Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»5T ଅଧ୍ୟକ୍ଷଙ୍କ ସମୀକ୍ଷା ପରେ ପଚାଶ ବର୍ଷର ଜମିଜମା ସମସ୍ୟାର ହେଲା ସମାଧାନ
ବିଶେଷ ଖବର

5T ଅଧ୍ୟକ୍ଷଙ୍କ ସମୀକ୍ଷା ପରେ ପଚାଶ ବର୍ଷର ଜମିଜମା ସମସ୍ୟାର ହେଲା ସମାଧାନ

December 2, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
5T ଅଧ୍ୟକ୍ଷଙ୍କ ସମୀକ୍ଷା ପରେ ପଚାଶ ବର୍ଷର ଜମିଜମା ସମସ୍ୟାର ହେଲା ସମାଧାନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ. ପାଣ୍ଡିଆନ ଆଜି ରାଜ୍ୟର ବିଭିନ୍ନ ଅଞ୍ଚଳରେ ଦୀର୍ଘ ଦିନର ଜମିଜମା ସମସ୍ୟାର ସମାଧନ ସଂପର୍କରେ ଏକ ବିସ୍ତୃତ ସମୀକ୍ଷା କରି ଏହାର ତୁରନ୍ତ ସମାଧାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ ଯେ ଶ୍ରୀ ପାଣ୍ଡିଆନ ପୂର୍ବରୁ ଜିଲ୍ଲାଗସ୍ତ ସମୟରେ ବିସ୍ଥାପିତ ମାନଙ୍କ ଜମି ସମସ୍ୟାର ସମାଧାନ ପାଇଁ ଲୋକଙ୍କ ଠାରୁ ଅଭିଯୋଗ ଗ୍ରହଣ କରିଥିଲେ ଏବଂ ଏ ସଂପର୍କରେ ବିଭିନ୍ନ ବୈଠକରେ ସମାଧାନ ପାଇଁ ମଧ୍ୟ ନିର୍ଦ୍ଦେଶ ଦେଇଥିଲେ ।

ଝାରସୁଗୁଡା ହୀରାକୁଦ ବନ୍ଧ ବିସ୍ଥାପିତ ମାନଙ୍କ ୫୦ ବର୍ଷରୁ ଅଧିକ ସମୟର ସମସ୍ୟାର ତୁରନ୍ତ ସମାଧାନ ପାଇଁ ପୂର୍ବରୁ ନିର୍ଦ୍ଦେଶ ଦିଆଯାଇଥିଲା। ଲଖନପୁର ତହସିଲର ୧୮ଟି ଗାଁ ଓ ଝାରସୁଗୁଡା ତହସିଲର ଗୋଟିଏ ଗାଁ – ଏହିପରି ୧୯ଟି ଗାଁର ଜମିଜମା ସମସ୍ୟାର ସମାଧାନ କରାଯାଇଛି ବୋଲି ଆଜିର ବୈଠକରୁ ଜଣାଯାଇଛି।

ପ୍ରଥମ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀ ୭ଟି ଗାଁର ବିସ୍ଥାପିତ ମାନଙ୍କୁ ପଟ୍ଟା ବଣ୍ଟନ କରିବେ। ଏହି ଗାଁ ଗୁଡିକ ହେଲା – ଲେମେଇତିକ୍ରା, ପାତ୍ରପଲ୍ଲୀ, ଛାଡରମା, ଦୁଆଁମୁଣ୍ଡା, ଲାଛିପାଲ୍ଲୀ, ସାହସବାଗ ଓ ବିନକା । ଏହି ୭ଟି ଗ୍ରାମରେ

ଜମିଜମା ବିବାଦ ପାଣ୍ଡିଆନ
Share. Facebook Twitter LinkedIn Email WhatsApp Copy Link

Related Posts

ବଙ୍ଗୋପସାଗରରେ ପୁଣି ବାତ୍ୟା ଆଶଙ୍କା

November 12, 2026

ଘର ଭିତରେ ଭୟଙ୍କର ବିସ୍ଫୋରଣ: ଗୋଟିଏ ପରିବାରର ତିନି ଗୁରୁତର

November 12, 2026

ରେଳ ଧାରଣାରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

November 12, 2026

ଫୁଲବାଣୀ ଠାରେ ବାର୍ତ୍ତାଳାପ ଆୟୋଜନ କରିବ ପିଆଇବି

November 12, 2026
Latest News

ଏବେ OTT ରେ ରଜନୀକାନ୍ତଙ୍କ ‘ଜେଲର୍ 2’: ଜାଣନ୍ତୁ କେଉଁ ପ୍ଲାଟଫର୍ମରେ ଦେଖିବେ ଏହି ଚଳଚ୍ଚିତ୍ର?

November 12, 2026

ଫିଫା ବିଶ୍ୱକପ୍‌ରୁ ଓହରିଲା ଆମେରିକା

November 12, 2026

ଚିଲିକା ହାଟବରଡ଼ିହରେ ମାସ ବ୍ୟାପି ଭାଗବତ ପରାୟଣ: ପ୍ରତି ଘରେ ପହଞ୍ଚିବ ଭାଗବତ!

November 12, 2026

ବଙ୍ଗୋପସାଗରରେ ପୁଣି ବାତ୍ୟା ଆଶଙ୍କା

November 12, 2026

ଘର ଭିତରେ ଭୟଙ୍କର ବିସ୍ଫୋରଣ: ଗୋଟିଏ ପରିବାରର ତିନି ଗୁରୁତର

November 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.