Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Big News: ବଢିବ ଭତ୍ତା ଟଙ୍କା, ଖୁବ ଶିଘ୍ର ମୁଖ୍ୟମନ୍ତ୍ରୀ କରିବେ ଘୋଷଣା, ସୂଚନା ଦେଲେ ପାଣ୍ଡିଆନ
ବିଶେଷ ଖବର

Big News: ବଢିବ ଭତ୍ତା ଟଙ୍କା, ଖୁବ ଶିଘ୍ର ମୁଖ୍ୟମନ୍ତ୍ରୀ କରିବେ ଘୋଷଣା, ସୂଚନା ଦେଲେ ପାଣ୍ଡିଆନ

January 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଖୁବ ଶିଘ୍ର ରାଜ୍ୟରେ ବୃଦ୍ଧି ପାଇବ ଭତ୍ତା ଟଙ୍କା। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାକୁ ଘୋଷଣା କରିବେ। ଏ ସଂପର୍କରେ ଜନସଧାରଣଙ୍କୁ ସୂଚନା ଦେଇଛନ୍ତି 5ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ଆଜି ବାଲେଶ୍ବର ନୀଳଗିରିରେ ଆୟୋଜିତ ଏକ ସଭାରେ ସେ ଏହି ସୂଚନା ପ୍ରଦାନ କରିଛନ୍ତି।

ବର୍ତ୍ତମାନ ରାଜ୍ୟରେ ମଧୁବାବୁ ପେନସନ ଯୋଜନାରେ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ପ୍ରଦାନ କରାଯାଉଛି। ଏଥିରେ ବୟସ ସୀମା 60ରୁ ଉର୍ଦ୍ଧ ରଖାଯାଇଛି। ହେଲେ ବିଧବା ଭତ୍ତା ପାଇଁ କୌଣସି ବୟସ ସୀମା ନାହିଁ। ଏଥିସହିତ ଭିନ୍ନକ୍ଷମମାନଙ୍କୁ ମଧ୍ୟ ଭତ୍ତା ପ୍ରଦାନ କରାଯାଉଛି। ଏହି ଭତ୍ତା ପରିମାଣ ମାଲିକ 500 ଟଙ୍କାରୁ 800 ଟଙ୍କା ପର୍ଯ୍ୟନ୍ତ ରହିଛି।

ଏହି ଭତ୍ତା ଟଙ୍କା ବୃଦ୍ଧି ନେଇ ବିଭିନ୍ନ ମହଲରେ ଦାବୀ ହୋଇଆସୁଛି। କାରଣ 500 ଟଙ୍କାରେ ଜଣେ ମାସସାରା ଚଳିବା ସମ୍ଭବ ହେଉ ନାହିଁ। ଏପରିକି 5ଟି ଅଧ୍ୟକ୍ଷ ବିଭିନ୍ନ ଜିଲ୍ଲା ଗସ୍ତ ସମୟରେ ମଧ୍ୟ ତାଙ୍କୁ ସବୁ ଜିଲ୍ଲାରୁ ଏହି ଅଭିଯୋଗ ପ୍ରଦାନ କରାଯାଇଛି। ତାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଖୁବ ଶିଘ୍ର ଭତ୍ତା ବୃଦ୍ଧି ଖବର ଦେବେ ବୋଲି ପାଣ୍ଡିଆନ କହିଛନ୍ତି।

VKPandiyan କାର୍ତ୍ତିକ ପାଣ୍ଡିଆନ ବାର୍ଦ୍ଧକ୍ୟ ଭତ୍ତା ବିଧବା ଭତ୍ତା ଭତ୍ତା ଟଙ୍କା
Share. Facebook Twitter LinkedIn Email WhatsApp Copy Link

Related Posts

ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

April 6, 2026

ବିଭିନ୍ନ ଜିଲ୍ଲା ପାଇଁ ଘୋଷଣା ହେଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଉପାଧ୍ୟକ୍ଷଙ୍କ ନାମ, ସେମାନେ ହେଲେ..

April 6, 2026

ରକ୍ତଚାପ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 6, 2026

ସମ୍ବଲପୁର ଜିଲ୍ଲା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଉପାଧ୍ୟକ୍ଷ ଭାବେ ସୁଷମା ମୁଣ୍ଡା ମନୋନୀତ

April 6, 2026
Latest News

ପଶ୍ଚିମବଙ୍ଗରେ ମମତା ବାନାର୍ଜୀଙ୍କ ପାଇଁ ସତର୍କର ଘଣ୍ଟି!: ସର୍ଭେ ରିପୋର୍ଟରେ ଟିଏମସି-ବିଜେପି କଡ଼ା ଟକ୍କର

April 6, 2026

ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

April 6, 2026

ବିଭିନ୍ନ ଜିଲ୍ଲା ପାଇଁ ଘୋଷଣା ହେଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଉପାଧ୍ୟକ୍ଷଙ୍କ ନାମ, ସେମାନେ ହେଲେ..

April 6, 2026

ବାରାମତୀ ଉପ-ନିର୍ବାଚନ ପାଇଁ କଂଗ୍ରେସକୁ ଅନୁରୋଧ କଲା ବିଜେପି: କହିଲା ନଚେତ….

April 6, 2026

ରକ୍ତଚାପ ସଚେତନତା ଓ ମାଗଣା ସ୍ଵାସ୍ଥ୍ୟ ଶିବିର

April 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.