Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନୂଆପଡ଼ା ବିଧାନସଭା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲର ଆଜି ଶେଷ ଦିନ
ବିଶେଷ ଖବର

ନୂଆପଡ଼ା ବିଧାନସଭା ଉପନିର୍ବାଚନ: ପ୍ରାର୍ଥିପତ୍ର ଦାଖଲର ଆଜି ଶେଷ ଦିନ

October 20, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନୂଆପଡ଼ା ଉପନିର୍ବାଚନ
ନୂଆପଡା ଉପ ନିର୍ବାଚନ ଫଳାଫଳ: ସରିଲା ୧୫ ରାଉଣ୍ଡ ଗଣତି, ଜାଣନ୍ତୁ ବିଜେପି-ବିଜେଡ଼ି-କଂଗ୍ରେସର ସ୍ଥିତି

ଭୁବନେଶ୍ଵର: ନୂଆପଡ଼ା ବିଧାନସଭା ଉପନିର୍ବାଚନ ପାଇଁ ପ୍ରାର୍ଥିପତ୍ର ଦାଖଲ ଆଜି ଶେଷ ହେଉଛି। ଏଥିସହିତ ପ୍ରଚାର କାର୍ଯ୍ୟ ଜୋର ଧରିଛି। ଏହି ଆସନ ପାଇଁ ମୁଖ୍ୟତଃ ତ୍ରିମୁଖୀ ଲଢେଇ ହେବ। ବିଜେପି ପ୍ରାର୍ଥୀ ଜୟ ଢୋଲକିଆ ଶନିବାର ପ୍ରାର୍ଥୀପତ୍ର ଦାଖଲ କରିସାରିଛନ୍ତି। ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମେତ ବିଜେପିର ବହୁ ବରିଷ୍ଠ ନେତା, କାର୍ଯ୍ୟକର୍ତ୍ତା ଏକ ବିରାଟ ଶୋଭାଯାତ୍ରାରେ ଆସି ନାମାଙ୍କନ ଦାଖଲ କରିଥିଲେ।

ସେହିପରି କଂଗ୍ରେସର ଘାସିରାମ ମାଝୀ ପ୍ରଦେଶ କଂଗ୍ରେସ ସଭାପତି ଭକ୍ତ ଚରଣ ଦାସଙ୍କ ସହ ବରିଷ୍ଠ ନେତା ଓ କାର୍ଯ୍ୟକର୍ତ୍ତାଙ୍କ ଉପସ୍ଥିତରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆ ଆଜି ନାମାଙ୍କନପତ୍ର ଦାଖଲ କରିବାର ସୂଚନା ରହିଛି। ଏହା ପୂର୍ବରୁ ସେ ଏକ ରୋଡ ଶୋ କରିଛନ୍ତି।

ଶୋଭାଯାତ୍ରାରେ ସ୍ନେହାଙ୍ଗିନୀ ଛୁରିଆ ନିଜ ସମର୍ଥକଙ୍କ ସହ ନଗର ପରିକ୍ରମା ପରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଏକ ଜନସଭାରେ ଉଦବୋଧନ ଦେଇଥିଲେ। ନୂଆପଡ଼ା ଜିଲ୍ଲା ତାଙ୍କ ମାମୁ ଘର ଏବଂ ସେ ଖାଣ୍ଟି ସମ୍ବଲପୁରିଆ ବୋଲି କହିଥିଲେ। ଜନସଭାରେ ବିଜେଡିର ବରିଷ୍ଠନେତାମାନେ ଉପସ୍ଥିତ ଥିଲେ।

ଉପନିର୍ବାଚନ ନୂଆପଡା ପ୍ରାର୍ଥିପତ୍ର ଦାଖଲ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ଖୋଲିଲା ମା’ ଭଗବତୀଙ୍କ ଭିତର ହୁଣ୍ଡି: ଜାଣନ୍ତୁ ଶ୍ରଦ୍ଧାଳୁଙ୍କ ମୋଟ ଦାନ ପରିମାଣ

July 31, 2026

ଆଇବି ଅଧିକାରୀ ଅଙ୍କିତ ଶର୍ମା ହତ୍ୟା ମାମଲା: ତାହିର ହୁସେନଙ୍କୁ ଆଜୀବନ କାରାଦଣ୍ଡ

July 31, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.