Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମାସକୁ ୫ କିଲୋ ମାଗଣା ଚାଉଳ ଯୋଜନାକୁ ଆଉ ୫ ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
ବିଶେଷ ଖବର

ମାସକୁ ୫ କିଲୋ ମାଗଣା ଚାଉଳ ଯୋଜନାକୁ ଆଉ ୫ ବର୍ଷ ବଢାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

December 15, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାର ଅବଧିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୫ ବର୍ଷକୁ ବୃଦ୍ଧି କରିଛନ୍ତି। ସୂଚନାଯୋଗ୍ୟ ଯେ, ରାଜ୍ୟ ଖାଦ୍ୟସୁରକ୍ଷା ଯୋଜନାରେ ରାଜ୍ୟର ୩,୧୪,୯୨୩ ପରିବାରର୯,୯୭,୦୫୫ ଜଣ ବ୍ୟକ୍ତି ଅନ୍ତର୍ଭୁକ୍ତ ହୋଇଛନ୍ତି।

ସେମାନେ ପ୍ରତ୍ୟେକ ମାଗଣାରେ ମାସକୁ ୫ କେଜି ଲେଖାଏ ଚାଉଳ ପାଉଛନ୍ତି। ଯୋଜନାର ଅବଧି ଆଉ ୫ ବର୍ଷ ବଢିବା ଦ୍ୱାରା ଏହି ହିତାଧିକାରୀମାନେ ୨୦୨୪ ଜାନୁଆରୀ ୧ ଠାରୁ ୨୦୨୮ ଡିସେମ୍ବର ୩୧ ପର୍ଯ୍ୟନ୍ତ ଏହି ସୁବିଧା ପାଇବେ।

ଏଥିପାଇଁ ରାଜ୍ୟ ସରକାର ବର୍ଷକୁ ୨୫୦ କୋଟି ଟଙ୍କା ହିସାବରେ ୫ ବର୍ଷରେ ୧୨୫୦ କୋଟି ଟଙ୍କା ନିଜ ପାଣ୍ଠିରୁ ଖର୍ଚ୍ଚ କରିବେ। ରାଜ୍ୟର ଜଣେବି ଗରିବ ଲୋକ ଯେପରି ଖାଦ୍ୟସୁରକ୍ଷାରୁ ବଞ୍ଚିତ ନହୁଏ ସେଥିପ୍ରତି ଦୃଷ୍ଟି ରଖିବାକୁ ମୁଖ୍ୟମନ୍ତ୍ରୀ ଦୃଢ ନିର୍ଦ୍ଦେଶ ଦେଇଛନ୍ତି।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026

ଆଜି ଲିଙ୍ଗରାଜ ମହାପ୍ରଭୁଙ୍କ ରୂକୁଣା ରଥଯାତ୍ରା: ଜାଣନ୍ତୁ ଏହାର ପ୍ରଥା ଓ ପରମ୍ପରା

March 26, 2026

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ବାଲେଶ୍ବର ରାଜନୀତିରେ ହଲଚଲ, ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି, ଜୀବନ ପ୍ରଦୀପ ଦାସ

March 25, 2026
Latest News

ସେହି ପାଞ୍ଚ “ବନ୍ଧୁ” ଦେଶ କିଏ?: ଯାହାଙ୍କ ପାଇଁ ଖୋଲାଅଛି ହରମୁଜ୍

March 26, 2026

ସେକ୍ସ ରାକେଟ ଠାବ: ୫ ଯୁବକ ଓ ଯୁବତୀ ଅଟକ

March 26, 2026

ସହକାରୀ ଯନ୍ତ୍ରୀଙ୍କୁ ଭିଜିଲାନ୍ସ ଚାବୁକ: ୫ ଟି ସ୍ଥାନରେ ଚଢାଉ ଜାରି

March 26, 2026

ଆଜି ଲିଙ୍ଗରାଜ ମହାପ୍ରଭୁଙ୍କ ରୂକୁଣା ରଥଯାତ୍ରା: ଜାଣନ୍ତୁ ଏହାର ପ୍ରଥା ଓ ପରମ୍ପରା

March 26, 2026

ରାମ ନବମୀରେ ପ୍ରଭୃ ଶ୍ରୀରାମଙ୍କୁ ଅର୍ପଣ କରନ୍ତୁ ଏହି ପାରଂପାରିକ ଭୋଗ

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.