Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର, ଆଜିଠାରୁ ଖୋଲିଲା ନୂଆ ପଂଜୀକରଣ, ଶିଘ୍ର କରନ୍ତୁ
ବିଶେଷ ଖବର

ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର, ଆଜିଠାରୁ ଖୋଲିଲା ନୂଆ ପଂଜୀକରଣ, ଶିଘ୍ର କରନ୍ତୁ

November 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁଭଦ୍ରା ଯୋଜନା
ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର, ଆଜିଠାରୁ ଖୋଲିଲା ନୂଆ ପଂଜୀକରଣ, ଶିଘ୍ର କରନ୍ତୁ

ଭୁବନେଶ୍ବର: ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର। ତାହା ହେଲା ଯେ, ଆଜିଠାରୁ ଖୋଲିବ ସୁଭଦ୍ରା ପୋର୍ଟାଲ। ଏହା ମାଧ୍ୟମରେ ମହିଳାମାନେ ସେମାନଙ୍କ ନାମ ପଂଜକରୀଣ କରିପାରିବେ। ଫଳରେ ସେମାନଙ୍କୁ ପାଞ୍ଚ ହଜାର ଟଙ୍କା ଲେଖାଏଁ ମୋଟ ପଚାଶ ହଜାର ଟଙ୍କା ପ୍ରଦାନ କରାଯିବ। ତେବେ ଯେଉଁମାନେ ଯୋଗ୍ୟା ହିତାଧିକାରୀ ସେମାନଙ୍କୁ ଏହି ଯୋଜନାରେେ ସାମିଲ କରାଯାଇଛି।

ତେବେ ଯେଉଁମାନଙ୍କର ଏହି ଯୋଜନା ପାଇଁ ଗତଥର ବୟସ ହୋଇ ନ ଥିଲା ହେଲେ ବର୍ତ୍ତମାନ ଯୋଗ୍ୟ ହୋଇପାରିଛନ୍ତି ସେମାନେ ଏଥିରେ ପଂଜୀକରଣ କରିପାରିବେ। ୨୦୨୫ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୨୧ ବର୍ଷ ବୟସ ହୋଇଥିବା ମହିଳାମାନେ ସରକାରଙ୍କ ଏହି ଯୋଜନାରେ ସାମିଲ ହେବା ପାଇଁ ଆବେଦନ କରିପାରିବେ। ସେମାନଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ଏହି ପୋର୍ଟାଲ ପୁଣି ଥରେ ଖୋଲାଯାଇଛି।

ଏହି ଯୋଜନାରେ ଯେଉଁମାନେ ବର୍ତ୍ତମାନ ଆବେଦନ କରିବେ ସେମାନେ ଆସନ୍ତା ବର୍ଷା ମାର୍ଚ୍ଚ ଆଠ ତାରିଖରେ ପ୍ରଥମ କିସ୍ତି ଗ୍ରହଣ କରିବେ। ଏହି ଯୋଜନା ପାଇଁ ହିତାଧିକାରୀଙ୍କ ବୟସ 21 ବର୍ଷ କିମ୍ବା ଅଧିକ ଏବଂ 60 ବର୍ଷରୁ କମ ହୋଇଥିବା ଆବଶ୍ୟକ। ଏହି ବୟସ ସୀମାରେ ଆସି ନ ଥିବା ମହିଳାମାନଙ୍କୁ ଏହି ଯୋଜନାରୁ ବାଦ ପଡିବେ। ତେବେ ଯେଉଁମାନେ ସୁଭଦ୍ରା ବୃତ୍ତି ପାଉଥିବେ ସେମାନେ ମଧ୍ୟ ଏହି ଯୋଜନାରୁ ବାଦ ପଡିବେ।

BJP Ads
Subhadra subhadra yojana ସୁଭଦ୍ରା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ପୋଲିସର ବଡ଼ ଧରଣର ଅଦଳବଦଳ: ୨୬ ଏସ୍‌ଆଇ ଏବଂ ଏଏସ୍‌ଆଇଙ୍କ ବଦଳି

November 1, 2025

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

November 1, 2025

ଓଡ଼ିଶାରେ ୬୨ଟି ଅତିରିକ୍ତ ପିଜି ସିଟ୍ ବୃଦ୍ଧି: ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ 

November 1, 2025

ଗଞ୍ଜେଇ ବିକ୍ରି ପାଇଁ ଉଦ୍ୟମ ବେଳେ ମାଡ଼ି ବସିଲା ଅବକାରୀ: ୨ ଗିରଫ

November 1, 2025
BJP Ads
Latest News

ଦ୍ୱିତୀୟ ଟି-୨୦ ପରେ ଉଠିଲା ଅନେକ ପ୍ରଶ୍ନ: ଭାରତର ଏହି ନିଷ୍ପତ୍ତିକୁ ନେଇ ମଧ୍ୟ ଆଶ୍ଚର୍ଯ୍ୟ ହେଲେ ଫିଞ୍ଚ

November 1, 2025

Indian IPO Market: ଅକ୍ଟୋବର ମାସରେ ପାଣ୍ଠି ସଂଗ୍ରହ ₹46,000 କୋଟିରେ ପହଞ୍ଚିଛି ସୃଷ୍ଟି କରିଛି ରେକର୍ଡ

November 1, 2025

ଆରଏସଏସ ଉପରେ ପ୍ରତିବନ୍ଧକ ଲଗାଇବାକୁ ଦାବି କଲେ କଂଗ୍ରେସ ଅଧ୍ୟକ୍ଷ, ବିଜେପି ଦେଲା ଜବାବ

November 1, 2025

ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର, ଆଜିଠାରୁ ଖୋଲିଲା ନୂଆ ପଂଜୀକରଣ, ଶିଘ୍ର କରନ୍ତୁ

November 1, 2025

ରୋହିତ ଶର୍ମାଙ୍କ ବିଶ୍ୱ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ବାବର ଆଜମ, ହେଲେ ନମ୍ବର-୧ ବ୍ୟାଟର

November 1, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.