Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତି, ଏଣିକି ବିଲିଡିଂ ପ୍ଲାନ ମାସେ ଓ ଟ୍ରେଡ ଲାଇସେନସ ଗୋଟିଏ ଦିନରେ ମିଳିବ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତି, ଏଣିକି ବିଲିଡିଂ ପ୍ଲାନ ମାସେ ଓ ଟ୍ରେଡ ଲାଇସେନସ ଗୋଟିଏ ଦିନରେ ମିଳିବ

July 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତି, ଏଣିକି ବିଲିଡିଂ ପ୍ଲାନ ମାସେ ଓ ଟ୍ରେଡ ଲାଇସେନସ ଗୋଟିଏ ଦିନରେ ମିଳିବ

ଭୁବନେଶ୍ବର: ଗୃହ ଓ ନଗର ଉନ୍ନୟନ ବିଭାଗ ଦ୍ଵାରା ପ୍ରଦାନ କରାଯାଉଥିବା ଆଉ ପାଞ୍ଚଗୋଟି ସେବାକୁ ରାଜ୍ୟ ସରକାର ଓଡ଼ିଶା ଲୋକସେବା ଅଧିକାର ଅଧିନିୟମ, ୨୦୧୨ରେ ଅନ୍ତର୍ଭୁକ୍ତ କରିବେ।

ଏହା କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।ଏହା ପୂର୍ବରୁ ଗୃହ ଓ ନଗର ଉନ୍ନୟନ ବିଭାଗର ୨୬ଟି ସେବା ଏହି ଅଧିନିୟମ ଅନ୍ତର୍ଭୁକ୍ତ ହୋଇଛି ।

ନୂତନ ଭାବେ ସାମିଲ ହେବାକୁ ଥିବା ଆଉ ୫ଟି ସେବା ହେଉଛି–

(୧) ବିଲ୍ଡିଂ ପ୍ଲାନ୍‌ର ପରିବର୍ତ୍ତନ ଏବଂ ସଂଯୋଗ/ସଂଶୋଧନ ନିମନ୍ତେ ଅନୁମତି (ସମୟ ସୀମା: ୧୫ ଦିନରୁ ୩୦ ଦିନ)

(୨) ବିଲ୍ଡିଂ ପ୍ଲାନ୍‌ର ପୁନଃବୈଧିକରଣ ନିମନ୍ତେ ଅନୁମତି (ସମୟ ସୀମା: ୭ ଦିନ)

(୩) ପ୍ଲିନ୍‌ଥ ଅନୁମୋଦନ (ସମୟ ସୀମା: ୭ ଦିନ)

(୪) ଟ୍ରେଡ୍ ଲାଇସେନ୍ସ ପ୍ରୋଭିଜନାଲ ସାର୍ଟିଫିକେଟ୍ (ସମୟ ସୀମା: ୧ ଦିନ) ଏବଂ

(୫) ଟ୍ରେଡ୍ ଲାଇସେନ୍ସ ଫାଇନାଲ ସାର୍ଟିଫିକେଟ୍ (ସମୟ ସୀମା: ୯୦ ଦିନ)

ଏହି ସବୁ ସେବାକୁ ଖୁବ୍ ଶୀଘ୍ର ବିଜ୍ଞାପିତ କରାଯାଇ ଜନସାଧାରଣଙ୍କୁ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ଯୋଗାଇ ଦିଆଯିବ ।

ଏହି ୫ ଗୋଟି ସେବାକୁ ମିଶାଇ ୩୧ଟି ବିଭାଗର ମୋଟ୍ ୪୨୨ଟି ସେବା ଉକ୍ତ ଅଧିନିୟମ ଅନ୍ତର୍ଭୁକ୍ତ ହେଲା। ରାଜ୍ୟ ସରକାର ଜନସାଧାରଣଙ୍କୁ ଏହି ଅଧିନିୟମ ଅନ୍ତର୍ଭୁକ୍ତ ବିଜ୍ଞାପିତ ସମସ୍ତ ସେବାକୁ ନିର୍ଦ୍ଦିଷ୍ଟ ସମୟ ସୀମା ମଧ୍ୟରେ ପ୍ରଦାନ କରିବା ନିମନ୍ତେ ପ୍ରତିବଦ୍ଧ ।

ଟ୍ରେଡ ଲାଇସେନସ
Share. Facebook Twitter LinkedIn Email WhatsApp Copy Link

Related Posts

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରାଜ୍ୟରେ ୧୦ ଯାଏଁ କିପରି ରହିବ ପାଗ?: ପଢନ୍ତୁ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଆକଳନ

March 4, 2026
Latest News

Holi Festival 2026: ହୋଲି ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

March 4, 2026

Holi Festival: ଚିଲିକା ନିର୍ବାଚନ ମଣ୍ଡଳି ଲୋକଙ୍କ ସହିତ ହୋଲି ଖେଳିଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

March 4, 2026

ଯୁଦ୍ଧ ମଧ୍ୟରେ ଭାରତ ପାଇଲା ଉଲ୍ଲେଖନୀୟ ସଫଳତା!: ଥରିବେ ଶତ୍ରୁ ଦେଶ 

March 4, 2026

ଆଜି ଫାଇନାଲ ପାଇଁ ଲଢେଇ: ପ୍ରଥମ ସେମିଫାଇନାଲରେ ମୁହାଁମୁହିଁ ହେବେ ଦକ୍ଷିଣ ଆଫ୍ରିକା-ନ୍ୟୁଜିଲାଣ୍ଡ

March 4, 2026

ରଙ୍ଗ ଖେଳିଲା ବେଳେ ବ୍ୟବହାର କରୁଛନ୍ତି କି ସ୍ମାର୍ଟଫୋନ୍: ତାହା ୱାଟରପ୍ରୁଫ୍ କି ନୁହେଁ କିପରି ଜାଣିବେ?

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.