Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ଅଗ୍ନୀବରଙ୍କ ଭର୍ତ୍ତି ପାଇଁ ସଂରକ୍ଷଣ ଏବଂ ବୟସ ସୀମାରେ ହେବ କୋହଳ
ବିଶେଷ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା: ଅଗ୍ନୀବରଙ୍କ ଭର୍ତ୍ତି ପାଇଁ ସଂରକ୍ଷଣ ଏବଂ ବୟସ ସୀମାରେ ହେବ କୋହଳ

July 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: ସମଗ୍ର ଦେଶରେ ଅଗ୍ନିପଥ ଯୋଜନାକୁ ନେଇ କେନ୍ଦ୍ର ସରକାରଙ୍କୁ ବିରୋଧୀ ଦଳ ଆକ୍ରମଣ କରିଛନ୍ତି। ଏହି ଯୋଜନା ତୁରନ୍ତ ହଟାଇବା ପାଇଁ ବିରୋଧୀ ଦଳ ଦାବି କରୁଛି। ତେବେ ଏହା ଭିତରେ ଓଡିଶା ସରକାର ଏହି ଯୋଜନାକୁ ନେଇ ଏକ ବଡ ଘୋଷଣା କରିଛନ୍ତି। ଓଡିଶା ସରକାର ଅଗ୍ନୀବରମାନଙ୍କ ପାଇଁ ସଂରକ୍ଷଣ ଏବଂ ବୟସ ସୀମା ମଧ୍ୟ କୋହଳ କରିଛନ୍ତି।

ଓଡ଼ିଶାର ଯେଉଁ ଅଗ୍ନିବୀର୍‌ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ ପ୍ରତିଶତ ପର୍ଯ୍ୟନ୍ତ ସଂରକ୍ଷଣ ଘୋଷଣା କରିଛନ୍ତି। ଏହା ସହିତ ସେମାନଙ୍କ ପାଇଁ ବୟସ ସୀମା ମଧ୍ୟ ୫ ବର୍ଷ କୋହଳ କରାଯିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

agnipath Agniveer mohan charan majhi
Share. Facebook Twitter LinkedIn Email WhatsApp Copy Link

Related Posts

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026

ରଥଯାତ୍ରା ୨୦୨୬ : ପୁରୀବାସୀଙ୍କ ପାଇଁ ସ୍ୱତନ୍ତ୍ର ଦର୍ଶନ ବ୍ୟବସ୍ଥା

June 24, 2026

ଯୁବତୀକୁ ମାରି ଫିଙ୍ଗିଦେଲେ 

June 23, 2026

ତିନି ବିଶିଷ୍ଟ ବ୍ୟକ୍ତିତ୍ୱଙ୍କୁ ପଦ୍ମଶ୍ରୀ

June 23, 2026
Latest News

ରାଜ୍ୟଗୁଡ଼ିକ ସହ ଖରିଫ୍ ପ୍ରସ୍ତୁତି ସମୀକ୍ଷା କଲେ ଶିବରାଜ ସିଂହ ଚୌହାନ  

June 24, 2026

ବ୍ରିକ୍ସ ଦେଶଗୁଡ଼ିକର ଜାତୀୟ ସୁରକ୍ଷା ପରାମର୍ଶଦାତାମାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

June 24, 2026

୨୦୨୪ ବ୍ୟାଚ୍ ଆଇଏଏସ୍ ଅଧିକାରୀ ପ୍ରଶିକ୍ଷାର୍ଥୀଙ୍କ ସହିତ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

June 24, 2026

ନାଫେଡର ଇ-ନିଲାମ ପୋର୍ଟାଲ NAFEX.in ର ଶୁଭାରମ୍ଭ କଲେ ଅମିତ ଶାହ

June 24, 2026

ବିଭିନ୍ନ ପ୍ରକଳ୍ପଗୁଡ଼ିକ ଉପରେ ବିଦ୍ୟୁତ ଜନିତ ସମସ୍ୟାକୁ ନେଇ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

June 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.