Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଜେଏନୟୁରେ ହେବ ଓଡିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର, ସ୍ବାକ୍ଷରିତ ହେଲା ବୁଝାମଣା
ବିଶେଷ ଖବର

ଜେଏନୟୁରେ ହେବ ଓଡିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର, ସ୍ବାକ୍ଷରିତ ହେଲା ବୁଝାମଣା

February 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଜେଏନୟୁରେ ହେବ ଓଡିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର, ସ୍ବାକ୍ଷରିତ ହେଲା ବୁଝାମଣା

ଭୁବନେଶ୍ବର: ନୂଆ ଦିଲ୍ଲୀ ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟରେ ଓଡିଆ ପାଠ୍ୟକ୍ରମରେ ବିଜୁ ପଟ୍ଟନାୟକ ସ୍ୱତନ୍ତ୍ର କେନ୍ଦ୍ର ପ୍ରତିଷ୍ଠା ନିମନ୍ତେ ଓଡିଶା ସରକାର ଓ ଜବାହାରଲାଲ ନେହେରୁ ବିଶ୍ୱବିଦ୍ୟାଳୟ,ନୂଆ ଦିଲ୍ଲୀ ମଧ୍ୟରେ ଏକ ବୁଝାମଣା ପତ୍ର ସ୍ୱାକ୍ଷର ହୋଇଛି।

ଆଜି ଲୋକସେବା ଭବନ ଠାରେ ଆୟୋଜିତ ବୁଝାମଣା ପତ୍ର ସ୍ୱାକ୍ଷରିତ କାର୍ଯ୍ୟକ୍ରମରେ ଉଚ୍ଚଶିକ୍ଷା ମନ୍ତ୍ରୀ ଅତନୁ ସବ୍ୟସାଚୀ ନାୟକଙ୍କ ଉପସ୍ଥିତିରେ ଏହା ସ୍ୱାକ୍ଷରିତ ହୋଇଛି। ରାଜ୍ୟ ସରକାରଙ୍କ ତରଫରୁ ଉଚ୍ଚଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅରବିନ୍ଦ ଅଗ୍ରଓ୍ୱାଲ ଏବଂ ଜେ.ଏନ୍‌.ୟୁର କୁଳପତି ଶାନ୍ତିଶ୍ରୀ ଧୁଲିପୁଡି ପଣ୍ଡିତ ଏହି ବୁଝାମଣା ପତ୍ରରେ ସ୍ୱାକ୍ଷର କରିଛନ୍ତି।

ଓଡିଆ ଭାଷାରେ ପ୍ରଗତିଶୀଳ ଗବେଷଣା ନିମନ୍ତେ ଏକ ସୌହାର୍ଦ୍ଦ୍ୟପୂର୍ଣ୍ଣ ସହଭାଗିତା ଓ ସହଯୋଗିତା , ଆମର ସାଂସ୍କୃତିକ ଐତିହ୍ୟର ସଂରକ୍ଷଣ ତଥା ପ୍ରୋତ୍ସାହନ ନିମନ୍ତେ ଉଲ୍ଲେଖନୀୟ ଭିତ୍ତି ନିର୍ମାଣ ଏହି ବୁଝାମଣା ପତ୍ରର ମୁଖ୍ୟ ଉଦ୍ଦ୍ୟେଶ୍ୟ।

ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ସମୟରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା , ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ , ଓଡିଆ ଭାଷା , ସାହିତ୍ୟ ଓ ସଂସ୍କୃତି ବିଭାଗ କମିଶନର ତଥା ଶାସନ ସଚିବ ସୁଜାତା ରାଉତ କାର୍ତ୍ତିକେୟନଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ପଦାଧିକାରୀମାନେ ଉପସ୍ଥିତ ଥିଲେ।

Biswa Odia Bhasha Sammilani JNU odia ପ୍ରଥମ ବିଶ୍ବ ଓଡିଆ ଭାଷା ସମ୍ମିଳନୀ
Share. Facebook Twitter LinkedIn Email WhatsApp Copy Link

Related Posts

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026

ଓଡିଶାର ସବୁଠାରୁ ବଡ ଓ ଫ୍ଲାଗସିପ୍ ରିଆଲିଟି ଶୋ‘ ରଜ କୁଇନ୍’: ଆସନ୍ତା ୨୮ରୁ ବିଭିନ୍ନ ସହରରେ ଅଡିସନ୍

February 24, 2026

କେରଳ ଏବେ ‘କେରଳମ’ ଭାବରେ ପରିଚିତ ହେବ: ନୂତନ ନାମକୁ ମୋଦି କ୍ୟାବିନେଟ୍ ର ମଞ୍ଜୁରୀ

February 24, 2026

ଭୁବନେଶ୍ବର ସୁପରମାର୍ଟ ରେ ଭୀଷଣ ଅଗ୍ନିକାଣ୍ଡ, କ୍ରେନ ସାହାଯ୍ୟରେ ନିଆଁ ଲିଭାଇବାକୁ ଚେଷ୍ଠା

February 24, 2026
Latest News

ଭାରତୀୟ ରେଳବାଇର ତିନୋଟି ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 24, 2026

ଦୁଇଟି ଗୁରୁତ୍ୱପୂର୍ଣ୍ଣ ଏକ୍ସପ୍ରେସ୍ ଟ୍ରେନକୁ ଆଧୁନିକ ଏଲଏଚବି କୋଚ୍ ସହିତ ଅପଗ୍ରେଡ୍ କରିବ ପୂର୍ବତଟ ରେଳପଥ 

February 24, 2026

ନାକଟିଦେଉଳରେ ବନାଞ୍ଚଳ ସ୍ତରୀୟ ଜଙ୍ଗଲ ନିଆଁ ନିରାକରଣ ସଚେତନତା ସଭା

February 24, 2026

IPL 2026 କାର୍ଯ୍ୟସୂଚୀ ସମ୍ପର୍କରେ ବଡ଼ ଅପଡେଟ୍: ଏହି ଦିନ ଘୋଷଣା ହେବ ତାରିଖ

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.