Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଓଏଏସ ସ୍ତରରେ ରାଜ୍ୟ ସରକାର କଲେ ବଡ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ
ବିଶେଷ ଖବର

ଓଏଏସ ସ୍ତରରେ ରାଜ୍ୟ ସରକାର କଲେ ବଡ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ

August 6, 2024No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଓଏଏସ ସ୍ତରରେ ରାଜ୍ୟ ସରକାର କଲେ ବଡ ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ପଦବୀ

ଭୁବନେଶ୍ବର: ରାଜ୍ୟ ସରକାର ଓଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ମୁଖ୍ୟତଃ ନବୀନ ସରକାରରେ ଗାଦିମାଡି ବସିଥିବା ବହୁ ଅଧିକାରୀଙ୍କୁ ମୋହନ ସରକାର ବଦଳ କରିଦେଇଛନ୍ତି। କେତେକ ଅଧିକାରୀଙ୍କୁ ସଚିବାଳୟରୁ ବାହାର କରି ଅନ୍ୟ ସ୍ଥାନକୁ ପଠାଇଦେଇଛନ୍ତି। ଯେଉଁମାନଙ୍କର ବଦଳ ହୋଇଛି ସେମାନେ ହେଲ..

  1. ଲାଲା ମନୋଜ କୁମାର ରାୟ, ଡେପୁଟି ଡିଜି, ଗୋପବନ୍ଧୁ ପ୍ରଶାସନିକ ଏକାଡେମୀ
  2. ଶୁଭ୍ରାଂଶୁ ମିଶ୍ର, ଅତିରିକ୍ତ ସଚିବ, କୃଷି ଓ କୃଷକ କଲ୍ୟାଣ
  3.  ରବୀନ୍ଦ୍ର କୁମାର ସେଠୀ, ଜେନେରାଲ ମ୍ୟାନେଜର, ଓଡ଼ିଶା ବନ ଉନ୍ନୟନ ନିଗମ
  4. ମନୋଜ କୁମାର ସ୍ୱାଇଁ, ଯୁଗ୍ମ କମିଶନର, ବିଡିଏ
  5.  ପ୍ରତାପ ଚନ୍ଦ୍ର ହୋତା, ସ୍ୱତନ୍ତ୍ର ସଚିବ, ସଂସଦୀୟ ବ୍ୟାପାର
  6.  ପ୍ରଶାନ୍ତ କିଶୋର ମହାପାତ୍ର, ଅତିରିକ୍ତ ସଚିବ, ଉଚ୍ଚଶିକ୍ଷା ବିଭାଗ
  7.  ଏସକେ ଜମିରୁଦ୍ଦିନ, ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ
  8.  ମାନସ ରଞ୍ଜନ ପାଢ଼ୀ, ଅତିରିକ୍ତ ସଚିବ, ସାଧାରଣ ପ୍ରଶାସନ ବିଭାଗ
  9. ସୁରଞ୍ଜନ ପ୍ରଧାନ, ଅତିରିକ୍ତ ସଚିବ, ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ
  10.  ସରୋଜ କୁମାର ରାଉତ, ଅତିରିକ୍ତ ସଚିବ, ବାଣିଜ୍ୟ ଓ ପରିବହନ ବିଭାଗ
  11.  ଅରୂପ କୁମାର ସାହୁ, ଅତିରିକ୍ତ ସଚିବ, ପଂଚାୟତିରାଜ ଓ ପାନୀୟ ଜଳ
  12. ପୂର୍ଣ୍ଣଚନ୍ଦ୍ର ଦଳେଇ, ଅତିରିକ୍ତ ସଚିବ, ମତ୍ସ୍ୟ ଓ ପଶୁସମ୍ପଦ ବିଭାଗ
  13.  ବିଜୟ କୁମାର ସ୍ୱାଇଁ, ଅତିରିକ୍ତ ସଚିବ, କ୍ରୀଡ଼ା ଓ ଯୁବବ୍ୟାପାର ବିଭାଗ
  14. -ସୁକାନ୍ତ କୁମାର ପ୍ରଧାନ, ଅତିରିକ୍ତ ସଚିବ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା
  15. କୈଳାସ ଚନ୍ଦ୍ର ଦାସ, ଯୁଗ୍ମ କମିଶନର, ଭୁବନେଶ୍ୱର ମହାନଗର ନିଗମ
  16. ରଶ୍ମୀରଞ୍ଜନ ସାହୁ ମୁଖ୍ୟ, ଜେନେରାଲ ମ୍ୟାନେଜର, ଓସଡମା
  17.  ଅଞ୍ଜନ କୁମାର ଦାସ, ଯୁଗ୍ମ ସଚିବ, ସାଧାରଣ ପ୍ରଶାସନ ବିଭାଗ
  18. ଅରୁଣ କୁମାର ମଲ୍ଲିକ, ଯୁଗ୍ମ ସଚିବ, ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ
  19. ଦୀନକୃଷ୍ଣ କର, ଯୁଗ୍ମ ସଚିବ, ଜଙ୍ଗଲ ଓ ପରିବେଶ ବିଭାଗ
  20.  ପ୍ରତାପ କୁମାର ମିଶ୍ର, ସ୍ୱତନ୍ତ୍ର ସଚିବ, ସାଧାରଣ ଉଦ୍ୟୋଗ ବିଭାଗ
  21.  ସୁକାନ୍ତ କୁମାର ବେହେରା, ସଚିବ, ଓଡ଼ିଶା ମାନବାଧିକାର କମିଶନ
  22. କୃତିବାସ ରାଉତ, ଅତିରିକ୍ତ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗ
  23. ବିବେକାନନ୍ଦ ସାହୁ, ଅତିରିକ୍ତ ସଚିବ, ମହିଳା ଓ ଶିଶୁ ବିକାଶ ବିଭାଗ
  24. ବିଥିକା ସ୍ୱାଇଁ, ଅତିରିକ୍ତ କମିଶନର, ଚକବନ୍ଦୀ ଓ ବନ୍ଦୋବସ୍ତ,ବାଲେଶ୍ୱର
  25. ସବ୍ୟସାଚୀ ହୋତା, ଜେନେରାଲ ମ୍ୟାନେଜର, ଓକାକ୍‌, ଭୁବନେଶ୍ୱର
  26. ଚିନ୍ମୟ କୁମାର ଆଚାର୍ଯ୍ୟ, ଯୁଗ୍ମ ସଚିବ, ସଂସଦୀୟ ବ୍ୟାପାର
oas ଅଦଳବଦଳ ଓଏଏସ ଅଦଳବଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ଥାନା ଆଗରୁ ଯୁବକଙ୍କୁ ଅପହରଣ

May 6, 2026

ହିଞ୍ଜିଳିରେ ଗର୍ଭବତୀ ମହିଳାଙ୍କୁ ହତ୍ୟା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ବଡ଼ ଦାବି କଲେ ନବୀନ

May 6, 2026

ଏଣିକି ଚିଲିକା ହ୍ରଦରେ ବାଧ୍ୟତାମୂଳକ ହେବ ଜୀବନ ରକ୍ଷାକାରି ଜ୍ୟାକେଟ ଏବଂ ଭାସମାନ ବଳୟ

May 6, 2026

ଥାଲାପତି ବିଜୟଙ୍କୁ ସମର୍ଥନ କରିବ କଂଗ୍ରେସ: କିନ୍ତୁ ରଖିଲା ଏହି ବଡ଼ ସର୍ତ୍ତ

May 6, 2026
Latest News

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ଥାନା ଆଗରୁ ଯୁବକଙ୍କୁ ଅପହରଣ

May 6, 2026

ହିଞ୍ଜିଳିରେ ଗର୍ଭବତୀ ମହିଳାଙ୍କୁ ହତ୍ୟା: ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ବଡ଼ ଦାବି କଲେ ନବୀନ

May 6, 2026

ଥରେ ଦଳର ପୋଷ୍ଟର ବୟ, କିନ୍ତୁ ଏବେ…: ​​ଅନ୍ନାମଲାଇଙ୍କ ଅନୁପସ୍ଥିତି ବିଜେପି ଉପରେ ଗମ୍ଭୀର ପ୍ରଶ୍ନ

May 6, 2026

ଏଣିକି ଚିଲିକା ହ୍ରଦରେ ବାଧ୍ୟତାମୂଳକ ହେବ ଜୀବନ ରକ୍ଷାକାରି ଜ୍ୟାକେଟ ଏବଂ ଭାସମାନ ବଳୟ

May 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.