Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜାତୀୟ ଖବର»ଦିଲ୍ଲୀ ବିସ୍ଫୋରଣ ପରେ ପୋଲିସ ଡିଜିଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ
ଜାତୀୟ ଖବର

ଦିଲ୍ଲୀ ବିସ୍ଫୋରଣ ପରେ ପୋଲିସ ଡିଜିଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

November 10, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦିଲ୍ଲୀ ବିସ୍ଫୋରଣ
ଦିଲ୍ଲୀ ବିସ୍ଫୋରଣ ପରେ ପୋଲିସ ଡିଜିଙ୍କ ସହିତ କଥା ହେଲେ ମୁଖ୍ୟମନ୍ତ୍ରୀ, ସୁରକ୍ଷା କଡ଼ାକଡ଼ି କରିବାକୁ ନିର୍ଦ୍ଦେଶ

ଭୁବନେଶ୍ବର: ଦିଲ୍ଲୀରେ ଆଜି ସନ୍ଧ୍ୟାରେ ଘଟିଥିବା ବିସ୍ଫୋରଣ ଏବଂ ସାଧାରଣ ଲୋକଙ୍କ ଜୀବନହାନି ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଘଟଣାର କଡ଼ା ନିନ୍ଦା କରିବା ସହିତ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଏଭଳି ଅମାନବୀୟ ଘଟଣାକୁ ଭାରତ କେବେ ବରଦାସ୍ତ କରିନାହିଁ, କି କରିବ ନାହିଁ ।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଜୀ ଏବଂ କେନ୍ଦ୍ର ଗୃହମନ୍ତ୍ରୀ ଶ୍ରୀ ଅମିତ ଶାହାଙ୍କ ନେତୃତ୍ୱରେ କେନ୍ଦ୍ର ସରକାର ନିଶ୍ଚିତ ଭାବେ ଏ ଘଟଣାର ଉପଯୁକ୍ତ ତଦନ୍ତ କରି ଦୋଷୀମାନଙ୍କୁ ଦଣ୍ଡବିଧାନ କରିବେ ବୋଲି ମୁଖ୍ୟମନ୍ତ୍ରୀ ଦୃଢୋକ୍ତି ପ୍ରକାଶ କରିଛନ୍ତି ।

ଏହି ଘଟଣା ପରେ ମୁଖ୍ୟମନ୍ତ୍ରୀ ପୋଲିସ ମହାନିର୍ଦ୍ଦେଶକଙ୍କ ସହିତ ଟେଲିଫୋନ ଯୋଗେ ଆଲୋଚନା କରି ଓଡ଼ିଶାରେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷକରି, ଓଡ଼ିଶାରେ ବାଲିଯାତ୍ରା ପରି ଉତ୍ସବ ଅନୁଷ୍ଠିତ ହେଉଥିବାବେଳେ, ପୋଲିସ ପକ୍ଷରୁ ସମ୍ପୂର୍ଣ୍ଣ ଭାବେ ସଜାଗ ରହିବାକୁ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଛନ୍ତି । ଏହା ସହିତ ରାଜ୍ୟର ପ୍ରମୁଖ ସହର ଏବଂ ବିଭିନ୍ନ ସମ୍ୱେଦନଶୀଳ ସ୍ଥାନ ମାନଙ୍କରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Mohan Majhi ଦିଲ୍ଲୀ ବିସ୍ଫୋରଣ
Share. Facebook Twitter LinkedIn Email WhatsApp Copy Link

Related Posts

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026
Latest News

କୁଲଦୀପ ଯାଦବଙ୍କ ଶ୍ରେଷ୍ଠ ପ୍ରଦର୍ଶନ: ଗୋଟିଏ ମ୍ୟାଚ୍‌ରେ ୧୦ ୱିକେଟ୍ ନେଇ ରଚିଲେ ଇତିହାସ

September 11, 2026

ଭୁଶୁଡ଼ିଲା କଂକ୍ରିଟ୍ ସ୍ଲାବ୍: ୩ ଶ୍ରମିକଙ୍କ ମୃତ୍ୟୁ

September 11, 2026

ଭୁବନେଶ୍ୱର ଓ ବାରିପଦାରେ ଭିଜିଲାନ୍ସ ଚଢ଼ଉ: ୧୪ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜବତ, ୨ ଅଡିଟର ଅଟକ

September 11, 2026

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.