Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭାରତ-ଆମେରିକା ସମ୍ପର୍କର ଦୃଢ଼ତାକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ଭାରତ-ଆମେରିକା ସମ୍ପର୍କର ଦୃଢ଼ତାକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ

September 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତ ଏବଂ ଆମେରିକା
ଭାରତ ପ୍ରତି ଦୟା ଦେଖାଇଲେ ଟ୍ରମ୍ପ!: ରୁଷୀୟ ତୈଳ କ୍ରୟ ସମ୍ପର୍କରେ କଲେ ଆଶ୍ଚର୍ଯ୍ୟଜନକ ଘୋଷଣା

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ-ଆମେରିକା ସମ୍ପର୍କର ଦୃଢ଼ତାକୁ ପୁଣି ଦୋହରାଇବା ସହ ଦୁଇ ରାଷ୍ଟ୍ର ମଧ୍ୟରେ ଚାଲିଥିବା ବାଣିଜ୍ୟ ଆଲୋଚନା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ, ଉଭୟ ରାଷ୍ଟ୍ର ନିଜ ଲୋକମାନଙ୍କ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ସମୃଦ୍ଧ ଭବିଷ୍ୟତ ସୁରକ୍ଷିତ କରିବାକୁ ଏକାଠି କାମ କରିବେ।

ଆମେରିକା ରାଷ୍ଟ୍ରପତିଙ୍କର ଏକ୍ସରେ ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି;

“ଭାରତ ଏବଂ ଆମେରିକା ଘନିଷ୍ଠ ବନ୍ଧୁ ଏବଂ ସ୍ୱାଭାବିକ ଅଂଶୀଦାର। ମୁଁ ନିଶ୍ଚିତ ଯେ ଆମର ବାଣିଜ୍ୟ ଆଲୋଚନା ଭାରତ-ଆମେରିକା ସହଭାଗୀତାର ଅସୀମ ସମ୍ଭାବନାକୁ ଉନ୍ମୁକ୍ତ କରିବା ପାଇଁ ପଥ ପ୍ରଶସ୍ତ କରିବ। ଆମ ଟିମ୍‌ ଏହି ଆଲୋଚନାକୁ ଯଥାଶୀଘ୍ର ଶେଷ କରିବାକୁ କାର୍ଯ୍ୟ କରୁଛନ୍ତି । ମୁଁ ମଧ୍ୟ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ କଥା ହେବାକୁ ଉତ୍ସାହିତ ଅଛି। ଆମେ ଉଭୟ ଦେଶର ଲୋକମାନଙ୍କ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ସମୃଦ୍ଧ ଭବିଷ୍ୟତ ସୁରକ୍ଷିତ କରିବା ପାଇଁ ଏକାଠି କାମ କରିବୁ।”

INDIA-US narendra modi ନରେନ୍ଦ୍ର ମୋଦୀ ଭାରତ-ଆମେରିକା
Share. Facebook Twitter LinkedIn Email WhatsApp Copy Link

Related Posts

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026

ସୁନାବେଶରେ ଦର୍ଶନ ଦେଉଛନ୍ତି ମା’ ମଝିଘରିଆଣୀ

October 11, 2026

ଶସ୍ତା ହେବ କି ଡିଜେଲ?: ଅନ୍ତର୍ଜାତୀୟ ବଜାରରେ ହଇଚଇ ସୃଷ୍ଟି ରୁଷର ନୂତନ ନିଷ୍ପତ୍ତି

October 11, 2026

Jio AI Glasses: ଏହି ଚଷମା ରେ କରିହେବ ୟୁପିଆଇ ପେମେଣ୍ଟ, ମିଳିବ ଲାଇଭ କ୍ରିକେଟ କମେଣ୍ଟ୍ରି

October 11, 2026
Latest News

ବୁଡ଼ିଗଲା ବୋଟ୍‌, ୧୦୯ ମୃତ

October 11, 2026

ସମ୍ବଲପୁର ବିଶ୍ବବିଦ୍ୟାଳୟରେ ବନ୍ଦେମାତରମ୍ ଶିବିର ୨୦୨୬ ଉଦଘାଟନୀ ସମାରୋହ

October 11, 2026

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୧୩ରେ ନେଇପାରେ ଲଘୁଚାପ ରୂପ

October 11, 2026

ମା’ ଗଡ଼ଚଣ୍ଡୀଙ୍କ ପୀଠରେ ଆରମ୍ଭ ହେଲା ଷୋଡ଼ଶ ଉପଚାର ପୂଜା

October 11, 2026

ବନ ବିଭାଗ ଚଢ଼ାଉ: ୧୧୩୦ଟି ବଜ୍ରକାପ୍ତା କାତି ଜବତ, ୩ ଗିରଫ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.