Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ, ବଦଳିଲେ ସାତଟି ଜିଲ୍ଲାର ଏସପି
ବିଶେଷ ଖବର

ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ, ବଦଳିଲେ ସାତଟି ଜିଲ୍ଲାର ଏସପି

August 21, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ, ବଦଳିଲେ ସାତଟି ଜିଲ୍ଲାର ଏସପି

ଭୁବନେଶ୍ବର: ଆଜି ରାଜ୍ୟ ସରକାର ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି। ସେହି ଅନୁସାରେ ଆଜି 18 ଜଣଙ୍କ ବଦଳି କରାଯାଇଛି। ସେମାନଙ୍କ ମଧ୍ୟରେ ସାତଟି ଜିଲ୍ଲାର ଏସପି ମଧ୍ୟ ବଦଳି ହୋଇଛନ୍ତି। ଯେଉଁମାନଙ୍କର ବଦଳି ହୋଇଛି ସେମାନେ ହେଲେ

ଏହି ବଦଳି ମଧ୍ୟରେ ଅଛନ୍ତି ପୁରୀ ଏସପି ପିନାକ ମିଶ୍ର। ତାଙ୍କୁ ଡିଆଇଜି ରାଙ୍କକୁ ପ୍ରମୋସନ କରାଯାଇ ପୂର୍ବାଞ୍ଚଳ ପୋଲିସ ରେଞ୍ଜକୁ ବଦଳି କରାଯାଇଛି।

 

IPS Transfer ଆଇପିଏସ ଅଦଳବଦଳ
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ବଜେଟ ପୂର୍ବରୁ କୃଷି ମନ୍ତ୍ରଣାଳୟର ଗୁରୁତ୍ୱପୂର୍ଣ୍ଣ ବୈଠକ, ରାଜ୍ୟଗୁଡ଼ିକୁ ଦିଆଗଲା ବଡ ନିର୍ଦ୍ଦେଶ

January 11, 2026
Latest News

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.