Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ନଭେମ୍ବର ୨୭ରୁ ଆରମ୍ଭ ହେବ ବିଧାନସଭା, ପ୍ରଥମ ଥର ପାଇଁ ଅଭିଭାଷଣ ରଖିବେ ରାଷ୍ଟ୍ରପତି
ବିଶେଷ ଖବର

ନଭେମ୍ବର ୨୭ରୁ ଆରମ୍ଭ ହେବ ବିଧାନସଭା, ପ୍ରଥମ ଥର ପାଇଁ ଅଭିଭାଷଣ ରଖିବେ ରାଷ୍ଟ୍ରପତି

November 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ନଭେମ୍ବର ୨୭ରୁ ଆରମ୍ଭ ହେବ ବିଧାନସଭା
ନଭେମ୍ବର ୨୭ରୁ ଆରମ୍ଭ ହେବ ବିଧାନସଭା, ପ୍ରଥମ ଥର ପାଇଁ ଅଭିଭାଷଣ ରଖିବେ ରାଷ୍ଟ୍ରପତି

ଭୁବନେଶ୍ବର: ଆସନ୍ତା ନଭେମ୍ବର ୨୭ରୁ ଆରମ୍ଭ ହେବ ବିଧାନସଭାର ଶୀତକାଳିନ ଅଧିବେସନ। ଚଳିତ ଅଧିବେଶନ ଏକ ଐତିହାସିକ ଅଧିବେସନ ହେବ। କାରଣ ହେଲା ଏହି ଅଧିବେସନକୁ ପ୍ରଥମ ଥର ପାଇଁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଏ ନେଇ ଆଜି ବିଧାନସଭା ତରଫରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ଅଧିବେଶନ ଆରମ୍ଭ ଦିନ ରାଷ୍ଟ୍ରପତି ଅଭିଭାଷଣ ରଖିବେ ବୋଲି ଉଲ୍ଲେଖ ରହିଛି।

ଏହି ଅଧିବେଶନ ନଭେମ୍ବର ୨୭ ତାରଖରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏଥିରେ ୨୮ ତାରିଖ ଦିନ ଅର୍ଥମନ୍ତ୍ରୀ ତଥା ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଅତିରିକ୍ତ ବଜେଟ ଉପସ୍ଥାପନା କରିବେ। ଏହି ଅଧିବେଶନରେ ୨୯ ଟି କାର୍ଯ୍ୟ ଦିବସ ରହିଛି।

odisha assembly ବିଧାନସଭା ବିଧାନସଭା ଶୀତଅଧିବେଶନ ରାଷ୍ଟ୍ରପଚି ଦ୍ରୌପଦୀ ମୁର୍ମୁ
Share. Facebook Twitter LinkedIn Email WhatsApp Copy Link

Related Posts

ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ: ମାର୍ଚ୍ଚ ୮ ଯାଏଁ ଗୃହ ମୁଲତବି

February 25, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026

ଶହୀଦ ବାଜି ରାଉତଙ୍କ ସମ୍ପର୍କରେ କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି

February 24, 2026

ମାର୍ଚ୍ଚ ୧ ତାରିଖ ସନ୍ଧ୍ୟା ୬:୩୦ରୁ ଟିଭି ପ୍ରିମିୟମରେ ଦେଖନ୍ତୁ ସୁପରହିଟ୍ ଚଳଚ୍ଚିତ୍ର ‘ଚନ୍ଦ୍ରବଂଶୀ’

February 24, 2026
Latest News

ବିଧାନସଭା ବଜେଟ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ: ମାର୍ଚ୍ଚ ୮ ଯାଏଁ ଗୃହ ମୁଲତବି

February 25, 2026

ଆଜି ଫେବୃୟାରୀ ୨୫ ତାରିଖ ବୁଧବାର, ଏହି ରାଶିର ଲୋକେ ପାଇବେ ଖୁସି ଖବର

February 25, 2026

ଜିଏମଆରସିର ଗିଫ୍ଟ ସିଟି-ଶାହପୁର ମେଟ୍ରୋ ସମ୍ପ୍ରସାରଣକୁ କ୍ୟାବିନେଟ୍ ମଞ୍ଜୁରୀ

February 24, 2026

କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ‘ଦ ଟିଚର୍ ଆପ୍ ୨.୦’ର ଶୁଭାରମ୍ଭ

February 24, 2026

ବିଏସଏନଏଲ ଏବଂ ଟିଡବ୍ଲୁଡବ୍ଲୁଓ ପକ୍ଷରୁ ରକ୍ତଦାନ ଶିବିର

February 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.