Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବଦଳିଲେ କଟକ ଭୁବନେଶ୍ବର ପୋଲିସ କମିଶନର, ଆଇପିଏସ ସ୍ତରରେ ଅଦଳବଦଳ
ବିଶେଷ ଖବର

ବଦଳିଲେ କଟକ ଭୁବନେଶ୍ବର ପୋଲିସ କମିଶନର, ଆଇପିଏସ ସ୍ତରରେ ଅଦଳବଦଳ

January 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଦଳିଲେ କଟକ ଭୁବନେଶ୍ବର ପୋଲିସ କମିଶନର, ଆଇପିଏସ ସ୍ତରରେ ଅଦଳବଦଳ

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଇପିଏସ ସ୍ତରରେ ବଡ଼ ଧରଣର ଅଦଳ ବଦଳ କରିଛନ୍ତି। ସେହି ଅନୁସାରେ କଟକ ଭୁବନେଶ୍ବର ପୋଲିସ କମିଶନର ଥିବା ସୌମେନ୍ଦ୍ର ପ୍ରିୟଦର୍ଶିଙ୍କର ବଦଳି ହୋଇଛି। ତାଙ୍କୁ ଗୁଇନ୍ଦା ନିର୍ଦ୍ଦେଶକ ଭାବେ ବଦଳି କରାଯାଇଛି। ତାଙ୍କ ବଦଳରେ ସଂଜୀବ ପଣ୍ଡାଙ୍କୁ ପୋଲିସ କମିଶନର କରାଯାଇଛି।

ସେହିପରି ଅନ୍ୟ ବରିଷ୍ଠ ସ୍ତରରେ ଯେଉଁ ବଦଳି ହୋଇଛି ତାହା ହେଲା

୧) ସଞ୍ଜୀବ ପଣ୍ଡା – ଭୁବନେଶ୍ୱର-କଟକ ପୋଲିସ କମିଶନର
୨) ସୌମେନ୍ଦ୍ର ପ୍ରିୟଦର୍ଶୀ – ଗୁଇନ୍ଦା ନିର୍ଦ୍ଦେଶକ
୩) ସନ୍ତୋଷ ବାଲା- ପୋଲିସ ହାଉସିଂ ବୋର୍ଡ ଅତିରିକ୍ତ ଦାୟିତ୍ୱ
୪) ହିମାଂଶୁ ଲାଲ – ଉତ୍ତରାଞ୍ଚଳ ଆଇଜି
୫) ଦୀପକ କୁମାର – ଉତ୍ତର-କେନ୍ଦ୍ରାଞ୍ଚଳ ଆଇଜି
୬) ସତ୍ୟବ୍ରତ ଭୋଇ – ପୂର୍ବାଞ୍ଚଳ ରେଂଜ ଆଇଜି
୭) ଜୟନାରାୟଣ ପଙ୍କଜ – ଦକ୍ଷିଣାଞ୍ଜଳ ଆଇଜି
୮) ବି.ଯୁଗଳ କିଶୋର – କେନ୍ଦ୍ରାପଡ଼ା ଏସ୍‌ପି
୯) ମଡକର ସନ୍ଦୀପ ସଂପଦ- ଢ଼େଙ୍କାନାଳ ଏସ୍‌ପି
୧୦) ବିବେକାନନ୍ଦ ଶର୍ମା – ହେଡକ୍ୱାର୍ଟର ଏଆଇଜି
୧୧) ଜ୍ଞାନରଞ୍ଜନ ମହାପାତ୍ର – ସ୍ପେଶାଲ ବ୍ରାଞ୍ଚ ଏସ୍‌ପି
୧୨) ଅମରେଶ ପଣ୍ଡା – ପୋଲିସ ମୁଖ୍ୟାଳୟ ଏଆଇଜି
୧୩) ପି.କେ ମିଶ୍ର – ରାଉରକେଲା ରେଲୱେ ଏସ୍‌ପି
୧୪) ରାମ ପ୍ରସାଦ ସାହୁ – ଦେବଗଡ଼ ଏସ୍‌ପି
୧୫) ହରିଶ ବି.ସି – ରାୟଗଡ଼ା ଏସ୍‌ପି
୧୬) ୟସପ୍ରତାପ ଶ୍ରୀମଲ – ସୋନପୁର ଏସ୍‌ପି
୧୭) କନୱର ବିଶାଲ ସିଂହ – କଟକ ଡିସିପି

IPS Reshuffle ଆଇପିଏସ ଅଦଳବଦଳ
Share. Facebook Twitter LinkedIn Email WhatsApp Copy Link

Related Posts

କେବେ ହେବ ଖରାଛୁଟି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026

ସମନ୍ବିତ ଉପକୂଳ ଓ ସାମୁଦ୍ରିକ ଯୋଜନା କାର୍ଯ୍ୟକାରୀ କରିବାରେ MSP ଏକ ନୂଆ ବେଞ୍ଚମାର୍କ ସୃଷ୍ଟି କରିବ- ମୁଖ୍ୟମନ୍ତ୍ରୀ

April 16, 2026
Latest News

କେବେ ହେବ ଖରାଛୁଟି ?

April 17, 2026

IMF GDP ରାଙ୍କିଂରେ ତଳକୁ ଖସିଲା ଭାରତ

April 17, 2026

ସୀମା ନିର୍ଦ୍ଧାରଣ ବିଲ୍ ପାସ୍ ହେବ କି ! ସଂଖ୍ୟାର ଜଟିଳ ଗଣିତ କଣ କହୁଛି ?

April 17, 2026

ନିର୍ଦ୍ଧାରିତ ସମୟ ପୂର୍ବରୁ ଜନ୍ମିତ ଶିଶୁକୁ ନୂଆ ଜୀବନ ଦେଲା ସମ୍

April 16, 2026

ନାବାଳିକାକୁ ଅସଦାଚରଣ ଅଭିଯୋଗରେ ପୁର୍ବତନ ଅଧ୍ୟାପକ କୋର୍ଟ ଚାଲାଣ।

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.