Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ହରର ଏକ ହସପିଟାଲରେ ଭର୍ତ୍ତି, ଚାଲିଛି ଚିକିତ୍ସା
ବିଶେଷ ଖବର

ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ହରର ଏକ ହସପିଟାଲରେ ଭର୍ତ୍ତି, ଚାଲିଛି ଚିକିତ୍ସା

August 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବୀନ ପଟ୍ଟନାୟକ ଅସୁସ୍ଥ,
ନବୀନ ପଟ୍ଟନାୟକ ଅସୁସ୍ଥ, ଭୁବନେଶ୍ହରର ଏକ ହସପିଟାଲରେ ଭର୍ତ୍ତି, ଚାଲିଛି ଚିକିତ୍ସା

ଭୁବନେଶ୍ବର: ବିଜୁ ଜନତା ଦଳର ସଭାପତି ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପୁଣି ଥରେ ଅସୁସ୍ଥ ହୋଇଛନ୍ତି । ଡିହାଇଡ୍ରେସନ୍ କାରଣରୁ ଭୁବନେଶ୍ବରର ସେ ଏକ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ନବୀନଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି ଆସୁଛି ବୋଲି ଡାକ୍ତର ସ୍ପଷ୍ଟ କରିଛନ୍ତି। ଏ ନେଇ ବିଜେଡି ତରଫରୁ ମଧ୍ୟ ସୂଚନା ଦିଆଯାଇଛି।

ଏଥିରେ କୁହାଯାଇଛି ଯେ, ଆମର ସଭାପତି ନବୀନ ପଟ୍ଟନାୟକ ଡିହାଇଡ୍ରେସନ ଯୋଗୁଁ ଅସୁସ୍ଥ ହୋଇପଡିଛନ୍ତ। ତାଙ୍କୁ ଏକ ଘରୋଇ ହସପିଟାଲରେ ଭର୍ତ୍ତି କରାଯାଇଛି। ତେବେ ତାଙ୍କର ଅସୁସ୍ଥ ଖବର ପାଇବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଶୁ ଆରୋଗ୍ୟା କାମନା କରିଛନ୍ତି।

ନବୀନ ଅସୁସ୍ଥ୍ୟ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଜାତୀୟ ସ୍ତରୀୟ ଭଲିବଲ୍ ପ୍ରତିଯୋଗିତା ପାଇଁ ଶିବପ୍ରସାଦଙ୍କ ମଧ୍ୟପ୍ରଦେଶ ଯାତ୍ରା

November 10, 2025

ଆଜି ଓଡ଼ିଶା ଆସୁଛନ୍ତି କେନ୍ଦ୍ର କୃଷି ମନ୍ତ୍ରୀ: ‘ମାଣ୍ଡିଆ ଦିବସ’ରେ ଦେବେ ଯୋଗ

November 10, 2025

ମୁନିଗୁଡା ଅମୃତ ଭାରତ ରେଳ ଷ୍ଟେସନଠାରେ ରେଳକୋଚ୍ ରେଷ୍ଟୁରାଣ୍ଟ ଉଦଘାଟିତ

November 10, 2025

ପର୍ଯ୍ୟଟନ ଭିତ୍ତିଭୂମି ସୁଦୃଢୀକରଣ ମାଧ୍ୟମରେ ପର୍ଯ୍ୟଟନ ଶିଳ୍ପକୁ ବ୍ୟାପକ କରାଯିବ: ପ୍ରଭାତୀ ପରିଡ଼ା

November 10, 2025
Latest News

Union Budget 2026: ବଜେଟ ପ୍ରସ୍ତୁତି ପାଇଁ ଦେଶର ଅର୍ଥନୀତିଜ୍ଞ ସହ ବୈଠକ କଲେ କେନ୍ଦ୍ର ଅର୍ଥମନ୍ତ୍ରୀ

November 10, 2025

ଟି-୨୦ ବିଶ୍ୱକପ୍ ସମ୍ପର୍କରେ ଗମ୍ଭୀର ଦେଲେ ବଡ ବୟାନ: ଖେଳାଳିଙ୍କୁ ଦେଲେ ଏହି ପରାମର୍ଶ

November 10, 2025

ବଡ଼ ଆତଙ୍କବାଦୀ ଯୋଜନା ପଣ୍ଡ: ୩୬୦ କିଲୋ ବିସ୍ଫୋରକ ସହ ସନ୍ଦିଗ୍ଧ ଆତଙ୍କବାଦୀ ଗିରଫ

November 10, 2025

ଜାତୀୟ ସ୍ତରୀୟ ଭଲିବଲ୍ ପ୍ରତିଯୋଗିତା ପାଇଁ ଶିବପ୍ରସାଦଙ୍କ ମଧ୍ୟପ୍ରଦେଶ ଯାତ୍ରା

November 10, 2025

ଭଗବାନ ବୁଦ୍ଧଙ୍କ ପବିତ୍ର ଅବଶେଷକୁ ଶ୍ରଦ୍ଧାପୂର୍ବକ ସ୍ୱାଗତ କରିଥିବାରୁ ଭୂଟାନକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

November 10, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.