Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେଡିର ଦୁଇ ଛାମୁଆ ସଂଗଠନରେ ଦୁଇ ସାହୁଙ୍କୁ ନିଯୁକ୍ତି କଲେ ସଭାପତି ନବୀନ ପଟ୍ଟନାୟକ
ବିଶେଷ ଖବର

ବିଜେଡିର ଦୁଇ ଛାମୁଆ ସଂଗଠନରେ ଦୁଇ ସାହୁଙ୍କୁ ନିଯୁକ୍ତି କଲେ ସଭାପତି ନବୀନ ପଟ୍ଟନାୟକ

August 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡିର ଦୁଇ ଛାମୁଆ ସଂଗଠନ
ବିଜେଡିର ଦୁଇ ଛାମୁଆ ସଂଗଠନରେ ଦୁଇ ସାହୁଙ୍କୁ ନିଯୁକ୍ତି କଲେ ସଭାପତି ନବୀନ ପଟ୍ଟନାୟକ

ଭୁବନେଶ୍ବର: ସଂଗଠନ କାର୍ଯ୍ୟ ଆରମ୍ଭ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ହସପିଟାଲରୁ ଆସିବା ପରେ ପ୍ରଥମ ଥର ପାଇଁ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ନବୀନ। ଆଜି ବିଜୁ ଛାତ୍ର ଜନତା ଏବଂ ବିଜୁ ଯୁବ ଜନତା ଦଳର ନୂଆ ସଭାପତି ଏବଂ ନୂଆ ସଦସ୍ୟଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି। ଏ ନେଇ ଆଜି ବିଜୁ ଜନତା ଦଳ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ସେହି ଅନୁସାରେ ବିଜୁ ଛାତ୍ର ଜନତା ଦଳ ସଭାପତି ଭାବେ ଇପସିତା ସାହୁଙ୍କୁ ନିଯୁକ୍ତି ଦିଆଯାଇଛି। ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଖେଇ ଆସୁଥିବା ବେଳେ ଇପସିତାଙ୍କ ନିଯୁକ୍ତି ବେଶ ଗୁରୁତ୍ବ ବହନ କରୁଛି। ସେହିପରି ଯୁବ ଜନତା ସଭାପତି ଭାବେ ଚିନ୍ନୟ ସାହୁଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ।

ବିଜେଡିର ଏହି ଦୁଇ ଛାମୁଆ ସଂଗଠନ ପାଇଁ ଯେଉଁସବୁ ନିଯୁକ୍ତି ହୋଇଛି ତାହା ହେଲା

ବିଜୁ ଛତ୍ର ଜନତା ଦଳ (BCJD)

  • ଇପ୍ସିତା ସାହୁ – ସଭାପତି
  •  ଶ୍ରୀ ଦେବଶ ଆଚାର୍ଯ୍ୟ – ବରିଷ୍ଠ ସାଧାରଣ ସମ୍ପାଦକ (ଛାତ୍ର ବ୍ୟାପାର)
  • ଶ୍ରୀ ଦେବୀ ରଂଜନ ତ୍ରିପାଠୀ – ସାଧାରଣ ସମ୍ପାଦକ (ଛାତ୍ର ବ୍ୟାପାର)
  • ଶ୍ରୀ ସୁଭାଶିଷ ଖୁଣ୍ଟିଆ – ସାଧାରଣ ସମ୍ପାଦକ (ଛାତ୍ର ବ୍ୟାପାର)
  • ଶ୍ରୀ ସୌଭିକ୍ ବିଶ୍ବାଲ – ସାଧାରଣ ସମ୍ପାଦକ (ଛାତ୍ର ବ୍ୟାପାର)

ବିଜୁ ଯୁବ ଜନତା ଦଳ (BYJD)

  • ଚିନ୍ମୟ ସାହୁ – ସଭାପତି
  • ଶ୍ରୀ ବୈମକେଶ ରାୟ – ବରିଷ୍ଠ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର)
  • ଶ୍ରୀ ରାଜେନ୍ଦ୍ର କୁମାର ସାହୁ – ସାଧାରଣ ସମ୍ପାଦକ (ଯୁବ ବ୍ୟାପାର)
  • ଶ୍ରୀ ଅମରଶ ପତ୍ରୀ – ସାଧାରଣ ସମ୍ପାଦକ (ଯୁବ ବ୍ୟାପାର)
  • ଶ୍ରୀ ସଞ୍ଜିତ ମହାନ୍ତି – ସାଧାରଣ ସମ୍ପାଦକ (ଯୁବ ବ୍ୟାପାର)

ତେବେ ଏହି ସବୁ ନିଯୁକ୍ତିରେ ନିଜେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ବିଜ୍ଞପ୍ତି ପ୍ରକାଶ ପାଇଛି।

BJD ବିଜୁ ଛତ୍ର ଜନତା ଦଳ ବିଜୁ ଯୁବ ଜନତା ଦଳ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ‘ଉତ୍ସାହ ୨୦୨୫’ ଉଦଯାପିତ

November 17, 2025

ତୃତୀୟ ସର୍ବ ଭାରତୀୟ କ୍ରିକେଟ ଚାମ୍ପିୟନସିପ୍: ଚମ୍ପିଆନ ଟିମକୁ ଟ୍ରଫି ପ୍ରଦାନ କଲେ ସ୍ୱାସ୍ଥ୍ୟ ମନ୍ତ୍ରୀ

November 17, 2025

ବିହାର ପାଇଁ କ୍ୟାବିନେଟ ଫର୍ମୁଲା ସ୍ଥିର, ନୀତିଶ ହେବେ ମୁଖ୍ୟମନ୍ତ୍ରୀ, ବିଜେପି ପାଇବ ଦୁଇ ଉପମୁଖ୍ୟମନ୍ତ୍ରୀ!

November 17, 2025

ଗୋଆରେ ଦୃଢ଼ ବିଶ୍ୱସ୍ତରୀୟ ସହ-ପ୍ରଯୋଜନା ବଜାର ଉପସ୍ଥାପନ କରିବ ୱେଭ୍ସ ଫିଲ୍ମ ବଜାର

November 17, 2025
Latest News

୨୦୨୬ ଆଇପିଏଲର ମିନି- ନିଲାମ କେବେ ଏବଂ କେଉଁଠି ଅନୁଷ୍ଠିତ ହେବ?: ଜାଣନ୍ତୁ ସମସ୍ତ ବିବରଣୀ

November 17, 2025

ହାର୍ଦ୍ଦିକଙ୍କ ପ୍ରତ୍ୟାବର୍ତ୍ତନ ହେବ କି?: ଦେଖନ୍ତୁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଭାରତର ସମ୍ଭାବ୍ୟ ODI ଦଳ 

November 17, 2025

ଦିଲ୍ଲୀ ବିସ୍ଫୋରଣ: ଅଭିଯୁକ୍ତ ଆମିରଙ୍କୁ ୧୦ ଦିନିଆ ପୋଲିସ ରିମାଣ୍ଡରେ ପଠାଇଲେ NIA କୋର୍ଟ

November 17, 2025

ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହସିନା ଦୋଷୀ ସାବ୍ୟସ୍ତ: ମୃତ୍ୟୁଦଣ୍ଡ ଦଣ୍ଡିତ କଲେ କୋର୍ଟ

November 17, 2025

ରାଜ୍ୟସ୍ତରୀୟ ଶିଶୁ କ୍ରୀଡା ମହୋତ୍ସବ ‘ଉତ୍ସାହ ୨୦୨୫’ ଉଦଯାପିତ

November 17, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.