Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଜି ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନ, ଜାଣନ୍ତୁ କେତେବେଳେ କଣ ହେବ
ବିଶେଷ ଖବର

ଆଜି ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନ, ଜାଣନ୍ତୁ କେତେବେଳେ କଣ ହେବ

January 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ShreeMandir
ଆଜି ବହୁପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଉଦଘାଟନ, ଜାଣନ୍ତୁ କେତେବେଳେ କଣ ହେବ

ଭୁବନେଶ୍ବର: ଆଜି ପୁରୀରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଶୁଭାରମ୍ଭ କରାଯିବ। ଏ ନେଇ ପୁରୀ ସହର ଚଳଚଞ୍ଚଳ ହୋଇ ଉଠିଛି। ହୋମଯଜ୍ଞଠାରୁ ଆରମ୍ଭ କରି ମନ୍ତ୍ରପାଠ, ସଂକୀର୍ତ୍ତନ ଏବଂ ହରିବୋଲ ହୁଳହୁଲିରେ ପ୍ରକମ୍ପିତ ହେଉଛି ବଡଦାଣ୍ଡ। ମନ୍ଦିର ପ୍ରଶାସନ ତରଫରୁ ଆଜି ପାଇଁ ଯେଉଁ କାର୍ଯ୍ୟ ନିର୍ଘଣ୍ଟ ହୋଇଛି ତାହା ହେଲା

ଅପରାହ୍ନ ୧ଟା ୧୫ରୁ ୧ଟା ୩୦-  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଦ୍ବାରା ପରିକ୍ରମା ପ୍ରକଳ୍ପର ଫଳକ ଉନ୍ମୋଚନ।

ଅପରାହ୍ନ ୧ଟା ୩୦ରୁ ୨ଟା- ଗଜପତି ମହାରାଜା ଦିବ୍ୟସିଂହ ଦେବଙ୍କ ଦ୍ବାରା ଯଜ୍ଞ ପୂର୍ଣ୍ଣାହୁତି, ଆରତି ଓ ପୁଷ୍ପାଞ୍ଜଳି ପ୍ରଦାନ କରାଯିବ।

ଅପରାହ୍ନ ୨ଟାରୁ ୨ଟା ୩୦- ଅନ୍ତଃ ପ୍ରଦକ୍ଷିଣ ପଥରେ ନାମ ସଂକୀର୍ତ୍ତନ ସହ ଶୋଭାଯାତ୍ରା କରାଯିବ।

ଅପରାହ୍ନ ୨ଟା ୩୦ରୁ ୩ଟା- ସଭାଗୃହରେ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହେବ।

ଅପରାହ୍ନ ୩ଟା ପରେ – ସର୍ବସାଧାରଣଙ୍କ ପରିକ୍ରମା ମାର୍ଗ ପ୍ରବେଶ।

ସନ୍ଧ୍ୟାରେ ଶ୍ରଦ୍ଧାଳୁଙ୍କ ପାଇଁ ଲାଇଟ୍ ଏବଂ ସାଉଣ୍ଡ ସୋର ବ୍ୟବସ୍ଥା କରାଯାଇଛି। ପରିକ୍ରମା ପ୍ରକଳ୍ପରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ପାଇଁ ବିଶେଷ ବ୍ୟବସ୍ଥା କରାଯାଇଛି। ସ୍ୱତନ୍ତ୍ର ପ୍ରଦକ୍ଷିଣ ମାର୍ଗ ପ୍ରସ୍ତୁତ ହୋଇଥିବା ବେଳେ ସାଧାରଣ ଭକ୍ତଙ୍କ ପାଇଁ ରହିଛି ଚଲାପଥ ରହିଛି।

ParikramaPrakalap shreemandir ନବୀନ ପଟ୍ଟନାୟକ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ
Share. Facebook Twitter LinkedIn Email WhatsApp Copy Link

Related Posts

ସୁଜାତାଙ୍କୁ ବିଜେଡିରେ ସାମିଲ କରି ନବୀନ ପଟ୍ଟନାୟକ କହିଦେଲେ ଏକ ବଡ କଥା..

June 25, 2026

ବିଜେଡିରେ ସାମିଲ ହେଲେ ସୁଜାତା କାର୍ତ୍ତିକେୟନ ରାଉତ, ନବୀନ ଘୋଷଣା କରି କହିଲେ..

June 25, 2026

ମୋଦି ସରକାରଙ୍କ ମନ୍ତ୍ରୀମଣ୍ଡଳ ବିସ୍ତାରକୁ ନେଇ ଚର୍ଚ୍ଚା: ଜାଣନ୍ତୁ କାହା ଉପରେ ଝୁଲୁଛି ଖଣ୍ଡା?

June 25, 2026

ଶଙ୍ଖ ଭବନରେ ବିଜେଡି ବୈଠକ, କିଛି ସମୟ ପରେ ସୁଜାତା ମିଶିବା ନେଇ ହେବ ଘୋଷଣା

June 25, 2026
Latest News

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଉଠାଇଲେ ସମସ୍ତ ଏଲପିଜି କଟକଣା

June 25, 2026

ନେତ୍ର AEW&C କୁ ମିଳିଲା FOC: ଆହୁରି ସୁଦୃଢ ହେବ ଭାରତୀୟ ବାୟୁସେନା

June 25, 2026

ଭାରତ ପାଇଁ ଖୁସି ଖବର: ହରମୁଜ୍ ପ୍ରଣାଳୀ ପାର ହେଲା ୩୦ଟି ଜାହାଜ

June 25, 2026

ଡାଇବେଟିସ ରୋଗୀଙ୍କ ପାଇଁ ଏହା ଏକ ବଡ ଔଷଧ, ନିୟମିତ ସେବନରେ ରକ୍ତ ଶର୍କରାକୁ କରେ ନିୟନ୍ତ୍ରଣ

June 25, 2026

‘ନାଗରିକତ୍ୱ ପ୍ରମାଣପତ୍ର ନୁହେଁ ପାସପୋର୍ଟ’: ସରକାରଙ୍କୁ ଟାର୍ଗେଟ କଲେ ରୋହିଣୀ ଆଚାର୍ଯ୍ୟ

June 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.