Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୧୫୨୪.୧୭ ହେକ୍ଟର ଜଙ୍ଗଲ ଜମିରେ ଜଳସେଚନ ପ୍ରକଳ୍ପ ପାଇଁ ଅନୁମତି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

୧୫୨୪.୧୭ ହେକ୍ଟର ଜଙ୍ଗଲ ଜମିରେ ଜଳସେଚନ ପ୍ରକଳ୍ପ ପାଇଁ ଅନୁମତି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

July 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ନୟାଗଡ଼ ଜିଲ୍ଲାର ବହୁ ପ୍ରତିକ୍ଷିତ ବୃତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଜଙ୍ଗଲ ଜମିରେ ଅଣ ଜଙ୍ଗଲ କାର୍ଯ୍ୟ ପାଇଁ ଚୂଡାନ୍ତ ମଞ୍ଜୁରୀ ଦେଇଛି।

ସୂଚନା ଯୋଗ୍ୟ ଯେ, ଦୀର୍ଘ ୩୦ ବର୍ଷ ଧରି ଏହି ଯୋଜନାଟି ଜଙ୍ଗଲ ଅନୁମତି ପାଇଁ ଅପେକ୍ଷା କରିଥିଲା। ଏହି ଅନୁମୋଦନ ପରେ ଜିଲ୍ଲାର କୃଷି ଓ କୃଷକଙ୍କ ହିତ ସାଧନ ପାଇଁ ଏହି ପ୍ରକଳ୍ପଟି ବରଦାନ ସଦୃଶ ହେବ।

୧୫୨୪.୧୭ ହେକ୍ଟର ଅଞ୍ଚଳର ଜଙ୍ଗଲ ଜମିରେ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଥି ନିମନ୍ତେ ଅନୁମତି ମିଳିଛି।

ଏହାଦ୍ବାରା ବୃତଙ୍ଗ ଜଳସେଚନ ପ୍ରକଳ୍ପରେ ୨୩,୦୦୦ ହେକ୍ଟର ଅଞ୍ଚଳରେ ଜଳସେଚନ ପ୍ରକଳ୍ପ ଆରମ୍ଭ କରାଯାଇ ପାରିବ।

ସୂଚନା ଯୋଗ୍ୟ ଯେ ଯେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିକଟରେ ନୂଆ ଦିଲ୍ଲୀ ଗସ୍ତରେ ଯାଇଥିବା ବେଳେ ଏ ସମ୍ପର୍କରେ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ଏଥିପାଇଁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି।

ଏଥିପାଇଁ ସମ ପରିମାଣର ଅଣ ଜଙ୍ଗଲ ଅଞ୍ଚଳ ରେ କ୍ଷତି ପୂରକ ବନୀକରଣ ସହିତ ଅନ୍ୟାନ୍ୟ ନିର୍ଦ୍ଦେଶାବଳୀର ଅନୂପାଳନ କରାଯିବ।

ନୟାଗଡ଼ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ହରିଆନା ଆଇପିଏସ ଅଧିକାରୀଙ୍କୁ ନ୍ୟାୟ ଦେବାକୁ ପ୍ରଦେଶ କଂଗ୍ରେସ କଲା ଦାବୀ

October 14, 2025

କେନ୍ଦୁଝର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର

October 14, 2025

ଖୋର୍ଦ୍ଧା: ଜିଲ୍ଲା ସ୍ତରୀୟ ପୋଷଣ ମାସ -୨୦୨୫ ପାଳିତ

October 14, 2025

ବଡ ଖବର, ଇ-କେୱାସି କରି ନ ଥିଲେ ଆସନ୍ତା ମାସରୁ ମିଳିବନି ଚାଉଳ

October 14, 2025
Latest News

ହରିଆନା ଆଇପିଏସ ଅଧିକାରୀଙ୍କୁ ନ୍ୟାୟ ଦେବାକୁ ପ୍ରଦେଶ କଂଗ୍ରେସ କଲା ଦାବୀ

October 14, 2025

କେନ୍ଦୁଝର ସାନଘାଗରାରେ ପ୍ରତିଷ୍ଠା ହେବ ରାଜ୍ୟର ଦ୍ଵିତୀୟ ଆଞ୍ଚଳିକ ଉଦ୍ଭିଦ ସମ୍ପଦ କେନ୍ଦ୍ର

October 14, 2025

ସୋନିକ୍ ସମନ୍ୱିତ ଲଜିଷ୍ଟିକ୍ସ ହବ୍ ଉଦଘାଟନ କଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

October 14, 2025

ବସ୍‌ରେ ଭୀଷଣ ଅଗ୍ନିକାଣ୍ଡ, ୨୦ ଯାତ୍ରୀଙ୍କର ମୃତ୍ୟୁ ଆଶଙ୍କା

October 14, 2025

ବିଜେପିରେ ଯୋଗଦେଲେ ମୈଥିଳୀ ଠାକୁର: ଜାଣନ୍ତୁ କେଉଁଠୁ ଲଢିବେ ନିର୍ବାଚନ?

October 14, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.