Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର, ଆଜିଠାରୁ ଖୋଲିଲା ନୂଆ ପଂଜୀକରଣ, ଶିଘ୍ର କରନ୍ତୁ
ବିଶେଷ ଖବର

ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର, ଆଜିଠାରୁ ଖୋଲିଲା ନୂଆ ପଂଜୀକରଣ, ଶିଘ୍ର କରନ୍ତୁ

November 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ସୁଭଦ୍ରା ଯୋଜନା
Pravati Parida's reaction on next SUBHADRA instalment.

ଭୁବନେଶ୍ବର: ସୁଭଦ୍ରା ଯୋଜନା ନେଇ ଆସିଲା ବଡ ଖବର। ତାହା ହେଲା ଯେ, ଆଜିଠାରୁ ଖୋଲିବ ସୁଭଦ୍ରା ପୋର୍ଟାଲ। ଏହା ମାଧ୍ୟମରେ ମହିଳାମାନେ ସେମାନଙ୍କ ନାମ ପଂଜକରୀଣ କରିପାରିବେ। ଫଳରେ ସେମାନଙ୍କୁ ପାଞ୍ଚ ହଜାର ଟଙ୍କା ଲେଖାଏଁ ମୋଟ ପଚାଶ ହଜାର ଟଙ୍କା ପ୍ରଦାନ କରାଯିବ। ତେବେ ଯେଉଁମାନେ ଯୋଗ୍ୟା ହିତାଧିକାରୀ ସେମାନଙ୍କୁ ଏହି ଯୋଜନାରେେ ସାମିଲ କରାଯାଇଛି।

ତେବେ ଯେଉଁମାନଙ୍କର ଏହି ଯୋଜନା ପାଇଁ ଗତଥର ବୟସ ହୋଇ ନ ଥିଲା ହେଲେ ବର୍ତ୍ତମାନ ଯୋଗ୍ୟ ହୋଇପାରିଛନ୍ତି ସେମାନେ ଏଥିରେ ପଂଜୀକରଣ କରିପାରିବେ। ୨୦୨୫ ମାର୍ଚ୍ଚ ୩୧ ତାରିଖ ସୁଦ୍ଧା ୨୧ ବର୍ଷ ବୟସ ହୋଇଥିବା ମହିଳାମାନେ ସରକାରଙ୍କ ଏହି ଯୋଜନାରେ ସାମିଲ ହେବା ପାଇଁ ଆବେଦନ କରିପାରିବେ। ସେମାନଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ଏହି ପୋର୍ଟାଲ ପୁଣି ଥରେ ଖୋଲାଯାଇଛି।

ଏହି ଯୋଜନାରେ ଯେଉଁମାନେ ବର୍ତ୍ତମାନ ଆବେଦନ କରିବେ ସେମାନେ ଆସନ୍ତା ବର୍ଷା ମାର୍ଚ୍ଚ ଆଠ ତାରିଖରେ ପ୍ରଥମ କିସ୍ତି ଗ୍ରହଣ କରିବେ। ଏହି ଯୋଜନା ପାଇଁ ହିତାଧିକାରୀଙ୍କ ବୟସ 21 ବର୍ଷ କିମ୍ବା ଅଧିକ ଏବଂ 60 ବର୍ଷରୁ କମ ହୋଇଥିବା ଆବଶ୍ୟକ। ଏହି ବୟସ ସୀମାରେ ଆସି ନ ଥିବା ମହିଳାମାନଙ୍କୁ ଏହି ଯୋଜନାରୁ ବାଦ ପଡିବେ। ତେବେ ଯେଉଁମାନେ ସୁଭଦ୍ରା ବୃତ୍ତି ପାଉଥିବେ ସେମାନେ ମଧ୍ୟ ଏହି ଯୋଜନାରୁ ବାଦ ପଡିବେ।

Subhadra subhadra yojana ସୁଭଦ୍ରା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026

ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ, ବିଜେପିରେ ଦେବେ ଯୋଗ!!

March 10, 2026
Latest News

ନବନିଯୁକ୍ତ ସହକାରୀ ଶ୍ରମ ଅଧିକାରୀଙ୍କ ତାଲିମ୍ କାର୍ଯ୍ୟକ୍ରମ ଉଦ୍ଘାଟିତ

March 11, 2026

ମାଲ ପରିବହନ କ୍ଷମତା ବଢ଼ାଇବାକୁ ରଣନୈତିକ ରେଳ କରିଡରରେ ୩୧୮ କୋଟିର ପ୍ରକଳ୍ପ

March 11, 2026

ସ୍କୁଲ–କଲେଜରେ ଏଭିଜିସି କଣ୍ଟେଣ୍ଟ କ୍ରିଏଟର୍ ଲ୍ୟାବ୍ ପାଇଁ ରୋଡମ୍ୟାପ୍ ଉପରେ ଆଲୋଚନା

March 11, 2026

ମା’ ତାରାତାରିଣୀଙ୍କ ପ୍ରସିଦ୍ଧ ଚୈତ୍ର ପର୍ବ ଆରମ୍ଭ

March 11, 2026

ରାଜ୍ୟରେ ରନ୍ଧନ ଗ୍ୟାସ ଏବଂ ପେଟ୍ରୋଲ ଓ ଡିଜେଲର ଉପଲବ୍ଧତା ସଂପର୍କରେ ସମୀକ୍ଷା କଲେ ଅନୁ ଗର୍ଗ

March 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.