Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»Nuapada Voting: ସକାଳ ୯:୦୦ ସୁଦ୍ଧା ମତଦାନର ହାର ୧୪.୯୯ ପ୍ରତିଶତ
ବିଶେଷ ଖବର

Nuapada Voting: ସକାଳ ୯:୦୦ ସୁଦ୍ଧା ମତଦାନର ହାର ୧୪.୯୯ ପ୍ରତିଶତ

November 11, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Nuapada Voting
Nuapada Voting: ସକାଳ ୯:୦୦ ସୁଦ୍ଧା ମତଦାନର ହାର ୧୪.୯୯ ପ୍ରତିଶତ

Nuapada Voting: ଆଜି ସକାଳୁ ନୂଆପଡାରେ ଭୋଟଦାନ ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା କେଉଁଠାରେ କିଛି ଅପ୍ରିତିକର ପରିସ୍ଥିତି ଉପୁଜି ନାହିଁ। ଶାନ୍ତ ଶୃଙ୍ଖଳାର ସହିତ ଚାଲିଛି ମତଦାନ। ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ ଅନୁସାରେ ନୂଆପଡା ଉପନିର୍ବାଚନରେ ସକାଳ ୯ ଟା ସୁଦ୍ଧା ମତଦାନ ହାର ୧୪.୯୯ % ରହିଛି। ଲୋକମାନେ ଭୋଟ ଦେବା ପାଇଁ ବେଶ ଆଗ୍ରହ ପ୍ରକାଶ କରୁଥିବାର ଲକ୍ଷ୍ୟ କରାଯାଇଛି।

ଆଜି ସକାଳ ସାତଟାରୁ ମତଦାନ ଆରମ୍ଭ ହୋଇଥିଲା। ପ୍ରଥମେ ଇଭିଏମ ଯାଞ୍ଚ ପରେ ଏହି ପକ୍ରିୟା ଆରମ୍ଭ କରାଯାଇଥିଲା। ନୂଆପଡ଼ା ନିର୍ବାଚନ ମଣ୍ଡଳୀର ଭୋଟରମାନେ ମୋଟ ୩୫୮ ବୁଥରେ ସେମାନଙ୍କ ମତାଧିକାର ସାବ୍ୟସ୍ଥ କରୁଛନ୍ତି। ଏହାମଧ୍ୟରେ ୪୭ଟି ସମ୍ବେଦନଶୀଳ ବୁଥ୍‌ ଥିବା ବେଳେ ୮ଟି ଅତିସମ୍ବେଦନଶୀଳ ବୁଥ୍ ରହିଛି। ଏହି ଆଠଟି ବୁଥ ମାଓ ପ୍ରବଣ ଅଞ୍ଚଳରେ ରହିଛି।

Nuapada Byelection Nuapada Voting ନୂଆପଡା ଉପନିର୍ବାଚନ
Share. Facebook Twitter LinkedIn Email WhatsApp Copy Link

Related Posts

ଚଳନ୍ତା ବସ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୬୦ରୁ ଅଧିକ ଯାତ୍ରୀ

June 28, 2026

ସିନେକ୍ରିଟିକ୍‌ ର ମନୋଜ୍ଞ ସଂଗୀତ ସନ୍ଧ୍ୟା-ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ

June 28, 2026

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରଦ୍ଧାଳୁମାନଙ୍କ ସୁବ୍ୟବସ୍ଥିତ ଯାତାୟାତ ପାଇଁ ମାର୍ଗଦର୍ଶିକା ଜାରି

June 28, 2026
Latest News

ଚଳନ୍ତା ବସ୍‌ରେ ଭୟଙ୍କର ଅଗ୍ନିକାଣ୍ଡ, ଅଳ୍ପକେ ବର୍ତ୍ତିଲେ ୬୦ରୁ ଅଧିକ ଯାତ୍ରୀ

June 28, 2026

ସିନେକ୍ରିଟିକ୍‌ ର ମନୋଜ୍ଞ ସଂଗୀତ ସନ୍ଧ୍ୟା-ସ୍ମୃତିରେ ସ୍ମୃତିରେ ଅଭୁଲା ଗୀତ

June 28, 2026

ହଠାତ୍ ବିଦେଶ ଯିବାକୁ ପଡ଼ିଲେ କଣ କରିବେ? ମାତ୍ର ୧ରୁ ୩ ଦିନରେ ପାଇପାରିବେ ପାସପୋର୍ଟ, ଜାଣନ୍ତୁ ପ୍ରକ୍ରିୟା

June 28, 2026

ପାଟଣାଗଡ଼ ଅଟଳ ବସଷ୍ଟାଣ୍ଡର ଭିତ୍ତିପ୍ରସ୍ତର ସ୍ଥାପନ କଲେ ଉପମୁଖ୍ୟମନ୍ତ୍ରୀ

June 28, 2026

ଏମଏସଏମଇ କ୍ଷେତ୍ରର ଡିଜିଟାଲ୍ ରୂପାନ୍ତରକୁ ଗତି; ଉପରାଷ୍ଟ୍ରପତିଙ୍କ ଦ୍ୱାରା ନୂତନ ପଦକ୍ଷେପର ଶୁଭାରମ୍ଭ

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.