Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବଦଳିବ କି ଭୋଗରାଇ ନିର୍ବାଚନ ମଣ୍ଡଳୀର ଚିତ୍ର ? ପୁଅଙ୍କ ସହିତ ପାଣ୍ଡିଆନଙ୍କୁ ଭେଟିଲେ ଅନନ୍ତ ଦାସ
ବିଶେଷ ଖବର

ବଦଳିବ କି ଭୋଗରାଇ ନିର୍ବାଚନ ମଣ୍ଡଳୀର ଚିତ୍ର ? ପୁଅଙ୍କ ସହିତ ପାଣ୍ଡିଆନଙ୍କୁ ଭେଟିଲେ ଅନନ୍ତ ଦାସ

December 4, 2023No Comments2 Mins Read
Share Facebook Twitter LinkedIn Email WhatsApp Copy Link
Pandian88
ବଦଳିବ କି ଭୋଗରାଇ ନିର୍ବାଚନ ମଣ୍ଡଳୀର ଚିତ୍ର ? ପୁଅଙ୍କ ସହିତ ପାଣ୍ଡିଆନଙ୍କୁ ଭେଟିଲେ ଅନନ୍ତ ଦାସ, ବଢିଲା ଚର୍ଚ୍ଚା

ଭୁବନେଶ୍ବର: ବର୍ତ୍ତମାନ ଯେଉଁ ବିଧାୟକମାନେ ଆଉ ନିର୍ବାଚନ ଲଢିବେ ନାହିଁ ସେମାନେ ବର୍ତ୍ତମାନ ତାଙ୍କ ପୁଅଙ୍କୁ ଆଗକୁ ଆଣିବାରେ ଲାଗିଛନ୍ତି। ନିକଟରେ ଭୋଗରାଇ ବିଧାୟକ ଅନନ୍ତ ଦାସ ତାଙ୍କ ପୁଅଙ୍କୁ ଧରି କାର୍ତ୍ତିକ ପାଣ୍ଡିଆନଙ୍କୁ ସାକ୍ଷାତ କରିଛନ୍ତି। ଯାହାକୁ ନେଇ ଭୋଗରାଇରେ ବେଶ ଚର୍ଚ୍ଚା ଚାଲିଛି।

ଗତ କିଛି ଦିନ ତଳେ ନବୀନ ନିବାସରେ ବିଧାୟକ ଅନନ୍ତ ଦାସ ତାଙ୍କ ଉଚ୍ଚଶିକ୍ଷତ ପୁଅ ଇଂଜିନିୟର ଅଭିଜିତ ଦାସଙ୍କୁ ସାଥୀରେ ନେଇ 5ଟି ତଥା ନବୀନ ଓଡିଶାର ଅଧ୍ୟକ୍ଷ ପାଣ୍ଡିଆନଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଏକ ଫଟୋ ମଧ୍ୟ ପ୍ରକାଶ ପାଇଛି। ସେହି ଫଟୋକୁ ନେଇ ଭୋଗରାଇରେ ବର୍ତ୍ତମାନ ଚର୍ଚ୍ଚା। ଏଥର ଅନନ୍ତ ଦାସଙ୍କ ପୁଅ ଟିକେଟ ପାଇବେ ବୋଲି ଆଲୋଚନା ଚାଲିଛି।

ତେବେ ଏହାକୁ ନେଇ ଅନ୍ୟ ଅଶାୟୀ ହତାସ ହୋଇଥିବାର ପରିଲକ୍ଷିତ ହୋଇଛି। ଅନନ୍ତ ଦାସଙ୍କର ବୟସ ହୋଇଯାଇଥିବାରୁ ସେ ଆଉ ଛିଡା ହେବା ପରିସ୍ଥିତିରେ ନାହାଁନ୍ତି। ଫଳରେ ସେହି ନିର୍ବାଚନ ମଣ୍ଡଳୀରେ ଆଶାୟୀଙ୍କ ସଂଖ୍ୟା ବଢିବାରେ ଲାଗିଛି।

ଏହି ଆଶାୟୀଙ୍କ ମଧ୍ୟରେ ରହିଛନ୍ତି ଗୌତମ ବୁଦ୍ଧ ଦାସ। ଗୌତମ ବର୍ତ୍ତମାନ ବିଜେଡିର ମିଡିଆ ସେଲରେ ସେ ଅଛନ୍ତି। ସେ ସାମ୍ବାଦିକତା ଛାଡି ବିଜେଡିରେ ଯୋଗ ଦେଇ ଦଳିୟ କାର୍ଯ୍ୟ ବୁଝାବୁଝି କରୁଛନ୍ତି। ତେଣୁ ସେ କୁଆଡେ ଭୋଗରାଇର ବିଧାୟକ ପ୍ରାର୍ଥୀ ହେବା ପାଇଁ ବଡ ଦାବୀଦାର ବୋଲି କୁହାଯାଉଛି।

ସେହିପରି ସମାଜସେବି ବିଭୂତେନ୍ଦୁ ପାତ୍ର, ଏମସରେ ଡାକ୍ତର ଥିବା ସରୋଜ କୁମରା ଦାସମଜୁମଦାର, ପୂର୍ବତନ ପଞ୍ଚାୟତ ସମିତି ଅଧ୍ୟକ୍ଷ ଗଣପତି ଗିରି, ନିବେଦିତା ମହାନ୍ତି ପ୍ରମୁଖ ବହୁ ବ୍ୟକ୍ତି ବିଜେଡି ଟିକେଟ ଆଶାୟୀ ରହିଛନ୍ତି। ହେଲେ ଏ ପର୍ଯ୍ୟନ୍ତ ଦଳ ତରଫରୁ ସେପରି କିଛି ସବୁଜ ସଙ୍କେତ କାହାକୁ ହେଲେ ପ୍ରଦାନ କରାଯାଇ ନାହିଁ।

ତେବେ ଏସବୁ ତାଲିକା ଭିତରେ ବିଧାୟକ ଅନନ୍ତ ଦାସଙ୍କ ପୁଅ ଅଭିଜିତ ଦାସଙ୍କ ନାମ ଅଧିକ ଚର୍ଚ୍ଚା ଚାଲିଛି। କାରଣ ସେ ହେଉଛନ୍ତି ବିଦେଶରୁ ପାଠପଢି ଆସିଥିବା ଉଚ୍ଚଶିକ୍ଷିତ ବ୍ୟକ୍ତି। ଏଥିସହିତ ସେ ଗତ କିଛି ମାସ ଧରି ସେ ବାପାଙ୍କ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଇ ନିଜକୁ ପରିଚିତ କରାଇଛନ୍ତି। ନିର୍ବାଚନ ପାଖେଇ ଆସୁଥିବାରୁ ବର୍ତ୍ତମାନ ବିଭିନ୍ନ ପ୍ରାର୍ଥୀଙ୍କୁ ନେଇ ଭୋଗରାଇ ଚଳଚଞ୍ଚଳ ହୋଇ ଉଠିଛି।

pandian ନିର୍ବାଚନ2024 ପାଣ୍ଡିଆନ ଭୋଗରାଇ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ନିଜର ସର୍ବବୃହତ ଜୁଏଲାରୀ ଶୋ’ରୁମ ଉଦ୍‌ଘାଟନ କଲା କିସ୍‌ନା

October 17, 2026

ତ୍ରିରଙ୍ଗା ଉଡ଼ାଇବା ଅପରାଧ ନୁହେଁ, ଶାନ୍ତିପୂର୍ଣ୍ଣ ପ୍ରତିବାଦକୁ ବିଜେଡିର ଦୃଢ଼ ସମର୍ଥନ

October 17, 2026

ସତ୍ତା ପରିବର୍ତ୍ତନ କଥାକୁ ନେଇ ତୀବ୍ର ରାଜନୀତି : ମହୁଆ-ସିବଲଙ୍କ ଆକ୍ରମଣ, ବିଜେପିର ପଲଟା ଜବାବ

October 17, 2026

ଦେଶବିରୋଧୀଙ୍କୁ କଡ଼ା ଜବାବ ଦେଲେ ଯୁବ ଶକ୍ତି: ଓଡିଶା କଲେଜ ନିର୍ବାଚନ ଉପରେ ଅମିତ ଶାହଙ୍କ ବଡ଼ ବୟାନ

October 17, 2026
Latest News

ଭୁବନେଶ୍ୱରରେ ନିଜର ସର୍ବବୃହତ ଜୁଏଲାରୀ ଶୋ’ରୁମ ଉଦ୍‌ଘାଟନ କଲା କିସ୍‌ନା

October 17, 2026

BREAKING: ବର୍ଷା ପାଇଁ ଟସ୍ ବିଳମ୍ବ, ବେଙ୍ଗାଲୁରୁରେ ଅନିଶ୍ଚିତ ନିର୍ଣ୍ଣାୟକ ମ୍ୟାଚ୍

October 17, 2026

ଅଭିଜିତ ଦୀପକେ ମୁକ୍ତ: ସର୍ତ୍ତମୂଳକ ଜାମିନ ପ୍ରଦାନ କଲେ SEM କୋର୍ଟ

October 17, 2026

ବେଆଇନ ନିର୍ମାଣ ଅଭିଯୋଗରେ ଅଜୟ ଦେବଗନ୍‌ଙ୍କ ବଙ୍ଗଳାକୁ ଭାଙ୍ଗିଲା ବିଏମସି

October 17, 2026

ବିସ୍କୁଟରେ ପଶୁ ଚାରା, କ୍ଷୀରରେ ଡିଟର୍ଜେଣ୍ଟ!: ୩ କମ୍ପାନୀ ବିରୋଧରେ FSSAIର ବଡ଼ କାର୍ଯ୍ୟାନୁଷ୍ଠାନ

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.