Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବଜେଟକୁ ନେଇ ନବୀନ ପଟ୍ଟନାୟକଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କଣ କହିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ?
ବିଶେଷ ଖବର

ବଜେଟକୁ ନେଇ ନବୀନ ପଟ୍ଟନାୟକଙ୍କ ଆସିଲା ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କଣ କହିଲେ ପୂର୍ବତନ ମୁଖ୍ୟମନ୍ତ୍ରୀ?

July 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ଓଡିଶାରେ ପ୍ରଥମ ଥର ପାଇଁ ବିଜେପି ସରକାର ଗଠନ କରିଛି। ଏହା ପୂର୍ବରୁ ଓଡିଶାବାସୀଙ୍କୁ ବିଜେପି ଅନେକ ପ୍ରତିଶ୍ରୁତି ଦେଇଥିଲା। ଏଥିପାଇଁ ଆଜି ରାଜ୍ୟ ବଜେଟରେ ପ୍ରତିଶ୍ରୁତି ପୂରଣ କରିବା ପାଇଁ ମୋହନ ସରକାର ଅନେକ ଘୋଷଣା କରିଛନ୍ତି। ଆଜି ରାଜ୍ୟ ବଜେଟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି। ଏହାକୁ ନେଇ ବିରୋଧୀ ଦଳଗୁଡିକ ନୈରାଶ୍ୟ ବଜେଟ ବୋଲି କହିଛନ୍ତି।

ଏହି କ୍ରମରେ ରାଜ୍ୟ ବଜେଟକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପ୍ରଥମ ପ୍ରତିକ୍ରିୟା ଆସିଛି। ପୂର୍ବତନ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ‘ଡବଲ୍‌ ଇଞ୍ଜିନ ସରକାର ଦୁଇଗୁଣ ନିରାଶ କରିଛି। ଏଠାରେ ନୂଆ କିଛି ହୋଇନାହିଁ, ‘ମୋ’ ସରକାର ସମୟର ୪୦ଟି ଯୋଜନାର କେବଳ ନାଁ ପରିବର୍ତ୍ତନ କରାଯାଇଛି ବୋଲି ନବୀନ କହିଛନ୍ତି।

mohan charan majhi naveen pattanaik ବିରୋଧୀ ଦଳ ନେତା
Share. Facebook Twitter LinkedIn Email WhatsApp Copy Link

Related Posts

ବିଜୟ ସହିତ ବିଶ୍ଵକପ ଅଭିଯାନ ଆରମ୍ଭ କଲା ଭାରତ: ୨୯ ରନ୍ ରେ ଆମେରିକା ପରାସ୍ତ

February 7, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026
Latest News

ବିଜୟ ସହିତ ବିଶ୍ଵକପ ଅଭିଯାନ ଆରମ୍ଭ କଲା ଭାରତ: ୨୯ ରନ୍ ରେ ଆମେରିକା ପରାସ୍ତ

February 7, 2026

ବାଣପୁରରୁ ମହିଳାଙ୍କ ଠାରୁ ସୁନା ଗହଣା ଲୁଟ୍ ମାମଲା: ଗଜପତି ଜିଲ୍ଲାରୁ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

February 7, 2026

ରୁଷରୁ ତେଲ କିଣିବା ବନ୍ଦ କରିବ ଭାରତ, ଜାଣନ୍ତୁ କ’ଣ କହିଲେ କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ? 

February 7, 2026

ଶିମିଳିପାଳ ଅଞ୍ଚଳରେ ବିଏସଏନଏଲ ଫୋର୍‌-ଜି ସେବାର ଉଦ୍ଘାଟନ କଲେ ରାଷ୍ଟ୍ରପତି

February 7, 2026

ପୁରୀରେ ଭାରତୀୟ ମଜଦୁର ସଂଘର ୨୧ତମ ଅଖିଳ ଭାରତୀୟ ଅଧିବେଶନରେ କେନ୍ଦ୍ରମନ୍ତ୍ରୀ

February 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.