Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବିଜେଡିର ଦୁଇ ଛାମୁଆ ସଂଗଠନରେ ଦୁଇ ସାହୁଙ୍କୁ ନିଯୁକ୍ତି କଲେ ସଭାପତି ନବୀନ ପଟ୍ଟନାୟକ
ବିଶେଷ ଖବର

ବିଜେଡିର ଦୁଇ ଛାମୁଆ ସଂଗଠନରେ ଦୁଇ ସାହୁଙ୍କୁ ନିଯୁକ୍ତି କଲେ ସଭାପତି ନବୀନ ପଟ୍ଟନାୟକ

August 26, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ବିଜେଡିର ଦୁଇ ଛାମୁଆ ସଂଗଠନ
ବିଜେଡିର ଦୁଇ ଛାମୁଆ ସଂଗଠନରେ ଦୁଇ ସାହୁଙ୍କୁ ନିଯୁକ୍ତି କଲେ ସଭାପତି ନବୀନ ପଟ୍ଟନାୟକ

ଭୁବନେଶ୍ବର: ସଂଗଠନ କାର୍ଯ୍ୟ ଆରମ୍ଭ କଲେ ବିଜେଡି ସଭାପତି ନବୀନ ପଟ୍ଟନାୟକ। ହସପିଟାଲରୁ ଆସିବା ପରେ ପ୍ରଥମ ଥର ପାଇଁ ଏହି ପଦକ୍ଷେପ ଗ୍ରହଣ କରିଛନ୍ତି ନବୀନ। ଆଜି ବିଜୁ ଛାତ୍ର ଜନତା ଏବଂ ବିଜୁ ଯୁବ ଜନତା ଦଳର ନୂଆ ସଭାପତି ଏବଂ ନୂଆ ସଦସ୍ୟଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି। ଏ ନେଇ ଆଜି ବିଜୁ ଜନତା ଦଳ ତରଫରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି।

ସେହି ଅନୁସାରେ ବିଜୁ ଛାତ୍ର ଜନତା ଦଳ ସଭାପତି ଭାବେ ଇପସିତା ସାହୁଙ୍କୁ ନିଯୁକ୍ତି ଦିଆଯାଇଛି। ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ପାଖେଇ ଆସୁଥିବା ବେଳେ ଇପସିତାଙ୍କ ନିଯୁକ୍ତି ବେଶ ଗୁରୁତ୍ବ ବହନ କରୁଛି। ସେହିପରି ଯୁବ ଜନତା ସଭାପତି ଭାବେ ଚିନ୍ନୟ ସାହୁଙ୍କୁ ନିଯୁକ୍ତି ପ୍ରଦାନ କରିଛନ୍ତି ସଭାପତି ନବୀନ ପଟ୍ଟନାୟକ।

ବିଜେଡିର ଏହି ଦୁଇ ଛାମୁଆ ସଂଗଠନ ପାଇଁ ଯେଉଁସବୁ ନିଯୁକ୍ତି ହୋଇଛି ତାହା ହେଲା

ବିଜୁ ଛତ୍ର ଜନତା ଦଳ (BCJD)

  • ଇପ୍ସିତା ସାହୁ – ସଭାପତି
  •  ଶ୍ରୀ ଦେବଶ ଆଚାର୍ଯ୍ୟ – ବରିଷ୍ଠ ସାଧାରଣ ସମ୍ପାଦକ (ଛାତ୍ର ବ୍ୟାପାର)
  • ଶ୍ରୀ ଦେବୀ ରଂଜନ ତ୍ରିପାଠୀ – ସାଧାରଣ ସମ୍ପାଦକ (ଛାତ୍ର ବ୍ୟାପାର)
  • ଶ୍ରୀ ସୁଭାଶିଷ ଖୁଣ୍ଟିଆ – ସାଧାରଣ ସମ୍ପାଦକ (ଛାତ୍ର ବ୍ୟାପାର)
  • ଶ୍ରୀ ସୌଭିକ୍ ବିଶ୍ବାଲ – ସାଧାରଣ ସମ୍ପାଦକ (ଛାତ୍ର ବ୍ୟାପାର)

ବିଜୁ ଯୁବ ଜନତା ଦଳ (BYJD)

  • ଚିନ୍ମୟ ସାହୁ – ସଭାପତି
  • ଶ୍ରୀ ବୈମକେଶ ରାୟ – ବରିଷ୍ଠ ସାଧାରଣ ସମ୍ପାଦକ (ଯୁବ ବ୍ୟାପାର)
  • ଶ୍ରୀ ରାଜେନ୍ଦ୍ର କୁମାର ସାହୁ – ସାଧାରଣ ସମ୍ପାଦକ (ଯୁବ ବ୍ୟାପାର)
  • ଶ୍ରୀ ଅମରଶ ପତ୍ରୀ – ସାଧାରଣ ସମ୍ପାଦକ (ଯୁବ ବ୍ୟାପାର)
  • ଶ୍ରୀ ସଞ୍ଜିତ ମହାନ୍ତି – ସାଧାରଣ ସମ୍ପାଦକ (ଯୁବ ବ୍ୟାପାର)

ତେବେ ଏହି ସବୁ ନିଯୁକ୍ତିରେ ନିଜେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଦସ୍ତଖତରେ ବିଜ୍ଞପ୍ତି ପ୍ରକାଶ ପାଇଛି।

BJD ବିଜୁ ଛତ୍ର ଜନତା ଦଳ ବିଜୁ ଯୁବ ଜନତା ଦଳ ବିଜେଡି
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତର ମାଷ୍ଟରଷ୍ଟ୍ରୋକ୍!: ରାଫେଲ୍ ଦେବ ଫ୍ରାନ୍ସ, ବଦଳରେ ନେବ ପିନାକା

February 17, 2026

ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହେଲା ବିଧାନସଭାର ବଜେଟ ଅଧିବେସନ

February 17, 2026

ରବୀନ୍ଦ୍ର ମଣ୍ଡପ ଠାରେ ବିଶିଷ୍ଟ ସଙ୍ଗୀତଜ୍ଞ ପଦ୍ମଶ୍ରୀ ପ୍ରଫୁଲ୍ଲ କରଙ୍କ ପ୍ରତିମୂର୍ତ୍ତି ଲୋକାର୍ପିତ

February 17, 2026

ଆଜି ପୁଣି କମିଲା ସୁନା ଓ ରୂପା ମୂଲ୍ୟ: ଜାଣନ୍ତୁ ଭୁବନେଶ୍ଵରରେ କେତେ ରହିଛି ଆଜିର ଦର?

February 17, 2026
Latest News

‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମିଟ୍ – ୨୦୨୬’ରେ କେନ୍ଦ୍ରମନ୍ତ୍ରୀଙ୍କ ଉଦବୋଧନ

February 17, 2026

CBSE ପରୀକ୍ଷା ପାଇଁ ଆସିଲେନି ବୈଭବ ସୂର୍ଯ୍ୟବଂଶୀ: ଜାଣନ୍ତୁ କ’ଣ କହିଲେ ପ୍ରିନ୍ସିପାଲ?

February 17, 2026

ବାଂଲାଦେଶର ପ୍ରଧାନମନ୍ତ୍ରୀ ଭାବରେ ତାରିକ ରହମାନଙ୍କ ଶପଥ ଗ୍ରହଣ

February 17, 2026

ଭାରତର ମାଷ୍ଟରଷ୍ଟ୍ରୋକ୍!: ରାଫେଲ୍ ଦେବ ଫ୍ରାନ୍ସ, ବଦଳରେ ନେବ ପିନାକା

February 17, 2026

୨୦୨୬ ଟି-୨୦ ବିଶ୍ୱକପ୍‌: ପାକିସ୍ତାନ ମ୍ୟାଚ ହାରୁଥିବା ଦେଖି ଷ୍ଟାଡିୟମରୁ ଚାଲିଗଲେ ମୋହସିନ୍ ନକଭି

February 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.