Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ରାଜ୍ୟ ବଜେଟ ଉପସ୍ଥାପିତ: ବାର୍ଦ୍ଧକ୍ୟ ଭତ୍ତା ପରିମାଣରେ ବୃଦ୍ଧି
ବିଶେଷ ଖବର

ରାଜ୍ୟ ବଜେଟ ଉପସ୍ଥାପିତ: ବାର୍ଦ୍ଧକ୍ୟ ଭତ୍ତା ପରିମାଣରେ ବୃଦ୍ଧି

July 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ଆଜି ଓଡିଶା ପାଇଁ ପ୍ରଥମ ଥର ନୂଆ ସରକାର ବଜେଟ ଉପସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ବାର୍ଦ୍ଧକ୍ୟ ଭତ୍ତା ରାଶି ୩୫୦୦ ଟଙ୍କାକୁ ବୃଦ୍ଧି କରିଛନ୍ତି।

ଜାଣନ୍ତୁ  କେଉଁ କ୍ଷେତ୍ର ପାଇଁ କେତେ ହେଲା ବ୍ୟୟ ବରାଦ:

ଶିକ୍ଷାକ୍ଷେତ୍ର: ୩୫ ହଜାର ୫୩୬ କୋଟି ଟଙ୍କା

ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା: ୫୦ କୋଟି ଟଙ୍କା

ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନା: ୭୦୧ କୋଟି ଟଙ୍କା

ସାମାଜିକ ସୁରକ୍ଷା: ୭ ହଜାର ୬ ଶହ କୋଟି ଟଙ୍କା

ଭିନ୍ନକ୍ଷମ କଲ୍ୟାଣ: ୩୦୨ କୋଟି ଟଙ୍କା

BSKY budget2024 OdishaBudget2024 ଓଡିଶା ଓଡିଶା ବଜେଟ ଓଡିଶା ବଜେଟ 2024 ବାର୍ଦ୍ଧକ୍ୟ ଭତ୍ତା ବିଏସକେୱାଇ ମୋହନ ମାଝୀ ରାଜ୍ୟ ବଜେଟ
Share. Facebook Twitter LinkedIn Email WhatsApp Copy Link

Related Posts

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

ରାଜ୍ୟରେ ସକ୍ରିୟ ରହିଛି ମୌସୁମୀ ବାୟୁ: ୧୩ ଯାଏଁ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା

September 9, 2025

ଉପରାଷ୍ଟ୍ରପତି ନିର୍ବାଚନ: ପ୍ରଧାନମନ୍ତ୍ରୀ ମୋଦି ଦେଲେ ଭୋଟ୍

September 9, 2025

ବ୍ୟାଟେରୀ ମିନେରାଲ୍ସ ଭାଲ୍ୟୁଚେନ୍ ଉପରେ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଆରମ୍ଭ

September 9, 2025
Latest News

ଲିକ୍ ହେଲା ଏସିଆ କପ୍ ପାଇଁ ଭାରତର ପ୍ଲେଇଂ-୧୧: ଜାଣନ୍ତୁ କାହାକୁ ମିଳିବ ସୁଯୋଗ

September 9, 2025

‘ଫଳାଫଳ ଚକିତ କରିବ’: ଉପରାଷ୍ଟ୍ରପତି ନିର୍ବାଚନ ମଧ୍ୟରେ ସଞ୍ଜୟ ସିଂହଙ୍କ ବଡ ଦାବି

September 9, 2025

ନେପାଳର ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ କେପି ଶର୍ମା ଓଲି

September 9, 2025

Asia Cup 2025: ଏହି ପ୍ଲେଇଂ ୧୧ ସହିତ ଏସିଆ କପ୍ ରେ ପ୍ରବେଶ କରିପାରେ ଟିମ୍ ଇଣ୍ଡିଆ

September 9, 2025

‘ଆମେ ନିଶ୍ଚିତ ଜିତିବୁ’: ଭୋଟ ଦେବା ପୂର୍ବରୁ ଉପରାଷ୍ଟ୍ରପତି ପ୍ରାର୍ଥୀ ବି. ସୁଦର୍ଶନ ରେଡ୍ଡୀଙ୍କ ବଡ ଦାବି

September 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.