Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ପୁରୀ ଶ୍ରୀମନ୍ଦିରକୁ ରେଡ ଜୋନ୍ ରୂପେ ଘୋଷଣା କଲେ ଭାରତ ସରକାର
ବିଶେଷ ଖବର

ପୁରୀ ଶ୍ରୀମନ୍ଦିରକୁ ରେଡ ଜୋନ୍ ରୂପେ ଘୋଷଣା କଲେ ଭାରତ ସରକାର

October 12, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Puri: Sri Jagannath temple
Public darshan will be closed at puri temple today.

ପୁରୀ: ପୁରୀ ଶ୍ରୀମନ୍ଦିରକୁ ଭାରତ ସରକାରଙ୍କ ବେସାମରିକ ବିମାନ ଚଳାଚଳ ମହାନିର୍ଦ୍ଦେଶାଳୟ- DGCA ପକ୍ଷରୁ ରେଡ୍ ଜୋନ୍ ରୂପେ ଘୋଷଣା କରାଯାଇଛି। ଏୟାରସ୍ପେସ୍ ମ୍ୟାପରେ ଏହାର ତଥ୍ୟ ରହିଥିବା ଡିଜିସିଏ ୱେବସାଇଟରୁ ଜଣାପଡ଼ିଛି। ଗତମାସ ସେପ୍ଟେମ୍ବର ୨୬ ତାରିଖଠାରୁ ଶ୍ରୀମନ୍ଦିର ଅଞ୍ଚଳକୁ ରେଡ୍ ଜୋନ୍ ଭାବେ ଘୋଷଣା କରାଯାଇଛି। ଏହାର ଅବଧି ତିନିବର୍ଷ ଅର୍ଥାତ ଆଗାମୀ ୨୦୨୮ ସେପ୍ଟେମ୍ବର ୨୫ ତାରିଖ ପର୍ଯ୍ୟନ୍ତ ରହିଛି।

ନିୟମ ଅନୁସାରେ ପୁର୍ନବାର ସମୟସୀମା ବୃଦ୍ଧି ନେଇ ଆବେଦନ କରିବାକୁ ପଡିବ। ପୂର୍ବରୁ ଶ୍ରୀମନ୍ଦିର ଉପରକୁ ନୋ ଫ୍ଲାଇଂ ଜୋନ୍ ଭାବେ ଘୋଷଣା କରାଯାଇଥିଲା। ଏବେ ରେଡ୍ ଜୋନ୍ ଘୋଷଣା ହେବା ପରେ ଶ୍ରୀମନ୍ଦିର ସୁରକ୍ଷା ଆହୁରି ମଜବୁତ ହେବ ବୋଲି ଆଶା କରାଯାଉଛି। ଏଣିକି ଆଣ୍ଟି ଡ୍ରୋନ୍ ଡିଭାଇସ୍ ଲଗାଇ ଶ୍ରୀମନ୍ଦିର ଉପରେ ଉଡୁଥିବା ଡ୍ରୋନକୁ କାବୁ କରାଯିବ ବୋଲି ପୁରୀ ଏସପି ପ୍ରତୀକ ସିଂ ସୂଚନା ଦେଇଛନ୍ତି।

dgca ଏୟାରସ୍ପେସ୍ ମ୍ୟାପ ପୁରୀ ଭାରତ ସରକାର ରେଡ ଜୋନ୍ ଶ୍ରୀମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

March 7, 2026

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026

UPSC ପରୀକ୍ଷାରେ ସଫଳତା ପାଇଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026

ବାଲୁଗାଁ-ବାଣପୁର ଏନଏସି ମିଶି ହେବ ଏକ ମ୍ୟୁନିସିପାଲିଟି, ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ କଲେ ଘୋଷଣା

March 7, 2026
Latest News

ଲକ୍ଷ ଲକ୍ଷ ଭାରତୀୟ ପିଲାଙ୍କୁ ଅଲିମ୍ପିକ୍ ମୂଲ୍ୟବୋଧ ସହିତ ଯୋଡିବା ପଦକ୍ଷେପକୁ ଆଇଓସିର ପ୍ରଶଂସା

March 7, 2026

ପୁରୀ ଷ୍ଟେସନରେ ଭିତ୍ତିଭୂମି ଉନ୍ନତିକରଣ ପାଇଁ ଟ୍ରେନ ଚଳାଚଳରେ ଅସ୍ଥାୟୀ ପରିବର୍ତ୍ତନ

March 7, 2026

ଜନ ଔଷଧି ଦିବସ ୨୦୨୬ ଅବସରରେ  ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶୁଭେଚ୍ଛା

March 7, 2026

ବାଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦର ସୁବର୍ଣ୍ଣ ଜୟନ୍ତୀ ମହାସମାରୋହରେ ପାଳିତ

March 7, 2026

UPSC ପରୀକ୍ଷାରେ ସଫଳତା ପାଇଥିବା ସାତ୍ତ୍ୱିକ ସତ୍ୟକାମଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ

March 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.