Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ପ୍ରଥମ କ୍ୟାବିନେଟ୍ ବୈଠକ: ନେଲେ ୪ ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ବିଶେଷ ଖବର

ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ପ୍ରଥମ କ୍ୟାବିନେଟ୍ ବୈଠକ: ନେଲେ ୪ ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

June 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟ କ୍ୟାବିନେଟର ୦୫ ଟି ପ୍ରସ୍ତାବକୁ ଅନୁମୋଦନ
ରାଜ୍ୟ କ୍ୟାବିନେଟର ୦୫ ଟି ପ୍ରସ୍ତାବକୁ ଅନୁମୋଦନ

ଭୁବନେଶ୍ବର: ବୁଧବାର ରାଜ୍ୟରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ କରିଛି। ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝୀ ଶପଥ ଗ୍ରହଣ କରିଥିବା ବେଳେ ଉପ-ମୁଖ୍ୟମନ୍ତ୍ରୀ ଭାବେ କନକ ବର୍ଦ୍ଧନ ସିଂ ଦେଓ ଓ ପ୍ରଭାତୀ ପରିଡ଼ା ଶପଥ ପାଠ କରିଛନ୍ତି। ଏମାନଙ୍କ ସହ ୧୫ ଜଣିଆ ମନ୍ତ୍ରୀମଣ୍ଡଳ ଶପଥ ଗ୍ରହଣ କରିଛନ୍ତି। ଅପରାହ୍ନ ୫ ଟାରେ ଓଡିଶାର ରାଜ୍ୟପାଳ ରଘୁବର ଦାସ ମନ୍ତ୍ରୀ ପରିଷଦକୁ ଶପଥ ପାଠ କରାଇଛନ୍ତି।

ତେବେ ଶପଥ ଗ୍ରହଣ ସମାରୋହ ପରେ ନୂଆ ସରକାରର ପ୍ରଥମ ବୈଠକ ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୪ ଟି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ତାହା ହେଲା…

୧- ସମସ୍ତ ମନ୍ତ୍ରୀଙ୍କ ଉପସ୍ଥିତିରେ ଆଜି ପୁରୀ ଜଗନ୍ନାଥ ମନ୍ଦିରର ୪ ପ୍ରବେଶ ଦ୍ୱାର ଖୋଲା ହେବ।

୨- ପୁରୀ ଶ୍ରୀ ଜଗନ୍ନାଥ ମନ୍ଦିର ପାଇଁ ୫୦୦ କୋଟି ଟଙ୍କାରର ଏକ କର୍ପସ୍ ପାଣ୍ଠିକୁ କ୍ୟାବିନେଟ୍ ଦ୍ୱାରା ଅନୁମୋଦିତ।

୩- କୃଷକମାନଙ୍କ ଉପରେ ନୂତନ ନୀତି ଯାହା ଅଧୀନରେ ଧାନ କ୍ୱିଣ୍ଟାଲ୍ ପାଇଁ ୩୧୦୦ ଟଙ୍କା ସର୍ବନିମ୍ନ ସହାୟକ ମୂଲ୍ୟ ଯୋଗାଇ ଦିଆଯିବ।

୪- ସୁଭଦ୍ରା ଯୋଜନା ଅଧୀନରେ ପ୍ରତ୍ୟେକ ମହିଳାଙ୍କୁ ୫୦ ହଜାର ରଙ୍କା ନଗଦ ଭାଉଚର ଦିଆଯିବ। ୧୦୦ ଦିନ ପରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ WCD ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

bjp govt cabinet meeting jagannath temple mohan govt Mohan Majhi odisha govt
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026
Latest News

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ରେ ଆତ୍ମ ସୁରକ୍ଷା ତାଲିମ ଶିବିର

February 20, 2026

ଶିଶୁ ଯତ୍ନ ଅନୁଷ୍ଠାନରେ ଶିଶୁମାନଙ୍କ ଦ୍ଵାରା ଆଇ ଏଚ ଏମ କ୍ୟାମ୍ପସ ଏବଂ ସାଇ ଏକ୍ସପର୍ଟ ପରିଦର୍ଶନ

February 20, 2026

ଚିଲିକା ଅଞ୍ଚଳର ବିଭିନ୍ନ ମନ୍ଦିରରୁ ଚୋରୀ କରୁଥିବା ଦୁଇ ଅଭିଯୁକ୍ତ ଧରିଲା ବାଲୁଗାଁ ପୋଲିସ

February 20, 2026

Odisha Tourism Budget: ଭୁବନେଶ୍ବରରେ 800 କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ଅତ୍ୟାଧୁନିକ ସଂଗ୍ରହାଳୟ

February 20, 2026

ବଜେଟରେ ନୂଆ ଯୋଜନା, କଲେଜ ପଢା ସରିବା ପରେ ଏଣିକି ଝିଅମାନଙ୍କୁ ମିଳିବ ଲକ୍ଷେ ଟଙ୍କା

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.