Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ବିଶେଷ ଖବର

ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

August 23, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନବୀନ ପଟ୍ଟନାୟକ
ନବୀନ ପଟ୍ଟନାୟକଙ୍କୁ କାହିଁକି ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ଯାଇ ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ତାଙ୍କର ସୁସ୍ଥତା କାମନା କରି ‘ଆପଣଙ୍କ ସ୍ୱାସ୍ଥ୍ୟ ଅବସ୍ଥା କିପରି ଅଛି’ ବୋଲି ପଚାରିଥିଲେ । ବିରୋଧୀ ଦଳ ନେତା ଶ୍ରୀ ପଟ୍ଟନାୟକ କହିଥିଲେ, ‘ମୁଁ ସୁସ୍ଥ ଅନୁଭବ କରୁଛି’।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ନିକଟରେ ଆପଣଙ୍କ ସୁସ୍ଥ ନିରାମୟ ଜୀବନ ନିମନ୍ତେ ପ୍ରାର୍ଥନା କରୁଛି।

ସୂଚନା ଯୋଗ୍ୟ ଯେ, ବିରୋଧୀ ଦଳ ନେତା ତାଙ୍କର ଦେହ ଅସୁସ୍ଥ ଥିବାରୁ ସେ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହୋଇ ଫେରିଛନ୍ତି। ତେଣୁ, ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ନବୀନ ନିବାସ ଯାଇ ତାଙ୍କୁ ସାକ୍ଷାତ କରି ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ପ୍ରାୟ ୧୦ ମିନିଟ ଧରି ଆଲୋଚନା ହୋଇଥିଲା ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଦିଲ୍ଲୀ ଗସ୍ତ ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କରିବା ସମୟରେ ‘ନବୀନ ବାବୁଙ୍କ ସ୍ୱାସ୍ଥ୍ୟ ଅବସ୍ଥା କେମିତି ଅଛି ବୋଲି ପ୍ରଧାନମନ୍ତ୍ରୀ ପଚାରିଥିଲେ’। ସେହି ସମୟରେ ଶ୍ରୀ ପଟ୍ଟନାୟକ ମୁମ୍ବାଇରେ ଚିକିତ୍ସାଧୀନ ଥିଲେ। ମୁଖ୍ୟମନ୍ତ୍ରୀ ଆଗାମୀ ବିଧାନସଭା ଅଧିବେଶନ ଯେପରି ସୁରୁଖୁରୁରେ ପରିଚାଳିତ ହେବ, ସେଥିନେଇ ସହଯୋଗ କାମନା କରିଥିଲେ।

ଅସୁସ୍ଥ ନବୀନ ପଟ୍ଟନାୟକ ନବୀନ ପଟ୍ଟନାୟକ ନବୀନ ମୋହନ ଭେଟ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖିବା ନେଇ କଂଗ୍ରେସରେ ଝଡ, ମୋକିମଙ୍କ ଭବିଷ୍ୟତ ନେଇ ପ୍ରଶ୍ନବାଚୀ

December 12, 2025

ସାନ ଭାଇର ଛୁରୀ ମାଡରେ ବଡ଼ଭାଇ ଗୁରୁତର, ଥାନାରେ ଏତଲା

December 12, 2025

ଆମେରିକା ପରେ ଏବେ ଭାରତ ଉପରେ ୫୦% ଶୁଳ୍କ ଲାଗୁ କଲା ଏହି ଦେଶ

December 12, 2025

ଉତ୍ତମ ପରିଚାଳନା ଭାରତ ଅଭିବୃଦ୍ଧିର ଚାବିକାଠି: ରାଜ୍ୟପାଳ

December 12, 2025
Latest News

୧୯ ବର୍ଷରୁ କମ୍ ଏସିଆ କପ୍ ୨୦୨୫: ପୁଣି ବିସ୍ଫୋରକ ପାଳି ଖେଳି ଶତକ ହାସଲ କଲେ ବୈଭବ ସୂର୍ଯ୍ୟବଂଶୀ

December 12, 2025

Jio 5G: ୫ଜିରେ ଜିଓ ଆଗୁଆ, ଦେଶରେ ୨୩ କୋଟି ଗ୍ରାହକ ଯୋଡିଲ ରିଲାଏନ୍ସ

December 12, 2025

ସୋନିଆ ଗାନ୍ଧୀଙ୍କୁ ଚିଠି ଲେଖିବା ନେଇ କଂଗ୍ରେସରେ ଝଡ, ମୋକିମଙ୍କ ଭବିଷ୍ୟତ ନେଇ ପ୍ରଶ୍ନବାଚୀ

December 12, 2025

ଭାରତକୁ ମିଳିବ 300 ରୁଷିଆନ୍ R-37M କ୍ଷେପଣାସ୍ତ୍ର: ଦ୍ରୁତ ଗତିରେ ଶତୃ ଦେଶକୁ କରିବ ଟାର୍ଗେଟ

December 12, 2025

ନଅଟି ବଲ୍ ରେ ପାଞ୍ଚଟି ୱିକେଟର ପତନ, ଦକ୍ଷିଣ ଆଫ୍ରିକା ବିରୋଧରେ ଟିମ୍ ଇଣ୍ଡିଆର ଲଜ୍ଜାଜନକ ରେକର୍ଡ

December 12, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.