Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସନ୍ତା ୬ରୁ ୯ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ: ଜାଣନ୍ତୁ କ’ଣ ରହିଛି କାର୍ଯ୍ୟକ୍ରମ
ବିଶେଷ ଖବର

ଆସନ୍ତା ୬ରୁ ୯ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ: ଜାଣନ୍ତୁ କ’ଣ ରହିଛି କାର୍ଯ୍ୟକ୍ରମ

July 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
President
 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

ଭୁବନେଶ୍ଵର: ଆସନ୍ତା ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ରାଷ୍ଟ୍ରପତି ଦୌପଦୀ ମୁର୍ମୁଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ରହିଛି। ଏହି ପରିପ୍ରେକ୍ଷୀରେ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଏହାର ପ୍ରସ୍ତୁତି ସଂପର୍କରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି।

ସୂଚନା ଅନୁସାରେ ରାଷ୍ଟ୍ରପତି ଜୁଲାଇ ୬ ତାରିଖ ସଂଧ୍ୟାରେ ଜୟଦେବ ଭବନଠାରେ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କର ୯୬ ତମ ଶ୍ରାଦ୍ଧବାର୍ଷିକୀରେ ଯୋଗଦେବେ। ୭ ତାରିଖର ପୁରୀ ଗସ୍ତ କରି ଅପରାହ୍ନରେ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦର୍ଶନ କରିବେ। ୮ ତାରିଖ ପ୍ରତ୍ୟୁଷରେ ମାନ୍ୟବର ରାଷ୍ଟ୍ରପତିଙ୍କର ପୁରୀ ସମୁଦ୍ରକୂଳରେ ମର୍ଣ୍ଣି ଓ୍ୱାକ୍ କାର୍ଯ୍ୟକ୍ରମ ରହିଛି।

ଏହା ପରେ ସେ ଭୁବନେଶ୍ୱର ପ୍ରତ୍ୟାବର୍ତ୍ତନ କରି ପୂର୍ବାହ୍ନରେ ଖଣ୍ଡଗିରି ଏବଂ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ସହ ବିଭୂତି କାନୁନଗୋ କଲେଜ ଅଫ ଆର୍ଟ ଆଣ୍ଡ କ୍ରାଫ୍ଟସର ଛାତ୍ରଛାତ୍ରୀମାନଙ୍କ ସହ ବାର୍ତ୍ତାଳାପ କରିବେ। ସେଦିନ ଅପରାହ୍ଣରେ ସେ ଭୁବନେଶ୍ୱର ମେଣ୍ଢାଶାଳ ହରିଡାମଡ଼ା ସ୍ଥିତ ଡିଭାଇନ୍‌ ରିଟ୍ରିଟ୍‌ ସେଣ୍ଟରରେ ଏକ କାର୍ଯ୍ୟକ୍ରମରେ ଯୋଗଦାନ କରିବେ।

୯ ତାରିଖ ପୂର୍ବାହ୍ନରେ ଜଟଣୀସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର)ର ତ୍ରୟୋଦଶ ସ୍ନାତକ ସମାରୋହ ଉତ୍ସବରେ ଯୋଗଦାନ କରି ଅପରାହ୍ନରେ ରାଷ୍ଟ୍ରପତି ନୂଆଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବେ।

ଦୌପଦୀ ମୁର୍ମୁ ମନୋଜ ଆହୁଜା ରାଷ୍ଟ୍ରପତିଙ୍କ ଓଡିଶା ଗସ୍ତ ଶ୍ରୀଗୁଣ୍ଡିଚା ରଥଯାତ୍ରା ସମୀକ୍ଷା ବୈଠକ
Share. Facebook Twitter LinkedIn Email WhatsApp Copy Link

Related Posts

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026

ଆଜି ‘ଗୁଡ ଫ୍ରାଇ ଡେ’: ଜାଣନ୍ତୁ ଏହାକୁ କାହିଁକି ପାଳନ କରାଯାଏ ଓ ଏହି ଦିନର ମହତ୍ତ୍ଵ?

April 3, 2026

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026
Latest News

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026

ବିବାହ ପ୍ରତିଶ୍ରୁତି ଦେଇ ମହିଳାଙ୍କୁ ପ୍ରତାରଣା: ଅଭିଯୁକ୍ତ ଯୁବକଙ୍କୁ ଗିରଫ କଲା ପୋଲିସ

April 3, 2026

ଆଜି ‘ଗୁଡ ଫ୍ରାଇ ଡେ’: ଜାଣନ୍ତୁ ଏହାକୁ କାହିଁକି ପାଳନ କରାଯାଏ ଓ ଏହି ଦିନର ମହତ୍ତ୍ଵ?

April 3, 2026

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.