Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଜନଜାତିଙ୍କ ଉପରେ ଥିବା ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, ଜନଜାତିଙ୍କ ଉପରେ ଥିବା ଛୋଟ ମକଦ୍ଦମା ପ୍ରତ୍ୟାହାର ପାଇଁ ନିର୍ଦ୍ଦେଶ

February 21, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଜନଜାତି ଭାଇ ଭଉଣୀ ମାନଙ୍କ ଉପରେ ଥିବା ଛୋଟ ଛୋଟ ମକଦ୍ଦମା ଗୁଡିକ ପ୍ରତ୍ୟାହାର କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ସୂଚନାଯୋଗ୍ୟ ଯେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ଗୃହ ବିଭାଗ, ଅବକାରୀ ବିଭାଗ ଓ ଜଙ୍ଗଲ ଓ ପରିବେଶ ବିଭାଗ ଜନଜାତି ବର୍ଗଙ୍କ ଉପରେ ଥିବା ମକଦ୍ଦମା ଗୁଡିକର ସମୀକ୍ଷା କରିଥିଲେ।

ମୋକଦ୍ଦମା ଗୁଡିକର ପୁଙ୍ଖାନୁପୁଙ୍ଖ ଅନୁଧ୍ୟାନ ପରେ ଉପରୋକ୍ତ ତିନୋଟି ବିଭାଗର ସମୁଦାୟ ୪୮୦୧୮ଟି ଜଙ୍ଗଲ ଓ ଅବକାରୀ ସଂପର୍କିତ ମାମଲା ପ୍ରତ୍ୟାହୃତ କରିବା ପାଇଁ ନିଷ୍ପତ୍ତି ହୋଇଛି।

ଏହି ମାମଲା ଗୁଡିକ ମଧ୍ୟରେ ଅବକାରୀ ବିଭାଗ ଅଧିନରେ ୩୬୫୮୧ ମାମଲା, ଗୃହ ବିଭାଗ ଅଧୀନରେ ୯୮୪୬ ମାମଲା, ଜଙ୍ଗଲ ଓ ପରିବେଶ ବିଭାଗ ଅଧୀନରେ ୧୫୯୧ ମାମଲାକୁ ପ୍ରତ୍ୟାହାର କରାଯାଇଛି।

ଏହିସବୁ ମାମଲା ପ୍ରତ୍ୟାହୃତ ହେବା ଦ୍ବାରା କୋର୍ଟ ଓ ନ୍ୟାୟିକ ବ୍ୟବସ୍ଥା ଉପରୁ ମଧ୍ୟ ଚାପ ହ୍ରାସ ପାଇବ ।

ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର

September 17, 2026

୧୦୦% ଶୁଳ୍କ ବିଲ୍ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ: ଟ୍ରମ୍ପଙ୍କୁ ଦେଲା କଡ଼ା ବାର୍ତ୍ତା

September 17, 2026

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୨୦୧୩ ଝିରମ୍ ଘାଟି ମାଓ ଆକ୍ରମଣ: ୧୦ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର NIA କୋର୍ଟ

September 17, 2026
Latest News

ଦେବଗଡ଼ରେ ଚାଞ୍ଚଲ୍ୟ: ପ୍ରେମିକା ଘର ନିକଟରୁ ପ୍ରେମିକଙ୍କ ମୃତଦେହ ଉଦ୍ଧାର

September 17, 2026

୧୦୦% ଶୁଳ୍କ ବିଲ୍ ଆଗରେ ମୁଣ୍ଡ ନୁଆଁଇବ ନାହିଁ ଭାରତ: ଟ୍ରମ୍ପଙ୍କୁ ଦେଲା କଡ଼ା ବାର୍ତ୍ତା

September 17, 2026

ନବବିବାହିତ ଯୁବକଙ୍କ ଆତ୍ମହତ୍ୟା

September 17, 2026

୨୦୧୩ ଝିରମ୍ ଘାଟି ମାଓ ଆକ୍ରମଣ: ୧୦ ଦୋଷୀଙ୍କୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ସ୍ୱତନ୍ତ୍ର NIA କୋର୍ଟ

September 17, 2026

ଆଇସିସି ଟି-୨୦ ରାଙ୍କିଙ୍ଗ୍: ବ୍ୟାଟିଂ ଶୀର୍ଷରେ ଈଶାନ୍, ଦ୍ୱିତୀୟ ସ୍ଥାନକୁ ଉଠିଲେ ଅଭିଷେକ

September 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.