Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବୀନଙ୍କ ବଡ ନିଷ୍ପତି, ଆଉ ତିନି ବର୍ଷ ପାଇଁ ବଢିଲା କାଳିଆ ଯୋଜନା, କ୍ୟାବିନେଟ ବୈଠକରେ ଅନୁମୋଦନ
ବିଶେଷ ଖବର

ନବୀନଙ୍କ ବଡ ନିଷ୍ପତି, ଆଉ ତିନି ବର୍ଷ ପାଇଁ ବଢିଲା କାଳିଆ ଯୋଜନା, କ୍ୟାବିନେଟ ବୈଠକରେ ଅନୁମୋଦନ

February 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବୀନଙ୍କ ବଡ ନିଷ୍ପତି, ଆଉ ତିନି ବର୍ଷ ପାଇଁ ବଢିଲା କାଳିଆ ଯୋଜନା, କ୍ୟାବିନେଟ ବୈଠକରେ ଅନୁମୋଦନ

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଓଡିଶାର ଲୋକପ୍ରିୟ ଯୋଜନା କାଳିଆ କୁ ଆଉ ତିନି ବର୍ଷ ପାଇଁ ବୃଦ୍ଧି କରିଛନ୍ତି। ଆଜି ରାଜ୍ୟ କ୍ୟାବିନେଟରେ ଏହାକୁ ଅନୁମୋଦନ ମିଳିଛି। ଫଳରେ ୨୦୨୫-୨୬-୨୭ ମସିହା ପର୍ଯ୍ୟନ୍ତ ଏହି ଯୋଜନା ଚାଲୁ ରହିବ।

ଚାଷୀମାନେ ଯେପରି ବାର୍ଷିକ ୧୨୫୦୦ ଟଙ୍କା ଦୁଇଟି କିସ୍ତିରେ ପାଉଥିଲେ ତାହା ଆଉ ତିନି ବର୍ଷ ଦିଆଯିବ। ଏଥିପାଇଁ ରାଜ୍ୟ ରାଜକୋଷରୁ ୬ ହଜାର ୨୯ କୋଟି ୭୦ ଲକ୍ଷ ଟଙ୍କା ବ୍ୟୟ ହେବ। ଏହାକୁ ଆଜି ରାଜ୍ୟ କ୍ୟାବିନେଟ ଅନୁମୋଦନ କରିଛନ୍ତି।

ଆଜି ରାଜ୍ୟ କ୍ୟାବିନେଟର ୭୪ ତମ ବୈଠକ ଲୋକ ସେବା ଭବନର ତୃତୀୟ ମହଲା ସମ୍ମିଳନୀ କକ୍ଷରେ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।

ରାଜ୍ୟ କ୍ୟାବିନେଟ ବୈଠକରେ ନିଷ୍ପତ୍ତି ସଂପର୍କରେ ମନ୍ତ୍ରୀ ଶ୍ରୀ ରଣେନ୍ଦ୍ର ପ୍ରତାପ ସ୍ୱାଇଁ, ମନ୍ତ୍ରୀ ଶ୍ରୀ ସୁଦାମ ମାର୍ଣ୍ଡି ଏବଂ ମୁଖ୍ୟ ଶାସନ ସଚିବ ଶ୍ରୀ ପ୍ରଦୀପ କୁମାର ଜେନା କ୍ୟାବିନେଟରେ ପାରିତ ହୋଇଥିବା ବିଭିନ୍ନ ପ୍ରସ୍ତାବ ସଂପର୍କରେ ବିଶଦ ସୂଚନା ଦେଇଥିଲେ ।

ଆଜିର କ୍ୟାବିନେଟ ବୈଠକରେ ୧୩ ଟି ବିଭିନ୍ନ ବିଭାଗ ର ୧୬ ଟି ପ୍ରସ୍ତାବ ଆଗତ କରାଯାଇ ଥିଲା ବେଳେ ସମସ୍ତ ପ୍ରସ୍ତାବ ପାରିତ ହୋଇଛି।  ଅନୁଷ୍ଠିତ ପ୍ରେସ ବିବୃତ୍ତି ସମୟରେ ପ୍ରମୁଖ ଶାସନ ସଚିବ ଡଃ ଅରବିନ୍ଦ କୁମାର ପାଢ଼ୀ, ପ୍ରମୁଖ ଶାସନ ସଚିବ ଶ୍ରୀ ସୁଶୀଲ କୁମାର ଲୋହାନୀ, କମିଶନର ତଥା ଶାସନ ସଚିବ ଅଶ୍ୱଥି ଏସ,କମିଶନର ତଥା ଶାସନ ସଚିବ ଶ୍ରୀ ଅରବିନ୍ଦ ଅଗ୍ରୱାଲ ମଧ୍ୟ ଉପସ୍ଥିତ ଥିଲେ।

cabineet kalia OdishaCabineetMeeting କାଲିଆ କାଳିଆ ଯୋଜନା କ୍ୟାବିନେଟ
Share. Facebook Twitter LinkedIn Email WhatsApp Copy Link

Related Posts

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026

“ଆମ ଦଳକୁ ବିଭାଜିତ କରିବାକୁ ଚେଷ୍ଟା, ବିଧାୟକଙ୍କୁ ୩୦ କୋଟି ଅଫର”: ଓମାର ଅବଦୁଲ୍ଲାଙ୍କ ଦାବି

July 11, 2026

ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

July 11, 2026

ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଡିଜିପି ଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

July 11, 2026
Latest News

ଆଜି ଜୁଲାଇ ୧୨ ତାରିଖ ରବିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ: ଜାଣନ୍ତୁ ରାଶିଫଳ

July 12, 2026

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026

ମେଧା ବଗି କାରଖାନାରେ ଇଞ୍ଜିନିୟର ଓ ଉତ୍ପାଦନ ଦଳ ସହ ମତ ବିନିମୟ କଲେ ରେଳମନ୍ତ୍ରୀ

July 11, 2026

‘ଜୟପ୍ରକାଶ ନାରାୟଣ ପୁସ୍ତକାଳୟ’ର ଉଦ୍‌ଘାଟନ କଲେ ଅମିତ ଶାହ

July 11, 2026

“ଆମ ଦଳକୁ ବିଭାଜିତ କରିବାକୁ ଚେଷ୍ଟା, ବିଧାୟକଙ୍କୁ ୩୦ କୋଟି ଅଫର”: ଓମାର ଅବଦୁଲ୍ଲାଙ୍କ ଦାବି

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.