Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଡ଼ିଶାରେ ଏକ ଆଂଚଳିକ ବୈଷମ୍ୟ କମିଟି ଗଠନ ନିମନ୍ତେ କଂଗ୍ରେସ କଲା ଦାବି
ବିଶେଷ ଖବର

ଓଡ଼ିଶାରେ ଏକ ଆଂଚଳିକ ବୈଷମ୍ୟ କମିଟି ଗଠନ ନିମନ୍ତେ କଂଗ୍ରେସ କଲା ଦାବି

November 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଏକ ସାମ୍ବାଦିକ ସମ୍ମିିଳନୀ ଜରିଆରେ ବରିଷ୍ଠ ନେତା ତଥା ପୂର୍ବତନ ଅର୍ଥମନ୍ତ୍ରୀ ପଂଚାନନ କାନୁନଗୋ ଓଡ଼ିଶାରେ ଏକ ଆଂଚଳିକ ବୈଷମ୍ୟ କମିଟି ଗଠନ ନିମନ୍ତେ ଦୃଢ଼ ଦାବୀ ଉପସ୍ଥାପନ କରିଛନ୍ତି।

ସେ କହିଥିଲେ ଯେ ରାଜ୍ୟରେ ମାଗଣା ଚାଉଳ ବଂଟନ ବ୍ୟବସ୍ଥା ହେତୁ କ୍ଷୁଧା ନିବାରଣ କିଛି ମାତ୍ରାରେ ହୋଇଛି ସତ କିନ୍ତୁ ଏହା ଦାରିଦ୍ର‌୍ୟ ଦୂରୀକରଣ କରିପାରିବ ନାହିଁ। ଓଡ଼ିଶାରେ ନବୀନ ସରକାରଙ୍କ ଦ୍ୱାରା କରାଯାଉଥିବା ପ୍ରଚାର ଓ ପ୍ରସାର ସଂପୂର୍ଣ୍ଣ ରୂପେ ଭ୍ରମାତ୍ମକ ଏବଂ ଓଡ଼ିଶାରେ ଦାରିଦ୍ର‌୍ୟର ବାସ୍ତବ ଚିତ୍ରକୁ ଘୋଡ଼ାଇ ଦେବାପାଇଁ ଏକ ପ୍ରୟାସ ମାତ୍ର।

ପୂର୍ବରୁ ୨୦୦୨ ମସିହାରେ ଯେଉଁ ଆଂଚଳିକ ବୈଷମ୍ୟ କମିଟି ଗଠନ କରାଯାଇଥିଲା ଏବଂ ସେ କମିଟିର ରିପୋର୍ଟ ୨୦୦୮ ମସିହାରେ ସରକାରଙ୍କୁ ପ୍ରଦାନ କରାଯାଇଥିଲା ତାକୁ ଏପର୍ଯ୍ୟନ୍ତ କାହିଁକି ସାର୍ବଜନୀନ କରାଯାଇନାହିଁ ତାକୁ ନେଇ ସେ ପ୍ରଶ୍ନ କରିଥିଲେ।

ସେ ଦାବି କରିଥିଲେ ଯେ ୨୦୦୨-୨୦୦୮ ମସିହା ମଧ୍ୟରେ ତତ୍‌କାଳୀନ ଆଂଚଳିକ ବୈଷମ୍ୟ କମିଟି ଯେଉଁ ରିପୋର୍ଟ ପ୍ରଦାନ କରିଥିଲେ ତାକୁ ସାର୍ବଜନୀନ କରିବା ସହିତ ବର୍ତମାନ ଆଉ ଗୋଟିଏ କମିଟି ଗଠନ କରି ଓଡ଼ିଶା ଭିତରେ ଜିଲ୍ଲା ଜିଲ୍ଲା ମଧ୍ୟରେ ଥିବା ବୈଷ୍ୟମତାକୁ ରିପୋର୍ଟ ଆଧାରରେ ଓଡ଼ିଶାବାସୀଙ୍କ ସାମନାରେ ରଖନ୍ତୁ।

ଯାହା ଫଳରେ ଓଡ଼ିଶାରେ ଗରିବି ଏବଂ ଦାରିଦ୍ର‌୍ୟର ତାଡ଼ନାରେ ଅହରହ ସଂଗ୍ରାମ କରୁଥିବା ସାଧାରଣ ଲୋକଙ୍କର ପ୍ରକୃତ ଚିତ୍ର ସାମନାକୁ ଆସିବ ଏବଂ ରାଜ୍ୟ ସରକାରଙ୍କର ମିଛି ଦାବି ସଂପର୍କରେ ମଧ୍ୟ ଜଣାପଡ଼ିବ। ଏହି ସାମ୍ବାଦିକ ସମ୍ମିଳନୀରେ ମୁଖପାତ୍ର ପ୍ରଶାନ୍ତ ଶତପଥି ଓ ମନୋରଞ୍ଜନ ଦାଶ ଉପସ୍ଥିତ ଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026

ଆଜି ଘୋଷଣା ହେବ ବଙ୍ଗଳା ଏବଂ ଆସାମ ସମେତ ପାଞ୍ଚଟି ରାଜ୍ୟର ନିର୍ବାଚନ ତାରିଖ!: ଜାଣନ୍ତୁ ସମୟ

March 15, 2026

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026
Latest News

୭୦୦ ରୁ ଅଧିକ ପଦବୀ ପାଇଁ HPCL ରେ ନିଯୁକ୍ତି: ଶୀଘ୍ର କରନ୍ତୁ ଆବେଦନ

March 15, 2026

କାନଭାସରେ ୬୪ ଯୋଗିନୀ, ଆକର୍ଷିତ କରୁଛି ‘ଏକା- ଦି ୱାନ’ ଜାତୀୟ କଳା ପ୍ରଦର୍ଶନୀ

March 15, 2026

ସୁନା ଏବଂ ରୂପାର ମୂଲ୍ୟ ବଢିଲା ନା କମିଲା?: ଜାଣନ୍ତୁ ଏହି ମୂଲ୍ୟବାନ ଧାତୁଗୁଡ଼ିକର ଆଜିର ଦର

March 15, 2026

ପାକିସ୍ତାନ ଏବଂ ବାଂଲାଦେଶକୁ ସମାଲୋଚନା କଲେ ଜୟ ଶାହ: ଟିମ୍ ଇଣ୍ଡିଆକୁ ଦେଲେ ଏହି ବାର୍ତ୍ତା

March 15, 2026

କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି: PNG ସଂଯୋଗ ଥିଲେ ମିଳିବ ନାହିଁ LPG, ପଢନ୍ତୁ ଅପଡେଟ୍

March 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.