Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମହିଳା ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୧୦ ଦିନ ଅଧିକ ମିଳିବ ବାର୍ଷିକ ସାମୟିକ ଛୁଟି
ବିଶେଷ ଖବର

ମହିଳା ସରକାରୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ୧୦ ଦିନ ଅଧିକ ମିଳିବ ବାର୍ଷିକ ସାମୟିକ ଛୁଟି

March 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ କାର୍ଯ୍ୟକରୁଥିବା ମହିଳା କର୍ମଚାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାର୍ଷିକ ୨୫ ଦିନର ସାମୟିକ ଛୁଟି ଘୋଷଣା କରିଛନ୍ତି।

ସରକାରୀ କର୍ମଚାରୀମାନଙ୍କ ପାଇଁ ସାଧାରଣତଃ ବର୍ଷକୁ ୧୫ ଦିନର ସାମୟିକ ଛୁଟି ଦିଆଯାଉଥିବା ବେଳେ ମହିଳା ସରକାରୀ କର୍ମଚାରୀମାନଙ୍କ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀ ଆଉ ଅଧିକ ୧୦ ଦିନର ଛୁଟି ଘୋଷଣା କରିଛନ୍ତି। ଏହା ଫଳରେ ସରକାରୀ ମହିଳା କର୍ମଚାରୀମାନେ ବର୍ଷକୁ ୨୫ ଦିନର ସାମୟିକ ଛୁଟି ଉପଭୋଗ କରିପାରିବେ।

ମହିଳାମାନଙ୍କ ପାରିବାରିକ ଦାୟିତ୍ୱ ଓ ବିଭିନ୍ନ ସମସ୍ୟକୁ ଆଖି ଆଗରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ସୂଚନାଯୋଗ୍ୟ ଯେ ୯୦ ଦଶକରେ ମହିଳାମାନଙ୍କ ପାଇଁ ସରକାରୀ ଚାକିରିରେ ୩୩% ସ୍ଥାନ ସଂରକ୍ଷଣ ଭଳି ଯୁଗାନ୍ତକାରୀ ପଦକ୍ଷେପ ଗ୍ରହଣ କରିବାରେ ଓଡିଶା ଥିଲା ଦେଶର ପ୍ରଥମ ରାଜ୍ୟ।

naveen pattanaik Odisha odisha cm
Share. Facebook Twitter LinkedIn Email WhatsApp Copy Link

Related Posts

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ନନ୍ଦନକାନନରେ ଓରାଙ୍ଗଉଟାନ୍ ଶାବକଙ୍କ ସ୍ୱାସ୍ଥ୍ୟ ସ୍ଥିର: ସିଝା ଗାଜର ଓ ବିନ୍ସ ଡାଏଟ୍‌ରେ ସାମିଲ

September 21, 2026

ଏମ୍‌ଏମ୍‌ଡିଆର ସଂଶୋଧନ ଆଇନ: ମୁଖ୍ୟମନ୍ତ୍ରୀଙ୍କୁ ପୁଣି ଚିଠି ଲେଖିଲେ ନବୀନ

September 21, 2026

ଆସନ୍ତା ୨୨ରେ ଜାତୀୟ ଚଳଚ୍ଚିତ୍ର ସମାରୋହ: ବିଜେତାମାନଙ୍କୁ ସମ୍ମାନିତ କରିବେ ରାଷ୍ଟ୍ରପତି

September 21, 2026
Latest News

Online Betting App Fraud: ଗଞ୍ଜାମରେ ସାଇବର ପୁଲିସର ବଡ଼ ଚଢ଼ଉ, ୩ ଗିରଫ

September 21, 2026

ଭାରତ ଠାରୁ ପାକିସ୍ତାନର ଶୋଚନୀୟ ପରାଜୟ: ଧୂଳି ଚଟାଇଲେ ଦେଶର ଝିଅ

September 21, 2026

କଣ୍ଟା ଭିତରେ ଲୁଚିଛି ବ୍ୟବସାୟ! କାକ୍ଟସ୍ ଚାଷରୁ ଆୟର ଅନେକ ରାସ୍ତା

September 21, 2026

ନନ୍ଦନକାନନରେ ଓରାଙ୍ଗଉଟାନ୍ ଶାବକଙ୍କ ସ୍ୱାସ୍ଥ୍ୟ ସ୍ଥିର: ସିଝା ଗାଜର ଓ ବିନ୍ସ ଡାଏଟ୍‌ରେ ସାମିଲ

September 21, 2026

Gold Import Bill: $90 ବିଲିୟନ ଛୁଇଁପାରେ ସୁନା ଆମଦାନୀ, ଅର୍ଥନୀତି ଉପରେ ବଢ଼ିବ ଚାପ?

September 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.