Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେପିର ସକ୍ରୀୟ ସଦସ୍ୟତା କର୍ମଶାଳାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ବିଶେଷ ଖବର

ବିଜେପିର ସକ୍ରୀୟ ସଦସ୍ୟତା କର୍ମଶାଳାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

October 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେପିର ସକ୍ରୀୟ ସଦସ୍ୟତା କର୍ମଶାଳାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

କେନ୍ଦୁଝର/ ଭୁବନେଶ୍ୱର: ତିନି ଦିନିଆ କେନ୍ଦୁଝର ଗସ୍ତରେ ଆସିଥିବା ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ମାଝୀ ଆଜି କେନ୍ଦୁଝର ଜିଲ୍ଲା ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ହୋଇଥିବା ସକ୍ରୀୟ ସଦସ୍ୟତା କର୍ମଶାଳା ବୈଠକରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ।

ଜିଲ୍ଲା ବିଜେପି ସଭାପତି ଅଂଶୁମାନ ସବୁଜ ମହାନ୍ତ ବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କର୍ମଶାଳାରେ ମୁଖ୍ୟମନ୍ତ୍ରୀଙ୍କ ସହିତ ରାଜ୍ୟ ଉପ ସଭାପତି ବିରଞ୍ଚି ନାରାୟଣ ତ୍ରୀପାଠୀ, କେନ୍ଦୁଝର ସାଂସଦ ଅନନ୍ତ ନାୟକ, ତେଲକୋଇ ବିଧାୟକ ଫକୀର ମୋହନ ନାଏକ, ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, କେନ୍ଦୁଝର ପୌରାଧ୍ୟକ୍ଷା ଶ୍ରୀମତୀ ନିକୁ ସାହୁ, ବରିଷ୍ଠ ସାଧାରଣ ସମ୍ପାଦକ ଶୁକଦେବ ମହାନ୍ତ, ସଦସ୍ୟତା ଟୋଲିର ଜିଲ୍ଲା ସଂଯୋଜକ ତଥା ଜିଲ୍ଲା ସାଧାରଣ ସମ୍ପାଦକ ଜ୍ଞାନରଞ୍ଜନ ସାମନ୍ତ ସିଂହାର, ଜିଲ୍ଲା ସାଧାରଣ ସମ୍ପାଦକ ଅନୁବ୍ରତ ବେହେରା ମଞ୍ଚାସୀନ ଥିଲେ।

ଆନନ୍ଦପୁର ବିଧାନସଭା ପ୍ରାର୍ଥୀ ଆଲୋକ ସେଠୀ, ଘଷିପୁରା ବିଧାନସଭା ପ୍ରାର୍ଥୀ ଶମ୍ଭୁନାଥ ରାଉତ, ଚମ୍ପୁଆ ବିଧାନସଭା ପ୍ରାର୍ଥୀ ମୁରଲୀ ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ। ଜିଲ୍ଲାର ସମସ୍ତ ମଣ୍ଡଳ ସଭାପତି, ସାଧାରଣ ସମ୍ପାଦକ, ସଦସ୍ୟତା ସହଯୋଗୀ, ଜିଲ୍ଲା ପଦାଧିକାରୀ , ରାଜ୍ୟ ନେତୃତ୍ଵ ଏବଂ ମୋର୍ଚ୍ଚା ସଭାପତି ମାନେ ଉପସ୍ଥିତ ଥିଲେ।

ସଦସ୍ୟତାରେ କେନ୍ଦୁଝର ଜିଲ୍ଲା ବିଜେପି ଏଯାବତ୍ ରାଜ୍ୟରେ ପ୍ରଥମ ସ୍ଥାନରେ ରହି ୨,୦୦,୦୦୦ ରୁ ଉର୍ଦ୍ଧ୍ବ ସଦସ୍ୟଙ୍କୁ ଯୋଡ଼ିବାରେ ସଫଳ ହୋଇ ପାରିଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସମସ୍ତ କାର୍ଯ୍ୟକର୍ତ୍ତା ଙ୍କୁ ଅଭିନନ୍ଦନ ଜଣାଇବା ସହିତ ସାଂଗଠନିକ ଆଲୋଚନା ରଖିଥିଲେ। ସାଂସଦ ଅନନ୍ତ ନାୟକ ସଦସ୍ୟତା ଅଭିଯାନକୁ ଆହୁରି ଆଗକୁ ନେଇ ବିଜେପିକୁ ସର୍ବବ୍ୟାପୀ ସର୍ବସ୍ପର୍ଷି କରିବା ଦିଗରେ କଥା ରଖିଥିଲେ। ମୁଖ୍ୟମନ୍ତ୍ରୀ ଙ୍କ ଉପସ୍ଥିତିରେ କେନ୍ଦୁଝର ବିଜେପି କର୍ମକର୍ତ୍ତା ଙ୍କ ଭିତରେ ଉତ୍ସାହ ବଢ଼ିଛି।

BJP odisha cm ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଯାତ୍ରୀଙ୍କ ପାଇଁ ଖୁସି ଖବର: ପାଟନା ଏବଂ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

August 25, 2025

ସ୍ଥିର ହେଲା ମା’ଭଗବତୀଙ୍କ ପୀଠରେ ‘ଷଷ୍ଠି ଓଷା’, ‘ଲଳିତା ସପ୍ତମୀ’ ପାଣି ତୋଳା ଯାତ୍ରାର ଲଗ୍ନ

August 25, 2025

ଅପରେସନ୍ ସିନ୍ଦୂର ପରେ ଗୋଟିଏ ମଞ୍ଚରେ ଆସିବେ ସରିଫ ଏବଂ ମୋଦି: ଜାଣନ୍ତୁ କେବେ?

August 25, 2025

ନିର୍ବାଚନ କମିଶନ ବନାମ ରାହୁଲ ଗାନ୍ଧୀ!: ଜାଣନ୍ତୁ ଜନତା କାହା ସହିତ ଅଛନ୍ତି, ଆସିଲା ବଡ଼ ସର୍ଭେ

August 25, 2025
Latest News

ଯାତ୍ରୀଙ୍କ ପାଇଁ ଖୁସି ଖବର: ପାଟନା ଏବଂ ପୁରୀକୁ ସଂଯୋଗ କରିବ ସାପ୍ତାହିକ ପୂଜା ସ୍ୱତନ୍ତ୍ର ଟ୍ରେନ୍‌

August 25, 2025

ବାଣପୁର: ଔଷଧ ଦୋକାନରେ ଅଗ୍ନିକାଣ୍ଡ ଘଟି ଲକ୍ଷାଧିକ ମୂଲ୍ୟର ସାମଗ୍ରୀ ପାଉଁଶ

August 25, 2025

ସ୍ଥିର ହେଲା ମା’ଭଗବତୀଙ୍କ ପୀଠରେ ‘ଷଷ୍ଠି ଓଷା’, ‘ଲଳିତା ସପ୍ତମୀ’ ପାଣି ତୋଳା ଯାତ୍ରାର ଲଗ୍ନ

August 25, 2025

ଭୁଲ ନିର୍ବାଚନ ତଥ୍ୟ ସେୟାର କରିବା ମାମଲା: ସୁପ୍ରିମକୋର୍ଟରୁ ସଞ୍ଜୟ କୁମାରଙ୍କୁ ବଡ଼ ଆଶ୍ୱସ୍ତି

August 25, 2025

ଅପରେସନ୍ ସିନ୍ଦୂର ପରେ ଗୋଟିଏ ମଞ୍ଚରେ ଆସିବେ ସରିଫ ଏବଂ ମୋଦି: ଜାଣନ୍ତୁ କେବେ?

August 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.