Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବାତ୍ୟା ପାଇଁ ରାଜ୍ୟବାସୀଙ୍କୁ ନବୀନ ପଟ୍ଟନାୟକଙ୍କ ନିବେଦନ: ଜୀବନ ଅମୂଲ୍ୟ, ଭୟ କରନ୍ତୁ ନାହିଁ, ସଜାଗ ରୁହନ୍ତୁ
ବିଶେଷ ଖବର

ବାତ୍ୟା ପାଇଁ ରାଜ୍ୟବାସୀଙ୍କୁ ନବୀନ ପଟ୍ଟନାୟକଙ୍କ ନିବେଦନ: ଜୀବନ ଅମୂଲ୍ୟ, ଭୟ କରନ୍ତୁ ନାହିଁ, ସଜାଗ ରୁହନ୍ତୁ

October 23, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
Naveen's Health Update
ସୁସ୍ଥ ହେଉଛନ୍ତି ନବୀନ ପଟ୍ଟନାୟକ: କ୍ୟାବିନ୍‌କୁ ହେଲେ ସ୍ଥାନାନ୍ତର

ଭୁବନେଶ୍ୱର: ବାତ୍ୟା ପରିପ୍ରେକ୍ଷୀରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ ବାସୀଙ୍କ ଉଦ୍ଦେଶ୍ୟରେ ଏକ ବାର୍ତ୍ତା ଦେଇ କହିଛନ୍ତି ଯେ, ବାତ୍ୟା ଆସୁଥିବା ଖବର ପାଇ ଆମେ ସମସ୍ତେ ଚିନ୍ତିତ। ପୂର୍ବରୁ ଆମେ ସମସ୍ତେ ମିଶି ସଫଳତା ସହ ଅନେକ ବାତ୍ୟାର ମୁକାବିଲା କରିଛେ। ଆମର ଏକ ବହୁତ effective disaster management policy ଅଛି।

ତେଣୁ ଆପଣମାନଙ୍କୁ ମୋର ଅନୁରୋଧ ବାତ୍ୟା ପାଇଁ ଆପଣ ମାନେ ଭୟଭୀତ ହୁଅନ୍ତୁ ନାହିଁ। ସଜାଗ ରୁହନ୍ତୁ। ଜୀବନ ଅମୁଲ୍ୟ। ନିରାପଦ ରୁହନ୍ତୁ। ବାତ୍ୟା ମୁକାବିଲାରେ ପ୍ରଶାସନକୁ ପୁରା ସହଯୋଗ ଦିଅନ୍ତୁ।

https://thesamikhsya.com/odia/wp-content/uploads/2024/10/WhatsApp-Video-2024-10-23-at-13.26.35.mp4

ସବୁ ନିର୍ବାଚିତ ପ୍ରତିନିଧିମାନଙ୍କୁ ମୋର ଅନୁରୋଧ ଆପଣମାନେ ଏ ବିପଦ ସମୟରେ ଲୋକଙ୍କ ସହ ରୁହନ୍ତୁ। ଲୋକଙ୍କୁ ସାହାଯ୍ୟ କରନ୍ତୁ। ମୋର ଦୃଢ଼ ବିଶ୍ୱାସ ଆମେ ସମସ୍ତେ ଏକାଠି ପୂର୍ବ ପରି ବାତ୍ୟା ଦାନାର ସଫଳ ମୁକାବିଲା କରିପାରିବା।

naveen pattanaik ନବୀନ ପଟ୍ଟନାୟକ ବିରୋଧୀ ଦଳ ନେତା
Share. Facebook Twitter LinkedIn Email WhatsApp Copy Link

Related Posts

ବଢିଲା ଡୋନାଲ୍ଡ ଟ୍ରମ୍ପଙ୍କ ସମସ୍ୟା!: H-1B ଭିସା ଉପରେ ମାମଲା ଦାୟର କଲେ 19ଟି ରାଜ୍ୟ

December 13, 2025

ଓମ୍ଫେଡ୍ କୁ ମିଳିଲା ଟ୍ରଷ୍ଟ ବ୍ରାଣ୍ଡ ଅଫ୍ ଦି ଓଡିଶା ଆଓ୍ୱାର୍ଡ

December 13, 2025

ଅମୃତ ଭାରତ ଷ୍ଟେସନ ଯୋଜନାରେ ଓଡ଼ିଶାର 59ଟି ଷ୍ଟେସନର ପୁନର୍ବିକାଶ ଜାରି: 5ଟିର କାମ ସମ୍ପୂର୍ଣ୍ଣ

December 13, 2025

ମୋବାଇଲ ଟେକ୍ନିସିଆନଙ୍କ ଆତ୍ମହତ୍ୟା

December 13, 2025
Latest News

ଓଲା ଏବଂ ବଜାଜକୁ ପଛରେ ପକାଇଲା ଟିଭିଏସ୍, ବିକ୍ରିରେ ଆଇକ୍ୟୁବ୍ ହେଲା ଦେଶର ନମ୍ବର-୧ ଇଭି ସ୍କୁଟର

December 13, 2025

କୋଲକାତା ଷ୍ଟାଡିୟମରେ ଚେୟାର ଏବଂ ବୋତଲ ଫିଙ୍ଗିଲେ ମେସି ପ୍ରଶଂସକ: କ୍ଷମା ମାଗିଲେ ମୁଖ୍ୟମନ୍ତ୍ରୀ ମମତା

December 13, 2025

ICC ରେକର୍ଡରେ ସାମିଲ ହେଲା ନାହିଁ ବୈଭବ ସୂର୍ଯ୍ୟବଂଶୀଙ୍କ ଐତିହାସିକ ୧୭୧ ରନ୍: ଜାଣନ୍ତୁ କାରଣ

December 13, 2025

ପାକିସ୍ତାନ ବିଶ୍ୱବିଦ୍ୟାଳୟରେ ପଢ଼ାଯିବ ମହାଭାରତ ଏବଂ ଗୀତା, ପ୍ରଥମ ଥର ପାଇଁ ସଂସ୍କୃତ ଅଧ୍ୟୟନ ଆରମ୍ଭ

December 13, 2025

ଭାରତ ଗସ୍ତରେ ଲିଓନେଲ୍ ମେସି: କିମ୍ବଦନ୍ତୀ ଫୁଟବଲ୍ ଖେଳାଳିଙ୍କୁ ଭେଟିବେ ରାହୁଲ ଗାନ୍ଧୀ ଏବଂ ଶାହରୁଖ ଖାନ

December 13, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.