Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଭାରତ-ଆମେରିକା ସମ୍ପର୍କର ଦୃଢ଼ତାକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ
ବିଶେଷ ଖବର

ଭାରତ-ଆମେରିକା ସମ୍ପର୍କର ଦୃଢ଼ତାକୁ ଦୋହରାଇଲେ ପ୍ରଧାନମନ୍ତ୍ରୀ

September 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭାରତ ଏବଂ ଆମେରିକା
ଗାଜା ଶାନ୍ତି ଚୁକ୍ତି ସମ୍ପର୍କରେ ଟ୍ରମ୍ପଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ସମର୍ଥନ, ଯୁଦ୍ଧ ରୋକିବାକୁ କଲେ ନିବେଦନ

ଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭାରତ-ଆମେରିକା ସମ୍ପର୍କର ଦୃଢ଼ତାକୁ ପୁଣି ଦୋହରାଇବା ସହ ଦୁଇ ରାଷ୍ଟ୍ର ମଧ୍ୟରେ ଚାଲିଥିବା ବାଣିଜ୍ୟ ଆଲୋଚନା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ, ଉଭୟ ରାଷ୍ଟ୍ର ନିଜ ଲୋକମାନଙ୍କ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ସମୃଦ୍ଧ ଭବିଷ୍ୟତ ସୁରକ୍ଷିତ କରିବାକୁ ଏକାଠି କାମ କରିବେ।

ଆମେରିକା ରାଷ୍ଟ୍ରପତିଙ୍କର ଏକ୍ସରେ ଏକ ପୋଷ୍ଟର ଉତ୍ତର ଦେଇ ଶ୍ରୀ ମୋଦୀ କହିଛନ୍ତି;

“ଭାରତ ଏବଂ ଆମେରିକା ଘନିଷ୍ଠ ବନ୍ଧୁ ଏବଂ ସ୍ୱାଭାବିକ ଅଂଶୀଦାର। ମୁଁ ନିଶ୍ଚିତ ଯେ ଆମର ବାଣିଜ୍ୟ ଆଲୋଚନା ଭାରତ-ଆମେରିକା ସହଭାଗୀତାର ଅସୀମ ସମ୍ଭାବନାକୁ ଉନ୍ମୁକ୍ତ କରିବା ପାଇଁ ପଥ ପ୍ରଶସ୍ତ କରିବ। ଆମ ଟିମ୍‌ ଏହି ଆଲୋଚନାକୁ ଯଥାଶୀଘ୍ର ଶେଷ କରିବାକୁ କାର୍ଯ୍ୟ କରୁଛନ୍ତି । ମୁଁ ମଧ୍ୟ ରାଷ୍ଟ୍ରପତି ଟ୍ରମ୍ପଙ୍କ ସହ କଥା ହେବାକୁ ଉତ୍ସାହିତ ଅଛି। ଆମେ ଉଭୟ ଦେଶର ଲୋକମାନଙ୍କ ପାଇଁ ଏକ ଉଜ୍ଜ୍ୱଳ, ଅଧିକ ସମୃଦ୍ଧ ଭବିଷ୍ୟତ ସୁରକ୍ଷିତ କରିବା ପାଇଁ ଏକାଠି କାମ କରିବୁ।”

INDIA-US narendra modi ନରେନ୍ଦ୍ର ମୋଦୀ ଭାରତ-ଆମେରିକା
Share. Facebook Twitter LinkedIn Email WhatsApp Copy Link

Related Posts

ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ଘର ଜୁଆଁଇ ଗପ, କାହାକୁ କଲେ ଟାର୍ଗେଟ ? ଉଠିଲା ପ୍ରଶ୍ନ

October 4, 2025

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025

ଆଇଆଇଏମ ସମ୍ବଲପୁରର ୧୧ତମ ପ୍ରତିଷ୍ଠା ଦିବସରେ କେନ୍ଦ୍ର ଶିକ୍ଷାମନ୍ତ୍ରୀଙ୍କ ଉଦବୋଧନ

October 3, 2025
Latest News

ପୋଲିସ ଏଏସଆଇ ପରୀକ୍ଷା ମହାଦୁର୍ନିତିର ତଦନ୍ତ କରିବେ କ୍ରାଇମ ବ୍ରାଞ୍ଚ ଡିଏସପି ରତ୍ନପ୍ରଭା ଶତପଥୀ

October 4, 2025

ଚର୍ଚ୍ଚାରେ ଶ୍ରୀମୟୀ ମିଶ୍ରଙ୍କ ଘର ଜୁଆଁଇ ଗପ, କାହାକୁ କଲେ ଟାର୍ଗେଟ ? ଉଠିଲା ପ୍ରଶ୍ନ

October 4, 2025

ଜିଏସଟି ହ୍ରାସର ପ୍ରଭାବ: ପୂଜା ସମୟରେ ରେକର୍ଡ ସଂଖ୍ୟକ କାରବାର, ଜାଣନ୍ତୁ କେତେ କାର ହେଲା ବିକ୍ରି

October 4, 2025

ଭୁବନେଶ୍ବରର ଧଉଳିଗିରି କାହିଁକି ହେଲା? କିଏ କଲା? ଇତିହାସ କଣ? କେବେ ଜାଣିବାକୁ ଚେଷ୍ଠା କରିଛନ୍ତି କି?

October 4, 2025

ରେଳ ମନ୍ତ୍ରଣାଳୟର ବଡ ନିଷ୍ପତି, ବ୍ରହ୍ମପୁର ସୁରତ ଅମୃତ ଭାରତ ସାପ୍ତାହିକ ଏକ୍ସପ୍ରେସ ନିୟମିତ ଚାଲିବ, ଜାଣନ୍ତୁ ପୁରା ସୂଚନା

October 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.