ ଗୁଡିକର ରୂପାନ୍ତର ଉଦ୍ୟମ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।
ତା ସହିତ ଗ୍ରାମାଞ୍ଚଳରେ ଥିବା ଛୋଟ ଛୋଟ ମନ୍ଦିର ମାନଙ୍କୁ ମୋ ଓଡ଼ିଶା ନବୀନ ଓଡ଼ିଶା ଯୋଜନା ମଧ୍ୟମରେ ଅର୍ଥରାଶି ମଞ୍ଜୁର କରି ଭାରତ ବର୍ଷରେ ନୂଆ ଏକ ପରିଚୟ ସୃଷ୍ଟି କରିଥିବାରୁ ଓଡ଼ିଶାର ସମସ୍ତ ସେବାୟତ ମାନଙ୍କ ତରଫରୁ ମଧ୍ୟ କୃତଜ୍ଞତା ପ୍ରକାଶ କରା ଯାଇଥିଲା।

ବିଭିନ୍ନ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମରେ ଶ୍ରୀ ପାଣ୍ଡିଆନ୍ ମନ୍ଦିର ଏବଂ ସେବାୟତ ମାନଙ୍କ ସୁବିଧା ଅସୁବିଧା ଦୂର ପାଇଁ ପଦକ୍ଷେପ ନେଇ ଥିବାରୁ ସେବାୟତ ମାନେ ତାଙ୍କୁ କୃତଜ୍ଞତା ଜଣାଇଥିଲେ। ହଜାର ହଜାର ବର୍ଷ ର ପୁରୁଣା ମଠ ମନ୍ଦିର ଗୁଡିକର ବିକାଶ ଓ ରୂପାନ୍ତର ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ଐତିହାସିକ ପଦକ୍ଷେପ ନେଇଥିବାରୁ ସେବାୟତ ମାନେ ମୁଖ୍ୟମନ୍ତ୍ରୀଙ୍କୁ ସାଧୁବାଦ ଦେଇଥିଲେ।

ଏହି ଅବସରରେ ୫-ଟି ଅଧ୍ୟକ୍ଷ ଆଗାମୀ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ଶୁଭ ଉଦଘାଟନ ଉତ୍ସବରେ ଓଡ଼ିଶା ମନ୍ଦିର ସେବାୟତ ସଙ୍ଘର ସମ୍ପୂର୍ଣ୍ଣ ସହଯୋଗ କାମନା ସହିତ ଏହି କାର୍ଯ୍ୟକ୍ରମକୁ କିପରି ଭବ୍ୟ କରାଯିବ ସେ ବିଷୟରେ ସେବାୟତ ମାନଙ୍କ ସହିତ ଆଲୋଚନା କରିଥିଲେ।

ଏହି ସାକ୍ଷାତକାର କାର୍ଯ୍ୟକ୍ରମରେ ଓଡ଼ିଶା ମନ୍ଦିର ସେବାୟତ ସଙ୍ଘର ସଭାପତି କାମେଶ୍ୱର୍ ତ୍ରିପାଠୀ (ବାରିପଦା ଜଗନ୍ନାଥ ମନ୍ଦିର), ସମ୍ପାଦକ ସିଂହାରୀ ଆଲୋକ ଖୁଣ୍ଟିଆ (ସାକ୍ଷୀଗୋପାଳ ମନ୍ଦିର), ସଂଯୋଜକ ଦେବୀ ପାଣି (ବିରଜା ମନ୍ଦିର), ସଚେତକ ସୁବାଷ ମିଶ୍ର (ସ୍ତି ଗୋପାଳ ମନ୍ଦିର), ନିଳମଣି ସୂଆର (ଅଲାରନାଥ ମନ୍ଦିର), ଗଦା ନନା (ଆଖଣ୍ଡଳମଣି ମନ୍ଦିର), ପୁନ୍ୟସ୍ଲୋକ ନନ୍ଦ (ନିଳଗିରି ଜଗନ୍ନାଥ ମନ୍ଦିର) ରଞ୍ଜିତ ମହାପାତ୍ର (ଶିରୁଳୀ ମହାବୀର ମନ୍ଦିର) ସୂର୍ଯ୍ୟ ନାରାୟଣ ପଣ୍ଡା (କାକଟପୂର୍ ମନ୍ଦିର) ବାପୁଜୀ ରଣା (ତାରା ତାରେଣି ମନ୍ଦିର)ରଞ୍ଜନ ପଣ୍ଡା (ମଣିନାଗ ମନ୍ଦିର) ମହାରୁଦ୍ର ଝା (ରାମମନ୍ଦିର)ସାଇ ରାମ୍ ଗାନ୍ଧି (ବେନୁ ପଡା ମଠ) ପ୍ରମୁଖ ସାମିଲ୍ ହୋଇଥିଲେ।

ଭି.କେ. ପାଣ୍ଡିଆନ୍ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱକପରେ ଭାରତର ବୃହତ ବିଜୟ: ପୁଣି ପାକିସ୍ତାନକୁ ଚଟାଇଲା ଧୂଳି

August 19, 2026

CWC ବୈଠକ: ବନ୍ଦେ ମାତରମ୍ ଉପରେ ଗୃହୀତ ପ୍ରସ୍ତାବ 

August 19, 2026

ବିଶ୍ଵସ୍ତରୀୟ ଏସସିବି ମେଗା ପ୍ରକଳ୍ପର ପୁନଃବିକାଶ କାର୍ଯ୍ୟ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

August 19, 2026

ଓଡ଼ିଶାର ୩ଟି ଗୁରୁତ୍ୱପୂର୍ଣ୍ଣ ରେଳ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

August 19, 2026
Latest News

ବିଶ୍ୱକପରେ ଭାରତର ବୃହତ ବିଜୟ: ପୁଣି ପାକିସ୍ତାନକୁ ଚଟାଇଲା ଧୂଳି

August 19, 2026

ଜମି ବିବାଦରୁ କାକାଙ୍କୁ ହତ୍ୟା ଅଭିଯୋଗ: ଦୁଇ ଅଭିଯୁକ୍ତ ଗିରଫ

August 19, 2026

ଅନଲାଇନ୍ ଚାଳକଙ୍କ ବିଶୃଙ୍ଖଳା ଘଟଣା: ୪୦୦ ଗାଡ଼ିର ପରମିଟ୍ ବାତିଲ ପାଇଁ ପ୍ରକ୍ରିୟା ଆରମ୍ଭ

August 19, 2026

ଘୋଷଣା ହେଲା ୪୭ତମ ଶାରଳା ପୁରସ୍କାର: ‘ବିଶ୍ବାସ ଦେ ପୃଥିବୀ’ ପାଇଁ ସମ୍ମାନିତ ହେବେ ଡ. ଆଶୁତୋଷ ପରିଡ଼ା

August 19, 2026

Online drivers protest: ମାଷ୍ଟରକ୍ୟାଣ୍ଟିନ୍‌ରେ ଅନ୍‌ଲାଇନ୍‌ ଚାଳକଙ୍କ ତାଣ୍ଡବ, ୧୫ରୁ ଅଧିକ ଗାଡ଼ି ଭଙ୍ଗାରୁଜା

August 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.