Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»୧୫୨୪.୧୭ ହେକ୍ଟର ଜଙ୍ଗଲ ଜମିରେ ଜଳସେଚନ ପ୍ରକଳ୍ପ ପାଇଁ ଅନୁମତି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ
ବିଶେଷ ଖବର

୧୫୨୪.୧୭ ହେକ୍ଟର ଜଙ୍ଗଲ ଜମିରେ ଜଳସେଚନ ପ୍ରକଳ୍ପ ପାଇଁ ଅନୁମତି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଦେଲେ ମୁଖ୍ୟମନ୍ତ୍ରୀ

July 8, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ନୟାଗଡ଼ ଜିଲ୍ଲାର ବହୁ ପ୍ରତିକ୍ଷିତ ବୃତଙ୍ଗ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ପରିବେଶ, ଜଙ୍ଗଲ ଓ ଜଳବାୟୁ ପରିବର୍ତ୍ତନ ବିଭାଗ ଜଙ୍ଗଲ ଜମିରେ ଅଣ ଜଙ୍ଗଲ କାର୍ଯ୍ୟ ପାଇଁ ଚୂଡାନ୍ତ ମଞ୍ଜୁରୀ ଦେଇଛି।

ସୂଚନା ଯୋଗ୍ୟ ଯେ, ଦୀର୍ଘ ୩୦ ବର୍ଷ ଧରି ଏହି ଯୋଜନାଟି ଜଙ୍ଗଲ ଅନୁମତି ପାଇଁ ଅପେକ୍ଷା କରିଥିଲା। ଏହି ଅନୁମୋଦନ ପରେ ଜିଲ୍ଲାର କୃଷି ଓ କୃଷକଙ୍କ ହିତ ସାଧନ ପାଇଁ ଏହି ପ୍ରକଳ୍ପଟି ବରଦାନ ସଦୃଶ ହେବ।

୧୫୨୪.୧୭ ହେକ୍ଟର ଅଞ୍ଚଳର ଜଙ୍ଗଲ ଜମିରେ ଜଳସେଚନ ପ୍ରକଳ୍ପ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏଥି ନିମନ୍ତେ ଅନୁମତି ମିଳିଛି।

ଏହାଦ୍ବାରା ବୃତଙ୍ଗ ଜଳସେଚନ ପ୍ରକଳ୍ପରେ ୨୩,୦୦୦ ହେକ୍ଟର ଅଞ୍ଚଳରେ ଜଳସେଚନ ପ୍ରକଳ୍ପ ଆରମ୍ଭ କରାଯାଇ ପାରିବ।

ସୂଚନା ଯୋଗ୍ୟ ଯେ ଯେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିକଟରେ ନୂଆ ଦିଲ୍ଲୀ ଗସ୍ତରେ ଯାଇଥିବା ବେଳେ ଏ ସମ୍ପର୍କରେ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ସହିତ ଆଲୋଚନା କରିଥିଲେ। ମୁଖ୍ୟମନ୍ତ୍ରୀ ଏଥିପାଇଁ ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି।

ଏଥିପାଇଁ ସମ ପରିମାଣର ଅଣ ଜଙ୍ଗଲ ଅଞ୍ଚଳ ରେ କ୍ଷତି ପୂରକ ବନୀକରଣ ସହିତ ଅନ୍ୟାନ୍ୟ ନିର୍ଦ୍ଦେଶାବଳୀର ଅନୂପାଳନ କରାଯିବ।

ନୟାଗଡ଼ ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ଇଂରାଜୀ ସ୍ନାତକତ୍ତୋର ଶିକ୍ଷକଙ୍କ ନିମନ୍ତେ ଆୟୋଜିତ ତାଲିମ୍ କାର୍ଯ୍ୟକ୍ରମ ଉଦଯାପିତ

October 17, 2026

ମହାପ୍ରଭୁ ଲିଙ୍ଗରାଜଙ୍କ ସତ୍ତ୍ୱଲିପି କମିଟି ପକ୍ଷରୁ ଆଇନ୍ ମନ୍ତ୍ରୀଙ୍କୁ ତୃତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ

October 17, 2026

ଗଣତନ୍ତ୍ର ବଂଚାଓ ଆଳରେ ଦେଶରେ ଅରାଜକତା ସୃଷ୍ଟି କରୁଛନ୍ତି ରାହୁଲ ଗାନ୍ଧୀ: ସ୍ମୃତି ପଟ୍ଟନାୟକ

October 17, 2026

ପେନସନ୍ ମଞ୍ଜୁର ଲାଞ୍ଚ ମାମଲାରେ ଶିକ୍ଷକ ଓ କିରାଣୀଙ୍କୁ ୪ ବର୍ଷ ଜେଲ୍

October 17, 2026
Latest News

ଦଶହରାରେ ଏହି ଚାରିଟି ଜିନିଷ ଦେଖିଲେ ବର୍ଷ ସାରା ହୋଇଥାଏ ମଙ୍ଗଳ

October 17, 2026

ଏଫ୍‌ଆଇଏଚ୍ ପ୍ରୋ ଲିଗ୍ ୨୦୨୬-୨୭ କାର୍ଯ୍ୟସୂଚୀ ଘୋଷିତ: ଫେବୃଆରୀରେ ଭାରତର ଘରୋଇ ମ୍ୟାଚ୍‌

October 17, 2026

ଶତ୍ରୁରୁ ମୁକ୍ତି ପାଇବା ପାଇଁ ସପ୍ତମ ଦିନରେ ମା’ କାଳରାତ୍ରୀଙ୍କୁ କରନ୍ତୁ ପୂଜା ଜାଣନ୍ତୁ ପୂଜା ବିଧି

October 17, 2026

୭୦ ବର୍ଷ ପରେ ଆଇଏମ୍‌ଏଫ୍ ଓ ବିଶ୍ୱବ୍ୟାଙ୍କ ବୋର୍ଡର ଅଧ୍ୟକ୍ଷତା କରିବ ପାକିସ୍ତାନ

October 17, 2026

ବାଂଲାଦେଶରେ ଉତ୍ତେଜନା : ଜଗନ୍ନାଥ ମନ୍ଦିର ସାମ୍ନାରେ ଗୋମାଂସ ରାନ୍ଧିଲେ ମୁସଲିମ୍ ଛାତ୍ର

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.