Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Durga Puja 2025: ଆର୍ବିଭାବ ହେଲେ ମା ଦୁର୍ଗା, ଚାରିଆଡେ ଉତ୍ସବର ମାହୋଲ
ବିଶେଷ ଖବର

Durga Puja 2025: ଆର୍ବିଭାବ ହେଲେ ମା ଦୁର୍ଗା, ଚାରିଆଡେ ଉତ୍ସବର ମାହୋଲ

September 30, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆର୍ବିଭାବ ହେଲେ ମା ଦୁର୍ଗା
ଆର୍ବିଭାବ ହେଲେ ମା ଦୁର୍ଗା, ଚାରିଆଡେ ଉତ୍ସବର ମାହୋଲ, ଦର୍ଶନ ପାଇଁ ସଂଧ୍ୟାରେ ଟ୍ରାଫିକ ଜାମ

Durga Puja 2025: ଶେଷରେ ପ୍ରତୀକ୍ଷାର ଅନ୍ତ ଘଟିଛି। ଧରାପୃଷ୍ଟରେ ଆର୍ବିଭାବ ହୋଇଛନ୍ତି ଜଗଦଜନନୀ ମା ଦୁର୍ଗା। ସାରା ଓଡିଶାରେ ଉତ୍ସବର ମାହୋଲ। ରଂଗୀନ ଆଲୁଅରେ ଝଲସୀ ଉଠିଛି ସାରା ସହର। ହରିବୋଲ ହୁଳହୁଳିରେ ଫାଟି ପଡୁଛି ଗାଁରୁ ସହର। ଗତକାଲିଠାରୁ ଆରମ୍ଭ ହୋଇଛି ମଣ୍ଡପରେ ଦୁର୍ଗା ପୂଜା। ସୁଉଚ୍ଚ ତୋରଣ ସହିତ ସୁନ୍ଦର ପ୍ରତିମୂର୍ତ୍ତି ବେଶ ଆକର୍ଷଣୀୟ ହୋଇପଡିଛି।

ଏଥର ଭୁବନେଶ୍ବରରେ ନିର୍ମାଣ ହୋଇଛି ୧୯୩ ମଣ୍ଡପ। ସେଥି ମଧ୍ୟରୁ ୨୪ ପେଣ୍ଡାଲରେ ସୁନା, ରୁପା ଗହଣା ରେ ମାଙ୍କୁ ସଜାଯାଇଛି। ଏସବୁ ଦେଖିବା ପାଇଁ ସଂଧ୍ୟାରେ ଲୋକଙ୍କର ପ୍ରବଳ ଭିଡ ପରିଲକ୍ଷିତ ହୋଇଛି। ଭିଡକୁ ନିୟନ୍ତ୍ରଣ କରିବା ପାଇଁ ରାଜଧାନୀରେ ୬୧ ପ୍ଲାଟୁନ ଫୋର୍ସ ମୁତୟନ ହୋଇଛନ୍ତି। ସେହିପରି ସେଣ୍ଟ୍ରାଲ ଫୋର୍ସ ୩ ପ୍ଲାଟୁନ ସହ ଆଣ୍ଟି ଟେରର ପାଇଁ ସ୍ପେଶାଲ ଟାକ୍ଟିକାଲ ୟୁନିଟ୍‌ ଓ ୨୦ ପ୍ଲାଟୁନ ହୋମଗାର୍ଡ ମୁତୟନ କରାଯାଇଛି। ତେବେ ଯେଉଁ ମଣ୍ଡପରେ ସୁନାରୂପା ଗହଣା ଲାଗିଛି ସେଠାରେ ସ୍ବତନ୍ତ୍ର ପୋଲିସ ମୁତୟନ ହୋଇଛନ୍ତି।

Bihar Gets 7 New Trains, Including 3 Amrit Bharat Express

DurgaPuja DurgaPuja2025 ଆର୍ବିଭାବ ହେଲେ ମା ଦୁର୍ଗା ମା' ଦୁର୍ଗା
Share. Facebook Twitter LinkedIn Email WhatsApp Copy Link

Related Posts

ଅମ୍ବରନାଥ ମହାନଗର ନିଗମ ନିର୍ବାଚନ: ବିଜେପିର ଖେଳରେ କଂଗ୍ରେସ ମୁକ୍ତ, ସିନ୍ଦେ ଗୋଷ୍ଠୀକୁ ବଡ କ୍ଷତି 

January 8, 2026

IPAC କାର୍ଯ୍ୟାଳୟରେ ED ର ଚଢାଉ: ମମତା ବାନାର୍ଜୀ ଏବଂ ବିଜେପି ମଧ୍ୟରେ ମୁହାଁମୁହିଁ ପରିସ୍ଥିତି

January 8, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଷ୍ଟାର ଖେଳାଳି ତିଲକ ବର୍ମା ଆହତ

January 8, 2026

ଗଛକୁ ପିଟିଲା ମୋଟରସାଇକେଲ: ଦୁଇ ମୃତ ଜଣେ ଗୁରୁତର

January 8, 2026
Latest News

ଅମ୍ବରନାଥ ମହାନଗର ନିଗମ ନିର୍ବାଚନ: ବିଜେପିର ଖେଳରେ କଂଗ୍ରେସ ମୁକ୍ତ, ସିନ୍ଦେ ଗୋଷ୍ଠୀକୁ ବଡ କ୍ଷତି 

January 8, 2026

IPAC କାର୍ଯ୍ୟାଳୟରେ ED ର ଚଢାଉ: ମମତା ବାନାର୍ଜୀ ଏବଂ ବିଜେପି ମଧ୍ୟରେ ମୁହାଁମୁହିଁ ପରିସ୍ଥିତି

January 8, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ଟିମ୍ ଇଣ୍ଡିଆକୁ ବଡ଼ ଝଟକା: ଷ୍ଟାର ଖେଳାଳି ତିଲକ ବର୍ମା ଆହତ

January 8, 2026

ଗଛକୁ ପିଟିଲା ମୋଟରସାଇକେଲ: ଦୁଇ ମୃତ ଜଣେ ଗୁରୁତର

January 8, 2026

ବିଦ୍ୟୁତ୍ ଆଘାତରେ ଗୃହରକ୍ଷୀଙ୍କର ଅକାଳ ବିୟୋଗ

January 8, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.