Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୮୬ କୋଟି ଟଙ୍କା ମଞ୍ଜୁର
ବିଶେଷ ଖବର

ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ, ୮୬ କୋଟି ଟଙ୍କା ମଞ୍ଜୁର

November 30, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ (Instream Storage Structure) ଅନୁମୋଦନ କରିଛନ୍ତି।

ପ୍ରକଳ୍ପ ଦୁଇଟି ହେଉଛି – କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୁରଭଞ୍ଜ ଗଙ୍ଗାହର ନଦୀ ଉପରେ ଦାମୋଦରପୁର ନଦୀଗର୍ଭ ଜଳାଶୟ ପ୍ରକଳ୍ପ।

ଏହି ଦୁଇଟି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ସମୁଦାୟ ୮୬.୨୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଏଥିରେ କଳାହାଣ୍ଡି ମୁରଲୀଝର ପ୍ରକଳ୍ପ ପାଇଁ ୪୧.୨୫ କୋଟି, ମୟୁରଭଞ୍ଜ ଦାମୋଦରପୁର ପ୍ରକଳ୍ପ ପାଇଁ ୪୫ କୋଟି ମଞ୍ଜୁର ହୋଇଛି।

ସୂଚନାଯୋଗ୍ୟ ଯେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ କଳାହାଣ୍ଡି ଓ ମୟୁରଭଞ୍ଜ ଜିଲ୍ଲା ଗସ୍ତ କରିଥିଲେ ଏବଂ ଜନସାଧାରଣଙ୍କ ଠାରୁ ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ। ଲୋକଙ୍କ ପ୍ରସ୍ତାବ ଅନୁଯାୟୀ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି।

ଏହାଦ୍ବାରା କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ଏବଂ ମୟୁରଭଞ୍ଜ ଜିଲ୍ଲା ବଡସାହି ବ୍ଲକର ଜନସାଧାରଣ ଉପକୃତ ହେବେ। ଭୂତଳ ଜଳର ସ୍ତର ବୃଦ୍ଧି ହେବା ସହିତ ପାନୀୟ ଜଳ ପ୍ରକଳ୍ପ, ମାଛ ଚାଷ, ପଶୁପାଳନ ଆଦି କ୍ଷେତ୍ରରେ ଏହା ବିଶେଷ ସହାୟକ ହେବ।

Tags: Instream Storage 
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓକୁ ବ୍ୟାନ୍ କରିବା ପାଇଁ ପରିଣାମ ଭୋଗିବ ଫେସବୁକ୍!: ସମନ୍ କଲେ ସରକାର

July 28, 2026

ନବରଙ୍ଗପୁରରେ ‘ଏକ ଭାରତ ଶ୍ରେଷ୍ଠ ଭାରତ’ ଓ ‘କଳା ଉତ୍ସବ’

July 28, 2026

ହତ୍ୟା, ଦୁଷ୍କର୍ମ ଏବଂ ଡକାୟତି… : CJP ‘ପଦଯାତ୍ରା’ରେ ଅପରାଧିକ ପୃଷ୍ଠଭୂମି ଥିବା ୯୮୯ ଅଭିଯୁକ୍ତ

July 28, 2026

ONGC ର ପ୍ରଥମ ଡିପ୍ୱାଟର ଏକ୍ସପ୍ଲୋରେଟରୀ ଡ୍ରିଲିଂ ଶୁଭାରମ୍ଭ

July 28, 2026
Latest News

ଏହି ପ୍ରସଙ୍ଗରେ ଯୋଗୀ ସରକାରଙ୍କୁ ଆକ୍ରମଣ କଲେ ଶଙ୍କରାଚାର୍ଯ୍ୟ: ଆଣିଲେ ଗୁରୁତର ଅଭିଯୋଗ

July 28, 2026

ଜାପାନରେ ଭୟଙ୍କର ଭୂମିକମ୍ପ: ସୁନାମୀ ଚେତାବନୀ ଜାରି କଲା ପାଣିପାଗ ସଂସ୍ଥା

July 28, 2026

NEET ଫଳାଫଳ ଉପରେ ପୁଣି ଉଠିଲା ପ୍ରଶ୍ନ: NTA ସମ୍ମୁଖରେ ଏହି ଦାବି କଲେ ଛାତ୍ରୀ

July 28, 2026

ପଞ୍ଜାବ ପେପର୍ ଲିକ୍ ଉପରେ NDA ର ପ୍ରତିବାଦ: ଇସ୍ତଫା ଦାବି

July 28, 2026

“ତଦନ୍ତ ଏବଂ ଉତ୍ତରଦାୟିତ୍ୱ ମଧ୍ୟ ସ୍ଥିର ହେଉ”: CJP ପ୍ରତିବାଦରେ ଲାଠିଚାର୍ଜ ଉପରେ ସୁପ୍ରିମକୋର୍ଟ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.