Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ
ବିଶେଷ ଖବର

ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

July 22, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
hemant
ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଇଏଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ବରିଷ୍ଠ ଆଇଏଏସ ତଥା ଅତିରିକ୍ତ ମୁଖ୍ୟ ସଚିବ ହେମନ୍ତ ଶର୍ମାଙ୍କୁ ସୂଚନା ଓ ଲୋକ ସଂପର୍କ ବିଭାଗର ଅତିରିକ୍ତ ଦାୟିତ୍ବ। ସେ ତାଙ୍କର ପୂର୍ବପରି ଶିଳ୍ପ ବିଭାଗ ଏବଂ ଇପିକୋଲର ଅଧ୍ୟକ୍ଷ ସହିତ ଏହି ସୂଚନା ଓ ଲୋକସଂପର୍କ ବିଭାଗର ଦାୟିତ୍ବରେ ରହିବେ।

ଏହି ବିଭାଗର ଦାୟିତ୍ବ ହେମନ୍ତ ଶର୍ମା ନେବା ପରେ ଏହାର ଦାୟିତ୍ବରେ ଥିବା ସଂଜୟ ସିଂହ ବିଦାୟ ନେବେ। ସେହିପରି ରାଜ୍ୟ ସରକାର ସଂଜିବ ମିଶ୍ରଙ୍କୁ ତାଙ୍କର ସଂସ୍କୃତି ଓ ଅନୁସୂଚିତ ଜାତି ଓ ଜନଜାତୀ ବିଭାଗ ସହିତ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ରହିବେ। ଯେଉଁ ଅଦଳବଦଳ ହୋଇଛି ତାହା ହେଲା

1- ହେମନ୍ତ ଶର୍ମା- ଶିଳ୍ପ ଓ ଇପିକୋଲ ଅଧ୍ୟକ୍ଷ ସହିତ ସୂଚନା ଓ ଲୋକ ସଂପର୍କ ବିଭାଗ ଅତିରିକ୍ତ ଦାୟିତ୍ବ

2- ସଂଜିବ ମିଶ୍ର-  ଅର୍ଥ ବିଭାଗ ପ୍ରମୁଖ ଶାସନ ସଚିବ

3-ଏନ ବି ଏସ ରାଜପୁତ- ପ୍ରମୁଖ ଶାସନ ସଚିବ ସାଧାରଣ ଉଦ୍ୟୋଗ

4- ଭାସ୍କର ଜ୍ୟୋତି ଶର୍ମା- ଅବକାରୀ ବିଭାଗର ପ୍ରମୁଖ ଶାସନ ସଚିବ

5- ରୂପା ରୋଶନ ସାହୁ- ରାଜ୍ୟପାଳଙ୍କ ସଚିବ

6- ସଚୀନ ରାମଚନ୍ଦ୍ର ଯାଦବ- ସଚିବ କ୍ରୀଡା ଓ ଯୁବ ବ୍ୟାପାର ବିଭାଦ

7- ଭୂପିନ୍ଦର ସିଂ ପୁନିଆ- ସଚିବ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା

8- ବି ପରମେଶ୍ବରନ- ସଚିବ ଅନୁସୂଚିତ ଜାତି ଓ ଜନଜାତି ଓ ସଂଖ୍ୟାଲଘୁ ଓ ପଛୁଆ ଜାତି ବିଭାଗ

9- ଗୁହା ପୁନମ ତାପସ କୁମାର- ହସ୍ତତନ୍ତ ଓ ବୟନ ଶିଳ୍ପ ବିଭାଗ ସଚିବ ସହିତ କେନ୍ଦ୍ରାଞ୍ଚଳ ଆରଡିସି

10- ଡି ପ୍ରଶାନ୍ତ କୁମାର ରେଡ୍ଡୀ- ସଚିବ ଏମଏସଏମଇ

11- ଇନ୍ଦ୍ରମଣି ତ୍ରିପାଠୀ- ଲେବର କମିଶନର ସହିତ ସେ ଫାକ୍ଟ୍ରି ଓ ବୟଲର ଇନିସ୍ପେକ୍ଟର ଅତିରିକ୍ତ ଦାୟିତ୍ବ

ସେହିପରି ……..ପରବର୍ତ୍ତି ଖବରରେ

ଆଇଏଏସ ଅଦଳବଦଳ ହେମନ୍ତ ଶର୍ମା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

ସାବଧାନ!: ଏପ୍ରିଲ ୧ ରୁ ପରିବର୍ତ୍ତନ ହେବ UPI ପଦ୍ଧତି, ଜାଣିବା ଜରୁରୀ

March 31, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

ନକ୍ସଲମୁକ୍ତ ଭାରତ: ୫୬ ବର୍ଷର ସଂଘର୍ଷର ଅନ୍ତ ଏବଂ ଏକ ଐତିହାସିକ ସଫଳତା  

March 31, 2026
Latest News

ଆଜି ଏପ୍ରିଲ ୧ ତାରିଖ ବୁଧବାର ଦିନ ଏହି ପାଞ୍ଚୋଟି ରାଶି ପାଇଁ ରହିଛି ଅସୁବିଧା, କରନ୍ତୁ ପ୍ରତିକାର

April 1, 2026

ସଂସଦରେ ଉଠିଲା ପିତୃତ୍ୱ ଛୁଟି ପ୍ରସଙ୍ଗ: ଆଉ ଏକ ସାମାଜିକ ଅଧିକାର ଦାବି କଲେ ରାଘବ ଚଢା

March 31, 2026

ବାଲୁଗାଁ ମହାବିଦ୍ୟାଳୟରେ ରାଜ୍ୟସ୍ତରୀୟ ପ୍ରକୃତି ଶିବିର

March 31, 2026

୩୦୦୦ ଟଙ୍କା ଭତ୍ତା, ମହିଳାଙ୍କ ପାଇଁ ଖାଦ୍ୟ ସୁରକ୍ଷା କାର୍ଡ: କେରଳରେ ବିଜେପି ର ଘୋଷଣାପତ୍ର

March 31, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ମା’ଙ୍କ ବିରୋଧରେ ଆପତ୍ତିଜନକ ଭାଷା ମାମଲା: ଗିରଫ ହେଲେ ମୌଲାନା

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.