Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆସିଲା ବଡ ଖବର, ଏବେ ହେବ ନାହିଁ ରାଜ୍ୟ ମନ୍ତ୍ରୀମଣ୍ଡଳ ଅଦଳବଦଳ ଓ ସଂପ୍ରସାରଣ, ଜାଣନ୍ତୁ କେବେ ???
ବିଶେଷ ଖବର

ଆସିଲା ବଡ ଖବର, ଏବେ ହେବ ନାହିଁ ରାଜ୍ୟ ମନ୍ତ୍ରୀମଣ୍ଡଳ ଅଦଳବଦଳ ଓ ସଂପ୍ରସାରଣ, ଜାଣନ୍ତୁ କେବେ ???

July 24, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Cabinet
ଆସିଲା ବଡ ଖବର, ଏବେ ହେବ ନାହିଁ ରାଜ୍ୟ ମନ୍ତ୍ରୀମଣ୍ଡଳ ଅଦଳବଦଳ ଓ ସଂପ୍ରସାରଣ, ତେବେ କେବେ ?

ଭୁବନେଶ୍ବର: ବର୍ତ୍ତମାନ ରାଜ୍ୟରେ ବଡ଼ ଚର୍ଚ୍ଚା ଚାଲିଛି ତାହା ହେଲା ମନ୍ତ୍ରୀ ମଣ୍ଡଳ ଅଦଳବଦଳ। କେବଳ ସେତିକି ନୁହେଁ ଏହି ମନ୍ତ୍ରୀ ମଣ୍ଡଳରେ କେଉଁମାନେ ସାମିଲ ହେବେ ସେ ତଥ୍ୟ ମଧ୍ୟ ଗଣ ମାଧ୍ୟମରେ ପ୍ରଚାର ଚାଲିଛି। ଯେଉଁଦିନ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ରାଜ୍ୟପାଳଙ୍କୁ ସାକ୍ଷାତ କଲେ ଏହି ଚର୍ଚ୍ଚା ଜୋର ଧରିଥିଲା। ଏହାପରେ ରାଜ୍ୟପାଳ ହରିବାବୁ କୁମ୍ଭମପଟି ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନଙ୍କ ବାସଭବନକୁ ଆସିବା ପରେ ଏହି ଚର୍ଚ୍ଚା ଆହୁରି ଜୋର ହେଲା।

ଏବେ ବିଜେପି ସଭାପତି ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି। ସେଠାରେ ସେ ଉଚ୍ଚ ନେତୃତ୍ବଙ୍କ ସହିତ ଆଲୋଚନା କରୁଛନ୍ତି। ତେବେ ମନ୍ତ୍ରୀ ମଣ୍ଡଳ ଅଦଳବଦଳ ଓ ସଂପ୍ରସାରଣ ନିଶ୍ଚିତ ହେବ। ହେଲେ ବର୍ତ୍ତମାନ ପାଇଁ ଏହାକୁ ସ୍ଥଗିତ ରଖାଯାଇଛି। ଦିଲ୍ଲୀ ସୁତ୍ର ଅନୁସାରେ ଏହି ଅଦଳବଦଳ ଆସନ୍ତା ଅଗଷ୍ଟ ପନ୍ଦର ପରେ ହେବ ବୋଲି କୁହାଯାଉଛି। ଅନ୍ୟ ଏକ ସୁତେର ଅନୁସାରେ ଚଳିତ ମାସ ଶେଷ ଆଡକୁ ମଧ୍ୟ ଏହା ହୋଇପାରେ।

cabinet ମନ୍ତ୍ରୀ ମଣ୍ଡଳ ଅଦଳବଦଳ ରାଜ୍ୟ ମନ୍ତ୍ରୀ ମଣ୍ଡଳ ଅଦଳବଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ବ୍ରହ୍ମପୁର ରେଳ ଷ୍ଟେସନର ହେବ ଆଧୁନିକୀକରଣ; ୩ଟି ନୂଆ ଲାଇନ ସହ ଦକ୍ଷିଣ ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତିଫଳନ

April 22, 2026

ଏଣିକି ଭୁବନେଶ୍ଵରରୁ ଶିରିଡ଼ି, ତିରୁପତିକୁ ଉଡ଼ିବ ବିମାନ

April 22, 2026

ନିର୍ବନ୍ଧର ତିନିଦିନ ପରେ ବିଲରୁ ମିଳିଲା ଯୁବତୀଙ୍କ ମୃତଦେହ

April 22, 2026
Latest News

ଝାରସୁଗୁଡା ଦେଶର ସବୁଠୁ ଉତ୍ତପ୍ତ ସହର

April 22, 2026

ଇଥାନଲ୍ ଉପରେ ନିୟମ ପରିବର୍ତ୍ତନ କଲେ ସରକାର, ମହଙ୍ଗା ବିମାନ ଯାତ୍ରା ହେବ ଶସ୍ତା !

April 22, 2026

ଟ୍ରମ୍ପ ଦେଲେ ଖୁସି ଖବର: ଇରାନ ସହିତ ହୋଇପାରେ ଶାନ୍ତି ଆଲୋଚନା

April 22, 2026

ମମତା ବାନାର୍ଜୀଙ୍କୁ ସୁପ୍ରିମକୋର୍ଟଙ୍କ କଡା ଭର୍ତ୍ସନା: ବଙ୍ଗଳାରେ ବିଚାରପତିମାନେ ମଧ୍ୟ ସୁରକ୍ଷିତ ନୁହଁନ୍ତି

April 22, 2026

ପ୍ରଥମ ଚିଲିକା ପୁସ୍ତକ ମେଳା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

April 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.