Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଏଥର ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାକୁ ଜଗିବ ଆର୍ଟିଫିସିୟାଲ ଇଣ୍ଟେଲଜେନସି
ବିଶେଷ ଖବର

ଏଥର ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାକୁ ଜଗିବ ଆର୍ଟିଫିସିୟାଲ ଇଣ୍ଟେଲଜେନସି

February 7, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଏଥର ମାଟ୍ରିକ ଓ ଯୁକ୍ତ ଦୁଇ ପରୀକ୍ଷାକୁ ଜଗିବ ଆର୍ଟିଫିସିୟାଲ ଇଣ୍ଟେଲଜେନସି

ଭୁବନେଶ୍ବର: ଗତକାଲି ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଚଳିତ ମାସ ୨୦ ତାରିଖରେ ମାଟ୍ରିକ ଏବଂ ଚଳିତ ମାସ ୧୬ ତାରିଖରେ +୨ ପରୀକ୍ଷା ଅନୁଷ୍ଠିତ ହେବାକୁ ଥିବା ପରିପ୍ରେକ୍ଷୀରେ ପରୀକ୍ଷା ପରିଚାଳନା ସମୀକ୍ଷା ଆଭାସୀ ବୈଠକ ୩୦ ଟି ଜିଲ୍ଲାର ଜିଲ୍ଲାପାଳ ଏବଂ ଜିଲ୍ଲା ଆରଖୀ ଅଧୀକ୍ଷଙ୍କ ମଧ୍ୟରେ ଅନୁଷ୍ଠିତ ହୋଇଯାଇଅଛି।

ଏହି ବୈଠକରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର କମିଶନର ତଥା ଶାସନ ସଚିବ ଅଶ୍ଵଥି. ଏସ ., ଉଚ ମାଧମିକ ଶିକ୍ଷା ପରିଷଦର ଅଧ୍ୟକ୍ଷ ଶ୍ରୀ ଅଶ୍ଵିନୀ କୁମାର ମିଶ୍ର ,ମାଧମିକ ଶିକ୍ଷା ପରିଷଦର ସଭାପତି ଶ୍ରୀକାନ୍ତ ତରାଇ, ଉପସଭାପତି ,ଡାଃ ନିହାର ରଞ୍ଜନ ମହାନ୍ତି,ମାଧମିକ ଶିକ୍ଷା ନିର୍ଦ୍ଧେଶକ ଶ୍ରୀ ସୁଶାନ୍ତ ସୁଶାନ୍ତ ଦାଶ, ଉଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଧେଶକ ଶ୍ରୀ ରଘୁରାମ ଆର ଆୟାର, ସ୍ଵତନ୍ତ୍ର ଶାସନ ସଚିବ ଶ୍ରୀମତୀ ଶୁଭଶ୍ରୀ ନନ୍ଦ ଙ୍କ ସମେତ ବିଭାଗୀୟ ଅଧିକାରୀ ବୃନ୍ଦ ଉପସ୍ଥିତ ଥିଲେ ।

ଏହି ପରୀକ୍ଷା ପରିଚାଳନକୁ “ଶୂନ୍ୟ ସହନସିଲତା” ଭାବରେ ସର୍ବାଧିକ ଗୁରୁତ୍ଵ ଦେବାକୁ ରାଜ୍ୟର ସମସ୍ତ ଜିଲ୍ଲାପାଳ ଏବଂ ଜିଲ୍ଲା ଆରଖି ଅଧିକ୍ଷକ ମାନଙ୍କୁ ମୁଖ୍ୟ ଶାସନ ସଚିବ ପରାମର୍ଶ ଦେଇଛନ୍ତି। ଏଥିନିମନ୍ତେ ସାମାନ୍ୟ ତ୍ରୁଟି କୁ ବରଦାସ୍ତ କରାଯିବ ନ।ହିଁ।
ପରୀକ୍ଷା ପ୍ରଶ୍ନ ପତ୍ର ଘକ୍ଟୟବକ୍ଷ ଉରଦ୍ଭଗ୍ଧରକ୍ସରେ କଡା ସୁରକ୍ଷା ବଳୟ ମଧ୍ୟରେ ଯତନର ସହିତ ରଖାଯିବ ଏବଂ ପରୀକ୍ଷା ଅନୁଷ୍ଠିତ ହେଉଥିବା କେନ୍ଦ୍ରରେ ନିଯୋଜିତ ହୋଇଥିବା ପର୍ଜ୍ୟବେକ୍ଷକ ଙ୍କ ଉପସ୍ଥିତିରେ ସେଣ୍ଟର ସୁପରିତେଣ୍ଡେଣ୍ଟ ମାନେ ପ୍ରଶ୍ନପତ୍ର ଗ୍ରହଣ କରିବେ।

ପରୀକ୍ଷା ଦିନ ଠାରୁ ଆରମ୍ଭ କରି ପରୀକ୍ଷା ଉତ୍ତର ଖାତା ମୂଲ୍ୟାଯନ କେନ୍ଦ୍ରରେ ରଖାଯିବ। ଓ ମୂଲ୍ୟାୟନ ଶେଷ, ଯେପରି ସବୁ କାର‌୍ୟ୍ୟ ନିର୍ଭୁଲ ଭାବରେ ପରିଚାଳିତ ହେବ ସେସବୁ ବ୍ୟବସ୍ଥାକୁ କଡାକଡି ଅନୁପାଳନ ପାଇଁ ମୁଖ୍ୟ ଶାସନ ସଚିବ ନିର୍ଦ୍ଧେଶ ଦେଇଛନ୍ତି।
ପରୀକ୍ଷା ଦାୟିତୋରେ ଥିବା ଶିକ୍ଷା ଅଧିକାରୀ, ବିଭାଗୀୟ ଅଧିକାରୀ, ଶିକ୍ଷକ , ଅଧ୍ୟାପକ ଆଦି କର୍ମଚାରୀ କାର‌୍ୟ୍ୟରେ ଅବହେଳା କଲେ ଦୃଢ କାର‌୍ୟ୍ୟାନୁଷ୍ଠାନ ଗ୍ରହଣ କରିବାପାଇଁ ଜିଲ୍ଲାପାଳ ଏବଂ ଜିଲ୍ଲା ଆରଖୀ ଅଧିକ୍ଷକଙ୍କୁ ପରାମର୍ଶ ଦେଇଛନ୍ତି।

ମାଟ୍ରିକ ପରୀକ୍ଷାରେ ୫,୫୧,୬୧୧ ଜଣ , ରାଜ୍ୟ ମୁକ୍ତ ବିଦ୍ୟାଳୟରେ ୭୮୩୧ ଜଣ, ମାଧ୍ୟମ।ରେ ୩୦୩୭ ଜଣ ଙ୍କୁ ମିଶାଇ ମୋଟ ୫,୬୨,୦୦୦ ଛାତ୍ର ଛାତ୍ରୀ ପରୀକ୍ଷା ଦେବେ। ଏହିପରି +୨ ରେ ୨,୩୭,୭୫୦ ଜଣ କଳ।ରେ ୧,୧୬,୬୨୦ ଜଣ ବିଜ୍ଞାନରେ,୨୬୦୮୯ ଜଣ ବାଣିଜ୍ୟରେ ଓ ୫୭୯୧ ଜଣ ଧନ୍ଦାମୂଳକକୁ ମିଶାଇ ମୋଟରେ ୩୮୬୨୫୦ ଜଣ ଛ।ତ୍ର ଛାତ୍ରୀ ପରୀକ୍ଷା ଦେବେ। ଏଥିପାଇଁ ମାଟ୍ରିକ ମୁକ୍ତ ବିଦ୍ୟାଳୟ ଓ ମଧ୍ୟମା କୁ ମିଶାଇ ୩୦୪୭ ଟି ପରୀକ୍ଷା କେନ୍ଦ୍ର ଓ ୩୧୩ ଟି ନୋଡାଲ ସେନ୍ଟର କରାଯାଇଅଛି । ଏହିପରି +୨ ରେ ୨୦୨ ଟି ପରୀକ୍ଷା ପରିଚାଳନା କେନ୍ଦ୍ର କରାଯାଇଅଛି ।

ଏଥିନିମନ୍ତେ ସି ସି ଟିଭି , ଲାଇଵ ସି ସି ଟିଭି ଏବଂ ଇଣ୍ଟେଲିଜେଏନସି ମାଧ୍ୟମ(AI), ପ୍ରତି କେନ୍ଦ୍ରରେ ପର୍ଯ୍ୟବେକ୍ଷକ ମୁତୟନ, ପୁଲିସ ବାହିନୀର ମୁତୟନ ଏବଂ ପୁଲିସ ପେଟ୍ରୋଲ୍ଲିଙ୍ଗ ର ବ୍ୟବସ୍ଥା ସହିତ ପରୀକ୍ଷା ସୁପରିଚାଳନା ପାଇଁ ସମସ୍ତ ପ୍ରକାର ବ୍ୟବସ୍ଥାର ତଦାରଖ ପାଇଁ ବୈଠକରେ ଆଲୋଚନା କରଯାଇଅଛି।

ai matric exam Plus Two ମାଟ୍ରିକ ପରୀକ୍ଷା ଯୁକ୍ତ ଦୁଇ ପରୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ସାଂସଦମାନଙ୍କୁ ଦୁର୍ବ୍ୟବହାର ମାମଲା: ସମଗ୍ର ମୌସୁମୀ ଅଧିବେଶନରୁ କଲ୍ୟାଣ ବାନାର୍ଜୀ ନିଲମ୍ବିତ

July 22, 2026

ବ୍ରହ୍ମପୁରରେ ୩ କରୋନା ଆକ୍ରାନ୍ତ ଚିହ୍ନଟ: ଏମକେସିଜି ରେ ଭର୍ତ୍ତି

July 22, 2026

“କ’ଣ ଆପଣମାନେ ଝିଅମାନଙ୍କ ପୋଷାକ ଚିରିବେ?”: ଲୋକସଭାରେ ପ୍ରଶ୍ନ କଲେ ଅଖିଳେଶ ଯାଦବ

July 22, 2026

“ଧର୍ମେନ୍ଦ୍ର ପ୍ରଧାନ ଏତେ ଗୁରୁତ୍ୱପୂର୍ଣ୍ଣ କାହିଁକି?”: ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପଚାରିଲେ ଅଭିଜିତ ଦୀପକେ

July 22, 2026
Latest News

ପୁଣି କେବେ ଏକାଠି ଖେଳିବେ ରୋହିତ ଏବଂ ବିରାଟ: ଜାଣନ୍ତୁ ୨୦୨୭ ବିଶ୍ୱକପ୍ ପର୍ଯ୍ୟନ୍ତ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

July 22, 2026

ଅନନ୍ତନାଗରେ ଆତଙ୍କବାଦୀ ଆକ୍ରମଣ: ଜଣେ ଯବାନ ସହିଦ

July 22, 2026

ମହିଳା ସାଂସଦମାନଙ୍କୁ ଦୁର୍ବ୍ୟବହାର ମାମଲା: ସମଗ୍ର ମୌସୁମୀ ଅଧିବେଶନରୁ କଲ୍ୟାଣ ବାନାର୍ଜୀ ନିଲମ୍ବିତ

July 22, 2026

ସରକାରଙ୍କ ସହ ସିଜେପି ର ଆରମ୍ଭ ହେବ ଆଲୋଚନା?: ଏହି ସର୍ତ୍ତ ରଖିଲା କକ୍ରୋଚ୍ ଜନତା ପାର୍ଟି

July 22, 2026

ବ୍ରହ୍ମପୁରରେ ୩ କରୋନା ଆକ୍ରାନ୍ତ ଚିହ୍ନଟ: ଏମକେସିଜି ରେ ଭର୍ତ୍ତି

July 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.