Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ
ବିଶେଷ ଖବର

ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

August 17, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବୀନ ପଟ୍ଟନାୟକ
ନବୀନ ପଟ୍ଟନାୟକଙ୍କ ଚାଲିଛି ଚିକିତ୍ସା, ହସପିଟାଲ ଭିତରୁ ଆସିଲା ଭିଡିଓ

ଭୁବନେଶ୍ବର: ଆଜି ରାତିରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅସୁସ୍ଥ ହୋଇପଡିବାରୁ ତାଙ୍କୁ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରାଯାଇଛି। ସେ ସମ ଅଲଟିମେଟ ରେ ବର୍ତ୍ତମାନ ଚିକିତ୍ସିତ ହେଉଛନ୍ତି। ତାଙ୍କ ଦେହ ବର୍ତ୍ତମାନ ସ୍ଥିର ରହିଛି। ସେ ଡାକ୍ତରମାନଙ୍କ ସହିତ କଥା ହେଉଥିବାର ପରିଲକ୍ଷିତ ହୋଇଛି। ହସପିଟାଲ ବେଡରୁ ଏ ନେଇ ଏକ ଭିଡିଓ ଜାରୀ କରାଯାଇଛି।

https://thesamikhsya.com/odia/wp-content/uploads/2025/08/naveen.mp4

ଏହି ଖବର ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନିର୍ଦ୍ଦେଶର ସମ ଅଲଟିମେଟ ଯାଇ ନବୀନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବୁଝିଛନ୍ତି ସ୍ବାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ। ତାଙ୍କ ସହିତ ଆଇନ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ ଏବଂ ଏକାମ୍ର ଭୁବନେଶ୍ବର ବିଧାୟକ ବାବୁ ସିଂ ମଧ୍ୟ ହସପିଟାଲ ଯାଇ ଡାକ୍ତରଙ୍କ ସହିତ ଆଲୋଚନା କରିଛନ୍ତି।

ଅସୁସ୍ଥ ନବୀନ ପଟ୍ଟନାୟକ ନବୀନ ପଟ୍ଟନାୟକ
Share. Facebook Twitter LinkedIn Email WhatsApp Copy Link

Related Posts

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026

ଫିଟନେସ ସାର୍ଟିଫିକେଟ୍ ନଥିଲେ ଗାଡ଼ିର ପଞ୍ଜୀକରଣ ବନ୍ଦ, ସମସ୍ତ RTOଙ୍କୁ କଡ଼ା ନିର୍ଦ୍ଦେଶ

July 4, 2026

ରଥଯାତ୍ରା ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା: ୨୩ ହଜାରରୁ ଅଧିକ ସୁରକ୍ଷାକର୍ମୀ ହେବେ ମୁତୟନ

July 4, 2026
Latest News

ଦ୍ୱିତୀୟ ଟି-୨୦ରେ ଜାକବ୍ ବେଥେଲ୍‌ଙ୍କ ବିସ୍ଫୋରକ ପାଳି: ଇଂଲଣ୍ଡଠାରୁ ଭାରତର ଲଜ୍ଜାଜନକ ପରାଜୟ

July 5, 2026

ଆଜି ଜୁଲାଇ ୫ ତାରିଖରେ ପାଞ୍ଚୋଟି ରାଶିର ବ୍ୟକ୍ତିମାନଙ୍କ ଭାଗ୍ୟ ଉଜ୍ଜଳ ହେବ, ଜାଣନ୍ତୁ ରାଶିଫଳ

July 5, 2026

ଡ୍ରେନରେ ଭାସି ନିଖୋଜ : ଉଦ୍ଧାର କାର୍ଯ୍ୟ ସ୍ଥଗିତ

July 5, 2026

ବଦଳି, ଶେଷ ଫୋନ୍ କଲ୍ ଓ ରହସ୍ୟମୟ ମୃତ୍ୟୁ: ବିୟୁଟି ମହାନ୍ତି ମୃତ୍ୟୁ ଘଟଣାରେ ବଢ଼ୁଛି ପ୍ରଶ୍ନ

July 4, 2026

ଫିଟନେସ ସାର୍ଟିଫିକେଟ୍ ନଥିଲେ ଗାଡ଼ିର ପଞ୍ଜୀକରଣ ବନ୍ଦ, ସମସ୍ତ RTOଙ୍କୁ କଡ଼ା ନିର୍ଦ୍ଦେଶ

July 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.