Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେଡି ଗଢିଲା ସମାନ୍ତରାଳ ମନ୍ତ୍ରୀମଣ୍ଡଳ, ନଜର ରଖିବା ପାଇଁ ପଚାଶ ବିଧାୟକଙ୍କୁ ଦିଆଗଲା ପଚାଶ ବିଭାଗ
ବିଶେଷ ଖବର

ବିଜେଡି ଗଢିଲା ସମାନ୍ତରାଳ ମନ୍ତ୍ରୀମଣ୍ଡଳ, ନଜର ରଖିବା ପାଇଁ ପଚାଶ ବିଧାୟକଙ୍କୁ ଦିଆଗଲା ପଚାଶ ବିଭାଗ

July 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆଜି ବିଜେଡି ସମାନ୍ତରଳାରେ ଗଠନ କରିଛି ଏକ ଛାୟା ମନ୍ତ୍ରୀ ମଣ୍ଡଳ। ସେମାନେ ମନ୍ତ୍ରୀ ପଦବାଚ୍ୟ ହେବେ ନାହିଁ, ହେଲେ ସେମାନେ ସେହି ବିଭାଗ ଉପରେ ତୀକ୍ଷ୍ମ ନଜର ରଖିବେ। ଏ ନେଇ ଆଜି ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ପ୍ରକାଶ ପାଇଛି ନାମ ତାଲିକା। ଏହି ତାଲିକାରେ ବିଜେଡିର ପଚାଶ ଜଣ ବିଧାୟକଙ୍କୁ ଦିଆଯାଇଛି ବିଭିନ୍ନ ବିଭାଗ। ସେମାନେ ହେଲେ

ଏ ସଂପର୍କରେ ବିରୋଧୀ ଦଳର ନେତାଙ୍କ ତରଫରୁ ଯେଉଁ ବିବୃତି ଦିଆଯାଇଛି ତାହା ହେଲା, ‘ବିରୋଧୀ ଦଳ ହେଉଛି ଜନସାଧାରଣଙ୍କ ସ୍ୱାର୍ଥ ର ଜାଗ୍ରତ ପ୍ରହରୀ। ବିଧାନସଭା ରେ ବିରୋଧୀ ଦଳର ଏ ଦିଗରେ ଗୁରୁତ୍ୱପୂର୍ଣ ଭୂମିକା ରହିଛି।

ତେଣୁ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର କାର୍ଯ୍ୟ କଳାପ ଉପରେ ତୀକ୍ଷ୍ଣ ନଜର ରଖିବା ସହ ବିଧାନସଭା ରେ ସମ୍ପୃକ୍ତ ବିଭାଗ ସମ୍ପର୍କିତ ଆଲୋଚନା ରେ ସକ୍ରିୟ ଅଂଶ ଗ୍ରହଣ କରି ଓଡିଶ ବାସୀଙ୍କ ହକ ତଥା ଜନସାଧାରଣ ଙ୍କ ସ୍ୱାର୍ଥ କୁ ସୁରକ୍ଷିତ ରଖୁବା ପାଇଁ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ ବିଜୁ ଜନତା ଦଳ ର 50 ଜଣ ନିର୍ବାଚିତ ସଦସ୍ୟ ମାନଙ୍କୁ ଦାୟିତ୍ୱ ପ୍ରଦାନ କରିଛନ୍ତି। ବିଧାନସଭା ରେ ବିରୋଧୀ ବିଜୁ ଜନତା ଦଳ କୁ ଅଧିକ ଦକ୍ଷତା ର ସହ ଦାୟିତ୍ୱ ସମ୍ପାଦନ କରିବାରେ ଏହା ସହାୟକ ହେବ ବୋଲି ଶ୍ରୀ ପଟ୍ଟନାୟକ ଆଶା ବ୍ୟକ୍ତ କରିଛନ୍ତି।

ବିଜେଡିର ଏପରି ପଦକ୍ଷେପକୁ ଦଳ ତରଫରୁ ସ୍ବାଗତ କରାଯାଇଛି। ଆସନ୍ତା ବିଧାନସଭାରେ ଏହି ନେତାମାନେ ସେମାନଙ୍କ ବିଭାଗ ଉପରେ ତୀକ୍ଷ୍ମ ନଜର ରଖିବା ସହିତ ପ୍ରଶ୍ନ କରିବେ। ପ୍ରଥମ ଥର ପାଇଁ ଓଡିଶା ରାଜନୀତିରେ ବିରୋଧୀ ଦଳର ଏପରି ପଦକ୍ଷେପ ଗ୍ରହଣ କରାଯାଇଛି।

ନବୀନ ପଟ୍ଟନାୟକ ବିରୋଧୀ ଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026
Latest News

ପଶ୍ଚିମ ଏସିଆର ସାମ୍ପ୍ରତିକ ବିକାଶ ଉପରେ ଆନ୍ତଃ-ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀ

March 26, 2026

ପ୍ରିଜିମ୍‍-ଏସଜି ପୋର୍ଟାଲର ଶୁଭାରମ୍ଭ

March 26, 2026

ଇମିଗ୍ରେସନ, ଭିସା, ବିଦେଶୀ ପଞ୍ଜୀକରଣ ଏବଂ ଟ୍ରାକିଂ ଯୋଜନା ଜାରି ରଖିବାକୁ କ୍ୟାବିନେଟ ମଞ୍ଜୁରି

March 26, 2026

ଆଜି ମାର୍ଚ୍ଚ ୨୬ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ବ୍ୟକ୍ତିମାନେ କଥାବାର୍ତ୍ତାରେ ସାବଧାନ ରୁହନ୍ତୁ

March 26, 2026

“ଡ୍ୟାନ୍ସ ଓଡ଼ିଶା ଡ୍ୟାନ୍ସ: ଏଇ ରବିବାର ୬:୩୦ରୁ ସେଲିବ୍ରେଟି ୱିଥ୍ ଲିଟିଲ ମାଷ୍ଟର୍ ଗ୍ରାଣ୍ଡ ଫିନାଲେ” 

March 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.